Yearly Archives

2023

କୁନ୍ଦେଇପାଲି ଗଉଁନ୍ତିଆ ଘନଶ୍ୟାମ ଭୋଇଙ୍କ ପରଲୋକ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ କୁନ୍ଦେଇପାଲି ଗ୍ରାମର ଗଉଁନ୍ତିଆ ଘନଶ୍ୟାମ ଭୋଇ (୯୬)ଙ୍କର ପରଲୋକ ହୋଇଯାଇଛି । ତାଙ୍କ ଅବସ୍ଥା ଗୁରୁତର ହେବାରୁ ଗତକାଲି ବଲାଙ୍ଗିର ଡାକ୍ତରଖାନାକୁ ନିଆଯାଇଥିବା ବେଳେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର
Read More...

ଟ୍ରେନ ରହଣୀ ଦାବୀରେ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଷ୍ଟେସନରେ ଦୃତଗାମୀ ଟ୍ରେନ ହୀରାଖଣ୍ଡ ଓ ପୁରୀ ତିରୁପତି ରହଣୀ ଦାବୀରେ ପୌରାଞ୍ଚଳ ବରିଷ୍ଠ ନାଗରିକଙ୍କ ଡକାରରେ ସମସ୍ତ ସହରବାସୀ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ବିରାଟ ରାଲିରେ ସହର ପରିକ୍ରମା କରି ଗଞ୍ଜାମ ରେଳଷ୍ଟେସନ ସମ୍ମୁଖରେ ଗାନ୍ଧୀଜୀଙ୍କ
Read More...

ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ରାମଚନ୍ଦ୍ରପୁରରେ ଆୟୁଷ୍ମାନ ଭବଃ କାର୍ଯ୍ୟକ୍ରମରେ ରକ୍ତଦାନ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ ଆୟୁଷ୍ମାନ ଭବଃ ଯୋଜନାରେ ରାମଚନ୍ଦ୍ରପୁର ସ୍ଥିତ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଦେଓଗାଁ ବ୍ଲକ କଳାକାର ସଂଘ, ଦେଓଗାଁ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଏବଂ 'ସମ୍ବାଦ-ଆମ ଓଡ଼ିଶା'ର ମିଳିତ
Read More...

ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ସଭାରେ ଜିଲ୍ଲାପାଳ ବିମଳେନ୍ଦୁ
Read More...

ଲୋକକଳା ଗ୍ରାମ କର୍ତ୍ତଙ୍ଗଠାରେ ଜିଲ୍ଲା ପ୍ରଶାସନ ତରଫରୁ ଗାନ୍ଧୀ ଜୟନ୍ତୀ ପାଳନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରଶାସନ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସୁବର୍ଣ୍ଣପୁର ଆନୁକୂଲ୍ୟରେ ଲୋକ କଳା ଗ୍ରାମ କର୍ତ୍ତଙ୍ଗଠାରେ ଗାନ୍ଧୀ ଜୟନ୍ତୀ ପାଳନ ହୋଇଯାଇଛି । ଦିବସ ଅବସରରେ ଲୋକକଳା ଗ୍ରାମରେ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକର କଳାକାର ସଂଘ
Read More...

ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ତରଫରୁ ସ୍ୱଚ୍ଛ ଭାରତ ଅଭିଯାନ ଓ ଗାନ୍ଧୀ ଜୟନ୍ତୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ତାଲପାଲିପଡ଼ାଠାରେ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ତରଫରୁ ସ୍ୱଚ୍ଛ ଭାରତ ଅଭିଯାନ ଓ ଗାନ୍ଧୀ ଜୟନ୍ତୀ ଅବସରରେ ପଡ଼ାର ସମସ୍ତ ସ୍ଥାନ ସଫା ସୁତୁରା କରାଯାଇଥିଲା । ଏଥିରେ ଆଶା ଦିଦି ସହିତ ତାଲପାଲିପଡ଼ା ମହିଳା ଆରୋଗ୍ୟ ସମିତିର
Read More...

ଭାନପୁରରେ ସ୍ୱଚ୍ଛତା ଅଭିଯାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାନପୁରରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଏହି ସ୍ୱଚ୍ଛତା ଅଭିଯାନ ଗୋପବନ୍ଧୁ ଯୁବକ ସଂଘ ପକ୍ଷରୁ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ପିଙ୍କୁ, ଡିଜା, ସୁଦାମ, ଲିପୁନ, ଗୋଳ, ଲିଲୁ, ରାଜା, ପ୍ରମୋଦ, ଜୟନ୍ତୀ, ରଂଜିତ, ଆକାଶ, ଆଲ୍ଲାହାଦ୍, ମୁକ୍ତା,
Read More...

ସମସ୍ତ ଜିଲ୍ଲାରେ ବୁଲିବା ଆରମ୍ଭ କଲା ସାଇବର ସୁରକ୍ଷା ରଥ

ଅକ୍ଟୋବର ୧୫ ପର୍ଯ୍ୟନ୍ତ ବୁଲିବ ୩୪ଟି ସାଇବର ସୁରକ୍ଷା ରଥବାଣ୍ଟିଲା ସଚେତନତାର ମନ୍ତ୍ର : 'ସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ' କଟକ : ଆଜିଠାରୁ ସାଇବର ସୁରକ୍ଷା ରଥ ରାଜ୍ୟର ସମସ୍ତ ଜିଲ୍ଲାରେ ବୁଲିବା ଆରମ୍ଭ କରିବା ସହ ଲୋକଙ୍କୁ ସଚେତନତାର ବାର୍ତ୍ତା ବାଣ୍ଟିବା ଆରମ୍ଭ କରିଛି ।
Read More...

ସତ୍ୟବାଦୀ ହାଇସ୍ଲୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଧଣ୍ଡାମାଳ ସତ୍ୟବାଦୀ ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ହରିଶ୍ଚନ୍ଦ୍ର ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀ
Read More...

ଜିଲ୍ଲା କଳକାର ସଂଘ ବଲାଙ୍ଗିରର ସାଧାରଣ ପରିଷଦ ବୈଠକ ଓ ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଜିଲ୍ଲା କଳାକାର ସଂଘର ସାଧାରଣ ପରିଷଦ ବୈଠକ ତଥା ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରିଥିଲେ ସଭାପତି ଅବଦୁଲ
Read More...