Yearly Archives

2023

ମୁରିବାହାଲ ବ୍ଲକ୍ ଅନ୍ତର୍ଗତ ସିରୋଲ୍ କ୍ଲଷ୍ଟରଠାରେ ସୁରଭି-୨୦୨୩ ଆୟୋଜିତ

ଟିଟିଲାଗଡ/ମୁରିବାହାଲ, (ସଞ୍ଜୟ କୁମାର ନାୟକ) : ମୁରିବାହାଲ ବ୍ଲକ ଅନ୍ତର୍ଗତ ସିରୋଲ କ୍ଲଷ୍ଟରଠାରେ ସୁରଭି ୨୦୨୩ ଆୟୋଜିତ । ଉକ୍ତ କାର୍ଯ୍ୟକ୍ରମକୁ ପ୍ରଥମେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୋଦଣ୍ଡଧର ଭୋଇ ଦୀପ ପ୍ରଜ୍ୱଳନ କରି ଶୁଭାରମ୍ଭ କରିଥିଲେ । ସିରୋଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ
Read More...

ଡୁଙ୍ଗୁରିପାଲିରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ବୃକ୍ଷ ରୋପଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ କୁଟାସିଂହା ପଂଚାୟତ ଅନ୍ତର୍ଗତ ଡୁଙ୍ଗୁରିପାଲି ଗାଁରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ବିଜେପି ମଣ୍ଡଳ ସଭାପତି ପିତାମ୍ବର କଣ୍ଟାଙ୍କ ନେତୃତ୍ୱରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଇଥିଲା, ଏଥିରେ ସାମିଲ ହୋଇଥିଲେ
Read More...

ଘରୋଇ କଳହକୁ କେନ୍ଦ୍ର କରି ନିଜ ଭାଉଜକୁ ଗୁଳି କଲା ଦିଅର

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ନୁନିଆପାଲି ଗ୍ରାମର ସନ୍ତୋଷିନୀ ବର୍ଗେ(୩୭)ଙ୍କୁ ତାଙ୍କ ଦିଅର ରଂଜନ ବର୍ଗେ(୩୪) ଗୁଳି କରିଥିବା ଅଭିଯୋଗ ହୋଇଛି । ପ୍ରାପ୍ତ ସୂଚନା ମୁତାବକ ଗତ ୨ ତାରିଖ ସୋମବାର ଦିନ ନୁନିଆପାଲି ଗ୍ରାମର ପଂଚାନନ ବର୍ଗେ ଓ
Read More...

ପାଟ୍ଟଖଣ୍ଡା ଏଜେନ୍ସିରେ ସଟ ସର୍କିଟ ଯୋଗୁଁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ମଧ୍ୟ ଭାଗରେ ଥିବା ପାଟ୍ଟଖଣ୍ଡା ସାହିର ପାଟ୍ଟଖଣ୍ଡା ଏଜେନ୍ସି ଗୋଦାମରେ ସଟ ସର୍କିଟ ଯୋଗୁଁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଛି । ମଙ୍ଗଳବାର ସକାଳୁ ସକାଳୁ ଗୋଦାମ ଘର ଭିତରୁ ଧୂଆଁ
Read More...

ରାସ୍ତାକଡ଼ରୁ ଜଣେ ବ୍ୟକ୍ତିଙ୍କ ରକ୍ତଜୁଡୁବୁଡୁ ମୃତଦେହ ଉଦ୍ଧାର : ହତ୍ୟା ନା ଦୁର୍ଘଟଣା କାରଣ ଅସ୍ପଷ୍ଟ

ସଇଁତଲା, (ପ୍ରମୋଦ ସେଲମା) : ଆଜି ଭୋର ସକାଳୁ ୨୬ ଜାତୀୟ ରାଜପଥ ସଇଁତଲା ସ୍ଥିତ ନୂଆଁବନ୍ଦଠାରେ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ରାସ୍ତାକଡ଼ରୁ ସଇଁତଲା ପୋଲିସ ଉଦ୍ଧାର କରିଛି । ମୃତବ୍ୟକ୍ତି ଜଣକ ହେଲେ ଆମ୍ବପାଲି ଗାଁର ସରୋଜ ଗହୀର (୪୦) । ମୃତ ବ୍ୟକ୍ତିଙ୍କ ମୁଣ୍ଡରେ ଗଭୀର ଆଘାତ
Read More...

ସାଇବର କ୍ରାଇମ୍ ସଚେତନତା କାର୍ଯ୍ୟକ୍ରମ

ମ.ରାମପୁର, (ହେମନ୍ତ ସାହୁ) : ଓଡ଼ିଶା ପୁଲିସର ଆହ୍ବାନ କ୍ରମେ ଆଜି ମ.ରାମପୁର ବସଷ୍ଟାଣ୍ଡଠାରେ ସାଇବର ଠକେଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମ.ରାମପୁର ଥାନାଧିକାରୀ ସୁଦର୍ଶନ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ
Read More...

ବାଲିରେ ଗାନ୍ଧିଜୀଙ୍କ ଏକ ଥ୍ରୀ -ଡି ପ୍ରତିମୂର୍ତ୍ତି ନିର୍ମାଣ କଲେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଓମ ପ୍ରକାଶ ସାହୁ

ବଲାଙ୍ଗିର, (କେପିଏନଏସ୍‌) : ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜୟନ୍ତୀ ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଓମ ପ୍ରକାଶ ସାହୁ ଏକ ଟ୍ରିପ ବାଲିରେ ଗାନ୍ଧିଜୀଙ୍କ ଏକ ଥ୍ରୀ -ଡି ପ୍ରତିମୂର୍ତ୍ତି ନିର୍ମାଣ କରିଛନ୍ତି । ଉକ୍ତ ପ୍ରତିମୂର୍ତ୍ତିକୁ ଦେଖିବା ପାଇଁ ଦର୍ଶକଙ୍କ ଭିଡ଼
Read More...

ମୈତ୍ରୀ ମହଲର ୪୨ତମ ବାର୍ଷିକୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଲାଲବାହାଦୁର ଶାସ୍ତ୍ରୀଙ୍କ ପବିତ୍ର ଜୟନ୍ତୀ ତିଥିରେ ମୈତ୍ରୀ ମହଲର ୪୨ତମ ବାର୍ଷିକୋତ୍ସବ ହାଟପଦାପଡା ସ୍ଥିତ ମୈତ୍ରୀ ମହଲ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ମଂଚାସୀନ ମୁଖ୍ୟ ଅତିଥି
Read More...

ତୁରେକେଲା କ୍ଲଷ୍ଟରସ୍ତରୀୟ ସୁରଭି ଓ ମିଲେଟ ମିଶନ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ତୁରେକେଲା କ୍ଳଷ୍ଟର ଅନ୍ତର୍ଗତ ବାଗବେଲରେ ଆଦ୍ୟ ମଙ୍ଗଳବାର ଦିନ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ସୁରଭି ଓ ମିଲେଟ ମିଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କ୍ଲଷ୍ଟର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ
Read More...

କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ପଣ୍ଡରାନିଠାରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିଆର୍‌ସିସି ପ୍ରଶାନ୍ତ ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଏବଂ
Read More...