Yearly Archives

2023

ନେତାଜୀ ସଂଗ୍ରାମ ପରିଷଦର ମୁଖପତ୍ର ‘ସୁଭାଷଚିନ୍ତନ’ ଉନ୍ମୋଚିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ଅଗ୍ରଣୀ ସାମାଜିକ ସଂଗଠନ ନେତାଜୀ ସଂଗ୍ରାମ ପରିଷଦର ତ୍ରୟମାସିକ ମୁଖପତ୍ର ସୁଭାଷ ଚିନ୍ତନର ଷଷ୍ଠ ସଂଖ୍ୟା ଶୁକ୍ରବାର ସଂଧ୍ୟାରେ ଉନ୍ମୋଚିତ ହୋଇଯାଇଛି । ସ୍ଥାନୀୟ ଦୈନିକ ବଜାର ରାମ ମନ୍ଦିରରେ ପତ୍ରିକାର ସଂପାଦକ ତଥା ସଂଗ୍ରାମ ପରିଷଦର ସଭାପତି
Read More...

ମହିଳା ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ଓ ମାଡ଼ ମାରିବା ଘଟଣାକୁ ନିନ୍ଦା କଲା ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ପ୍ରଯୋଜକ ଟୁଟୁ ନାୟକ ମହିଳା ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ଓ ମାଡ଼ ମାରିବା ଘଟଣାକୁ ନିନ୍ଦା କରିଛି ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ । ରାଜଧାନୀ ଭୁବନେଶ୍ୱରରେ ମହିଳା ସାମ୍ବାଦିକାଙ୍କୁ ଓଡ଼ିଆ ସିନେ ପ୍ରଯୋଜକ ସଞ୍ଜୟ ନାୟକ
Read More...

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ବାର୍ଷିକ କ୍ରୀଡା ଉତ୍ସବ ଆଜି ଉଦ୍‌ଘାଟିତ ହୋଇଯାଇଛି । ସର୍ବ ପ୍ରଥମେ ଗ୍ରାମର ଆରାଧ୍ୟ ଦେବୀ ମା' ଦ୍ୱାରସେନୀଙ୍କ ମନ୍ଦିରରୁ ଦୀପ ପ୍ରଜ୍ୱଳନ କରି ଛାତ୍ରଛାତ୍ରୀମାନେ ମଶାଲ
Read More...

ସିନ୍ଧେକେଲା ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ସଭାଗୃହରେ ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ଉକ୍ତ ବୈଠକରେ ସଭାପତିତ୍ୱ କରିଥିବା ବେଳେ
Read More...

ଆଇନଜୀବୀ ସ୍ୱର୍ଗତ ସୁରେନ୍ଦ୍ର ସାହୁଙ୍କ ଦ୍ଵିତୀୟ ଶ୍ରାଦ୍ଧବାର୍ଷିକି ଉପଲକ୍ଷେ ମେଗା ସ୍ୱାସ୍ଥ୍ୟ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ବୁରୋମୁଣ୍ଡାଠାରେ ମୁରଲୀକ୍ରିଷ୍ଣା ଫାଉଣ୍ଡେସନ, ତ୍ରିଲୋଚନ ନେତ୍ରାଲୟ ଏବଂ କୋସଲ ଯୁବ ଶକ୍ତିର ମିଳିତ ଉଦ୍ୟମରେ ଏଡଭୋକେଟ ସୁରେନ୍ଦ୍ର କୁମାର ସାହୁଙ୍କର ଦ୍ୱିତୀୟ ଶ୍ରାଦ୍ଧବାର୍ଷିକି ଉପଲକ୍ଷେ ମେଗା ସ୍ୱାସ୍ଥ୍ୟ ଶିବିର
Read More...

ଖରାଲି ବ୍ରାହ୍ମଣୀ ପାହାଡକୁ ରାଜ୍ୟ ପର୍ଯ୍ୟଟନ ବିଭାଗର ରାଜ୍ୟସ୍ତରୀୟ ଅଧିକାରୀମାନଙ୍କ ପରିଦର୍ଶନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ମାଳିଶିରା ପଞ୍ଚାୟତ ଖରାଲି ଗ୍ରାମ ନିକଟସ୍ଥ ରହେଁନଚୁଆଁମୁଣ୍ଡା ତଥା ବ୍ରାହ୍ମଣୀ ପାହାଡ (ସିଦ୍ଧିକ୍ଷେତ୍ର)କୁ ଓଡ଼ିଶା ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟଗୁଡ଼ିକ ତଦାରଖ କରିବା ପାଇଁ
Read More...

ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସଭା ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : କେନ୍ଦ୍ରୀୟ ଦୁର୍ନୀତି ନିବାରଣ ଆୟୋଗ ତରଫରୁ ସମଗ୍ର ଦେଶରେ ୩୦ ଅକ୍ଟୋବରରୁ ୫ ନଭେମ୍ବର ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି । ଏହି ଅବସରରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସଭା ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ
Read More...

ସହଯୋଗ ଫାଉଣ୍ଡେସନ୍ ଦ୍ୱାରା କପଡା ବ୍ୟାଙ୍କ ପ୍ରତିଷ୍ଠା ଏବଂ ବଣ୍ଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତୁ ଆମେ ସମସ୍ତେ ଆସନ୍ତା ପର୍ବ ପର୍ବାଣି ଏପରି ଭାବରେ ପାଳନ କରିବା ଯାହା ଅନ୍ୟମାନଙ୍କ ଜୀବନରେ ଉତ୍ସାହର ରଙ୍ଗ ପୂରଣ କରିପାରିବ । ଏହିପରି କିଛି କରିବା ପାଇଁ ସହଯୋଗ ଫାଉଣ୍ଡେସନ୍ ଦୀପାବଳି ଅବସରରେ ଅଭାବୀ ଏବଂ ଗରିବ ଲୋକମାନଙ୍କ ମଧ୍ୟରେ ପୋଷାକ ବଣ୍ଟନ
Read More...

କୁଟାସିଂହାରୁ ସଲେଭାଟା ରାସ୍ତା ପାଲଟିଛି ମରଣଯନ୍ତା : ରାସ୍ତା ଉପରେ ମାଡି ବସିଛି ଅନାବନା ଗଛ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ କୁଟାସିଂହାରୁ ସାଲେଭଟା ୨୬ ନମ୍ବର ରାଜପଥକୁ ସଂଯୋଗ କରୁଥିବା ରାସ୍ତା ଏବେ ଶୋଚନୀୟ ହୋଇ ପଡିଛି । ସ୍ଥାନେ ସ୍ଥାନେ ଗାତ ସୃଷ୍ଟି ହୋଇଥିବା ସାଙ୍ଗକୁ ବର୍ଷା ଦିନିଆ ଅନାବନା ଗଛଲତା ଉଠି ରାସ୍ତାକୁ ମାଡି ବସିଛି । ଠିକରେ ଆଗକୁ ରାସ୍ତା ଦେଖି
Read More...

ଆମ ଓଡିଶା ନବୀନ ଓଡିଶା ୧୦ମ ଦିନରେ : ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୟୁରଭଞ୍ଜର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୦.୫୦ କୋଟି – ୨୪୨୭ ପ୍ରକଳ୍ପସମ୍ବଲପୁରର ୩ଟି ନିର୍ବାଚନ ମଣ୍ଡଳୀ ପାଇଁ ୬୯ କୋଟି – ୧୮୦୧ ପ୍ରକଳ୍ପମାଲକାନଗିରିର ୨ଟି ନିର୍ବାଚନ ମଣ୍ଡଳୀ ପାଇଁ ୫୫.୫୦ କୋଟି - ୧୪୩୦ ପ୍ରକଳ୍ପପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କାଗ୍ରାମବିକାଶ କ୍ଷେତ୍ରରେ ନବୀନ
Read More...