Yearly Archives

2023

ଟିଟିଲାଗଡ ନିର୍ବାଚନ ମଣ୍ଡଳୀର ସଇଁତଳା ବ୍ଲକର ବିଭିନ୍ନ ପଞ୍ଚାୟତର ବିଜେଡିର ଶତାଧିକ କର୍ମୀ ବିଜେପିରେ ହେଲେ ସାମିଲ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଗୁରୁବାର ଦିନ ବିଜେପି ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ୍ କୁମାର ଜୈନଙ୍କ ନେତୃତ୍ୱରେ ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ସଇଁନ୍ତଲା ବ୍ଲକର ବିଭିନ୍ନ ପଞ୍ଚାୟତର ଗାଁକୁ ଗାଁ ଯାଇ ବଲାଙ୍ଗିର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓଙ୍କ ସହିତ ଜନସାଧାରଣଙ୍କ
Read More...

ରାଉରକେଲା କଲେଜରେ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅବସରରେ ସେକ୍ଟର -୪ ସ୍ଥିତ ରାଉରକେଲା କଲେଜର ରାଷ୍ଟ୍ରୀୟ ସେବା ଯୋଜନାର ସଂଯୁକ୍ତ ଶାଖା ଏବଂ ୟୁଥ୍ ରେଡ଼କ୍ରସ୍ ଶାଖାର ମିଳିତ ଆନୁକୂଲ୍ୟରେ 'ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ' ଅନୁଷ୍ଠିତ ହୋଇଯାଇଛି ।
Read More...

ସରକାରୀ ବାଳିକା ହାଇସ୍କୁଲରେ ପୋକ୍ସୋ ଆଇନ ଉପରେ ସଚେତନତା କାର୍ଯ୍ୟକ୍ରମ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ସରକାରୀ ବାଳିକା ହାଇସ୍କୁଲରେ ଶୁକ୍ରବାର ଅପରାହ୍ନରେ ମୌଳିକ ଅଧିକାର ତଥା ପୋକ୍ସୋ ଆଇନ ଏବଂ ଜେ.ଜେ.(ସିପିସି) ଆଇନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି ଶିବିରଟି କଂଟାବାଂଜି ତାଲୁକ ଆଇନ ସହାୟତା ସେବା
Read More...

ବ୍ଲକ ସାମ୍ବାଦିକ ସଂଘ ବଙ୍ଗୋମୁଣ୍ଡା ଓ ନାରାୟଣ ସ୍ୱାସ୍ଥ୍ୟକେନ୍ଦ୍ର ରାୟପୁର ପକ୍ଷରୁ ନିଶୁଳ୍କ ସ୍ୱାସ୍ଥ୍ୟ ଶିବିର :…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ମହାବିଦ୍ୟାଳୟ ବଙ୍ଗୋମୁଣ୍ଡାଠାରେ ବ୍ଲକ ସାମ୍ବାଦିକ ସଂଘ ବଙ୍ଗୋମୁଣ୍ଡା ଏବଂ ଏନ୍.ଏଚ.ଏମ୍.ଏମ୍.ଆଇ ନାରାୟଣ ମଲ୍ଟି ସ୍ପେସିଆଲିଷ୍ଟି ହସ୍ପିଟାଲ, ରାୟପୁର ମିଳିତ ଆନୁକୂଲ୍ୟରେ ନିଃଶୁଳ୍କ ସ୍ବାସ୍ଥ୍ୟ
Read More...

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୩ ପାଳନ ଉପଲକ୍ଷେ ସଚେତନତା ରାଲି ଓ ପଥପ୍ରାନ୍ତ ନାଟକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨୩ ଅକ୍ଟୋବର ୩୦ ତାରିଖଠାରୁ ଆରମ୍ଭ ହୋଇ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଏହି ସପ୍ତାହ ପାଳନ ଉପଲକ୍ଷେ ଆଜି ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖା ପକ୍ଷରୁ ଏକ ସଚେତନତା
Read More...

ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଅଭିଯାନ-୨୦୨୪ : ବାଲିଗୁଡା ଉପଖଣ୍ଡ ପ୍ରଶାସନ ଦ୍ୱାରା ଭୋଟର ସଚେତନତା…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶାଙ୍କ ନିର୍ଦ୍ଦେଶ କ୍ରମେ ଆରମ୍ଭ ହୋଇଥିବା ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଅଭିଯାନ- ୨୦୨୪ ଅବସରରେ ନିର୍ବାଚନ ଅଧିକାରୀ ତଥା ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀମତୀ ମଧୁମତୀଙ୍କ ନେତୃତ୍ୱରେ ଯୁବ
Read More...

ତୁରେକେଲା କ୍ଳଷ୍ଟରସ୍ତରୀୟ ମିଲେଟ କୁଇଜ ଅନୁଷ୍ଠିତ

ତୁରେକେଲା, (କୈଲାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ୦୩/୧୧/୨୩ ତୁରେକେଲା କ୍ଳଷ୍ଟରସ୍ତରୀୟ ମିଲେଟ କୁଇଜ ପ୍ରତିଯୋଗିତା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା ।ବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତାରେ ଆୟୁଷ୍ମାନ ବେହେରା, ଯଶୋବନ୍ତ ମେହେର, ଉର୍ମିଳା ମାଝୀ,
Read More...

ଆମ ଓଡିଶା ନବୀନ ଓଡିଶା ନବମ ଦିନରେ : କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡିର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୫୫ କୋଟି : ୪୬୭୮ ପ୍ରକଳ୍ପନବରଙ୍ଗପୁରର ୪ଟି ନିର୍ବାଚନ ମଣ୍ଡଳୀ ପାଇଁ ୯୪.୫୦ କୋଟି : ୨୯୪୨ ପ୍ରକଳ୍ପପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କାନବୀନ ଓଡିଶାରେ ଗାଁ ହେବ ରୂପାନ୍ତରର ପ୍ରକୃତ କେନ୍ଦ୍ର : ମୁଖ୍ୟମନ୍ତ୍ରୀ୫ମ ପାଳିରେ ମା’ମାନଙ୍କୁ
Read More...

ପୋଲସରା ଷ୍ଟାଡିୟମରେ “ଆମ ଓଡିଶା ନବୀନ ଓଡ଼ିଶା” ଭର୍‌ଚୁଆଲ୍ ସାମାରୋହରେ ବିଧାୟକ ଶ୍ରୀକାନ୍ତ ସାହୁଙ୍କ…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପୋଲସରା ନିର୍ବାଚନ ମଣ୍ଡଳୀ ବୁଗୁଡ଼ା ମିନି-ଷ୍ଟାଡିୟମ୍‌ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି. କେ. ପାଣ୍ଡିୟାନ୍ ଭିଡିଓ
Read More...

ଆଜି ସ୍ମାର୍ଟ ହୋମ ଡେ’

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ୩ ନଭେମ୍ବରରେ “ସ୍ମାର୍ଟ ହୋମ୍ ଡେ” ବା "କୁଶଳ ଗୃହ ଦିବସ" ପାଳନ କରାଯାଏ । ଆଲୋକ, ଉତ୍ତାପ ଏବଂ ଇଲେକ୍ଟ୍ରୋନିକ୍ ଉପକରଣ ସହିତ ସଜ୍ଜିତ ଏକ ସ୍ମାର୍ଟ ଘର ଯାହା ସ୍ମାର୍ଟଫୋନ୍ କିମ୍ବା କମ୍ପ୍ୟୁଟର ଦ୍ୱାରା ଦୂରରୁ ନିୟନ୍ତ୍ରିତ ହୋଇପାରିବ ।
Read More...