Yearly Archives

2023

ଗୌଡ଼ଗୋଠ ସ୍ଵାସ୍ଥ୍ୟ ଉପକେନ୍ଦ୍ରରେ ଆୟୁଷ୍ମାନ ଭଵଃ ସାପ୍ତାହିକ ସ୍ଵାସ୍ଥ୍ୟ ମେଳା

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅନ୍ତର୍ଗତ ଗୌଡଗୋଠ ସ୍ୱାସ୍ଥ୍ୟ ଉପକେନ୍ଦ୍ର ଓ ଆରୋଗ୍ୟକେନ୍ଦ୍ର ଆନୁକୁଲ୍ୟରେ ଆୟୁଷ୍ମାନ ଭବଃ ସାପ୍ତାହିକ ସ୍ଵାସ୍ଥ୍ୟ ମେଳା ଅନୁଷ୍ଠିିତ ହୋଇଯାଇଛି । ଏହି ଅବସରରେ ଗୋଷ୍ଠୀ ସ୍ଵାସ୍ଥ୍ୟ ଅଧିକାରୀ ପ୍ରିୟଦର୍ଶିନୀ ଲେଙ୍କାଙ୍କ ସଭାପତିତ୍ୱରେ ମହିଳା
Read More...

ରେଙ୍ଗାଲି କ୍ଳଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ୨୦୨୩ ଉଦ୍‌ଯାପିତ

ଆଗଲପୁର, (ଶୁଶିଲ କୁମାର ମିଶ୍ର) : ଆଗଲପୁର ବ୍ଲକ୍ ଅନ୍ତର୍ଗତ ରେଙ୍ଗାଲି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ କ୍ଳଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୩ ଓ ଓଡ଼ିଶା ମିଲେଟ୍ସ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଚିତ୍ରାଙ୍କନ, ବକ୍ତୃତା, କୁଇଜ୍, ଗୀତ ତଥା ସାଂସ୍କୃତିକ
Read More...

ଉପଖଣ୍ଡସ୍ତରୀୟ ବନ୍ୟପ୍ରାଣୀ ସୁରକ୍ଷା ସମ୍ମାନରେ ସମ୍ମାନୀତ ଜ୍ୟୋତି ରଞ୍ଜନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ୍ ଭାନପୁର ପଞ୍ଚାୟତ ତୁର୍ଲା ଗାଁର ଜ୍ୟୋତି ରଞ୍ଜନ ପଣ୍ଡାଙ୍କୁ ଉପଖଣ୍ଡସ୍ତରୀୟ ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସୁରକ୍ଷା ସମ୍ମାନ ମିଳିଛି । ଏନେଇ ଜିଲ୍ଲାସ୍ତରୀୟ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳନ ଅବସରରେ ବଲାଙ୍ଗିର ବନଖଣ୍ଡ ଅଧିକାରୀ
Read More...

ବାଇକ୍‌ରୁ ଖସିପଡ଼ି ମହିଳା ଗୁରୁତର

କଂଟାବାଂଜି, (କେପିଏନ୍‌ଏସ୍‌) : ଭାଇ ସାଙ୍ଗରେ ମନ୍ଦିର ଯିବା ବେଳେ ବାଇକ୍‌ରୁ ଖସିପଡ଼ି ଜଣେ ମହିଳା ଗୁରୁତର ହୋଇ କଂଟାବାଂଜି ସରକାରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ତୁରେକେଲା ଥାନା ଅନ୍ତର୍ଗତ ତେନ୍ତୁଲିଖୁଣ୍ଟି ଗାଁର ସୁମତି ଧରୁଆ(୪୦) ଆଜି ସକାଳୁ
Read More...

ବଲାଙ୍ଗିର ଜିଲ୍ଲା ସିନିୟର ତୃତୀୟ ସୁପର ନକଆଉଟ ଫୁଟବଲ ଖେଳ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଗାନ୍ଧି ଷ୍ଟାଡିୟମରେ ସୁପର ନକଆଉଟ ଫୁଟବଲ ତୃତୀୟ ଖେଳ ଗ୍ରୁପ ଇ ବିଜେତା ବିଏନ୍‌ଏଏ ଜରାସିଂହା ଓ ଗ୍ରୁପ ଏଫ୍‌ ବିଜେତା କୁରସୁଡ ଏପ୍‌ସି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛିଫ ବିଏନ୍‌ଏଏ ଜରାସିଂହା ୩-୧ଗୋଲରେ କୁରସୁଡ
Read More...

ପୁଇଁନ୍ତଲା ବ୍ଲକ କଂଗ୍ରେସର ଜନସମ୍ପର୍କ ଯାତ୍ରା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପ୍ରଦେଶ କଂଗ୍ରେସ କମିଟିଙ୍କ ଆହ୍ୱାନରେ ପୁଇଁନ୍ତଲା ବ୍ଲକ କଂଗ୍ରେସ ପକ୍ଷରୁ ସଭାପତି ଉମାକାନ୍ତ ସାହୁଙ୍କ ନେତୃତ୍ୱରେ ପୁଇଁନ୍ତଲା ଗ୍ରାମରେ “ଘରେ ଘରେ କଂଗ୍ରେସ ଘରେ ଘରେ ହାତ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର ବିଜେପି ଓ ରାଜ୍ୟ ବିଜେଡିର ମିଛ
Read More...

ଘଡେକେ ଘାଟ୍‌ ଗୁନ୍ଦାଲ୍‌ ହେଇଗଲା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବିଜେପି ଭିତ୍‌ରେ ଏତେ ଇସ୍‌ରୋ ବିସ୍‌ରୋ ଅଛେ ବଲି କିଏ ଜାନିଥିଲା । ଘଡେ଼କେ ଘାଟ୍‌ ଗୁନ୍ଦାଲ୍‌ ହେଇଗଲା । ମଝା ଖୁଲି ଫୁଲ୍‌ମାଲ୍‌ ଦେବାର୍‌ଟା କେ ନେଇକରି ବଲାଙ୍ଗିର ବିଜେପି.ର ଦୁଇ ଗୋଷ୍ଠୀ ଭିତ୍‌ରେ ଯେନ୍‌ ପର୍‌କାରର୍‌ ଘିଚାଟନା, ମାଡ଼୍‌
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ
Read More...

ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା -୨୦୨୩ ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଓଡିଶା ଆନୁକୂଲ୍ୟରେ ଜିଲ୍ଲା ମତ୍ସ୍ୟ ବିଭାଗ ଓ ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା -୨୦୨୩ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ
Read More...

ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ତରଫରୁ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ୧୪୬ତମ ପୁଣ୍ୟାତ୍ମା ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା । ସାମ୍ବାଦିକ ରଶ୍ମିରଞ୍ଜନ ପୁଟେଲଙ୍କ ସଭାପତିତ୍ୱରେ
Read More...