Yearly Archives

2023

ଜିଲ୍ଲାସ୍ତରୀୟ ବିଶ୍ୱ ଦୃଷ୍ଟି ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ମହାନଦୀ ନେତ୍ର ଚିକିତ୍ସାଳୟ ପଣ୍ଡାପାଲି ସଭା ଗୃହଠାରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଡିସି) ଡା. ରମେଶ ଚନ୍ଦ୍ର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ ହୋଇଯାଇଛି । ଉକ୍ତ
Read More...

ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରେକ୍ଷାଳୟ ଠାରେ ବଲାଙ୍ଗିର ସମଗ୍ର ଶିକ୍ଷା ତରଫରୁ ବାଳିକାମାନେ ସମ୍ମୁଖୀନ ହେଉଥିବା ଆହ୍ୱାନର ମୁକାବିଲା କରିବା, ବାଲ୍ୟବିବାହ ନିଷେଧ ଉପରେ ସଚେତନା, ସୁସ୍ଥ ସମାଜ ଗଠନରେ କନ୍ୟା ସନ୍ତାନର ଆବଶ୍ୟକତାକୁ ସୁନିଶ୍ଚିତ
Read More...

ଟିକ୍ରାପଡା ଅହୋରାତ୍ର ନାମଯଜ୍ଞର ସୁବର୍ଣ୍ଣ ଜୟନ୍ତୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଟିକ୍ରାପଡା ରାମଜୀ ମନ୍ଦିର ପ୍ରାଙ୍ଗଣରେ ଟିକ୍ରାପଡା ଅହୋରାତ୍ର ନାମଯଜ୍ଞର ସୁବର୍ଣ୍ଣ ଜୟନ୍ତୀ ପାଳନ ଆସନ୍ତା ତା.୧୯.୧୧.୨୦୨୩ ରୁ ତା.୨୭.୧୧.୨୦୨୩ ପର୍ଯ୍ୟନ୍ତ ପାଳନ କରିବାକୁ ମହିଳା କମିଟିର ଏକ ପ୍ରସ୍ତୁତି ବୈଠକ କମିଟିର ସଭାପତି ବନେଶ୍ୱରୀ
Read More...

କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି ୨୦୨୩’

ଚନ୍ଦନଭାଟି, (କେପିଏନ୍‌ଏସ୍‌) : କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି ୨୦୨୩’ ଚନ୍ଦନଭାଟି ଗ୍ରାମ ପଞ୍ଚାୟତ ଅଧିନସ୍ଥ ସିନ୍ଦୁରବାହାଲ ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଚନନ୍ଦନଭାଟି ଗ୍ରାମ ପଞ୍ଚାୟତ ଓ ମିର୍ଦ୍ଧାପାଲି ଗ୍ରାମ
Read More...

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ମହକ” ଅନୁଷ୍ଠିତ

କଳାହାଣ୍ଡି, (ପିକେସାହୁ) : ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଆଜି ସ୍ଥାନୀୟ ଟାଉନହଲ ଠାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ମହକ" ୨୦୨୩ ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ସମାରୋହରେ ଭବାନୀପାଟଣା ଉପଜିଲ୍ଲାପାଳ ଡ଼.ବିଶ୍ୱଜିତ ଦାସ ମୁଖ୍ୟ ଅତିଥି ଭାବରେ ଯୋଗ
Read More...

କଳାହାଣ୍ଡି ଜିଲ୍ଲାରେ ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ

କଳାହାଣ୍ଡି, (ପିକେସାହୁ) : ମିଶନ ଶକ୍ତି ବିଭାଗ, ଓଡିଶା ସରକାରଙ୍କ ଆନୁକୁଲ୍ୟ ରେ ଆୟୋଜିତ ସଭାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାରା ରାଜ୍ୟରେ ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି । ଗତିଶୀଳତା ହିଁ ସଶକ୍ତିକରଣ ଆଭିମୁଖ୍ୟରେ ମିଶନ ଶକ୍ତି ମା' ହିତାଧିକାରୀମାନଙ୍କୁ
Read More...

ଡେଲାଙ୍ଗ ବ୍ଲକ ମିଶନ ଶକ୍ତି ପକ୍ଷରୁ ସ୍କୁଟର ବଣ୍ଟନ କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉପସ୍ଥିତ ସ୍ୱୟଂସହାୟକ ଗୋଷ୍ଠୀର ମା’ମାନଙ୍କୁ
Read More...

ଝରଣୀ ଗ୍ରାମପଞ୍ଚାୟତ ବୁଢାଦେଓ ମନ୍ଦିର ସମ୍ମୁଖରେ ଆଦିବାସୀ ସମ୍ପ୍ରଦାୟ ଗଣ୍ଡସମାଜ ତରଫରୁ ନୂଆଁଖାଇ ଭେଟଘାଟ…

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ତୁରେକେଲା ବ୍ଲକ ଅନ୍ତର୍ଗତ ଝରଣୀ ଗ୍ରାମପଞ୍ଚାୟତ ବୁଢାଦେଓ ମନ୍ଦିର ସମ୍ମୁଖରେ ଆଦିବାସୀ ସମ୍ପ୍ରଦାୟର ଗଣ୍ଡସମାଜ ତରଫରୁ ବୁଧବାର ଦିନ ନୂଆଁଖାଇ ଭେଟଘାଟ ହୋଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି ଭାବେ
Read More...

ଗନ୍ଧରାବନ୍ଧରେ ନୂତନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଉଦ୍‌ଘାଟନ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧରାବନ୍ଧଠାରେ ନୂତନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ଶୁଭ ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଜଗତର ନାଥ ଜଗନ୍ନାଥଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭକାର୍ଯ୍ୟ ଆରମ୍ଭ
Read More...

ଟିଟିଲାଗଡ଼ ଏସ୍‌ସିଡ଼ି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବର ମିଳିତ ଆନୁକୂଲ୍ୟରେ ବିଶ୍ୱ ଚକ୍ଷୁ ଦିବସ ପାଳିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଅକ୍ଟୋବର ମାସର ଦ୍ୱିତୀୟ ଗୁରୁବାରକୁ ବିଶ୍ୱ ଚକ୍ଷୁ ଦିବସ ରୂପେ ପାଳନ କରାଯାଏ । ଏହି ଅବସରରେ ଟିଟିଲାଗଡ଼ ଏସ୍‌ସିଡ଼ି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ତରଫରୁ ସକାଳୁ ଏକ ଚକ୍ଷୁ ସଚେତନତା ରେଲି ବାହାରି ସହର ପରିକ୍ରମା କରି ଲୋକଙ୍କୁ ନିଜ ଚକ୍ଷୁର
Read More...