Yearly Archives

2023

ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ପ୍ରଗତି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଘୁନସରଠାରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଉଭୟଙ୍କ ପ୍ରତିମୂର୍ତି ଓ ଫଟୋଚିତ୍ରରେ
Read More...

ମହାତ୍ମାଗାନ୍ଧୀ ଓ ଶାନ୍ତି ଦୂତ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ଆନୁକୂଲ୍ୟରେ ବାଲିଯୋଡି ଛକ ସ୍ଥିତ ଗୋପବନ୍ଧୁ ପ୍ରତିମୂର୍ତ୍ତି ପରିସରରେ ମହାନ ଜନନାୟକ ମହାତ୍ମାଗାନ୍ଧୀ ଓ ଶାନ୍ତି ଦୂତ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁ ଶାସ୍ତ୍ରୀଙ୍କର ଜୟନ୍ତୀ ଅବସରରେ ଏକ
Read More...

ବିଜେପି ତରଫରୁ ଗାନ୍ଧୀ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଦେଶର ଜନକ ମହାତ୍ମା ଗାନ୍ଧୀଜୀଙ୍କ ଜନ୍ମ ତିଥିରେ ବିଜେପି ତରଫରୁ ସମଗ୍ର ଦେଶରେ ତାଙ୍କ ପ୍ରତିମୂର୍ତ୍ତରେ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଛି । ସେହିପରି ପାନପୋଷ ସାଂଗଠନିକ ଜିଲ୍ଲା ତରଫରୁ ରାଉରକେଲା ସ୍ଥିତ ସେକ୍ଟର -୧୮, ଗାନ୍ଧୀ ପାର୍କ ସ୍ଥିତ
Read More...

ଓଡ଼ିଆ ଭାଷା ବିକାଶ ମଞ୍ଚର ଗାନ୍ଧୀ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ ମହାତ୍ମାଗାନ୍ଧୀଙ୍କର ୧୫୪ତମ ଜୟନ୍ତୀ ଅବକାଶରେ ରାଉରକେଲା ସ୍ଥିତ ସିଭିକ ସେଣ୍ଟର ପରିସରରେ ଜୟନ୍ତୀ ଉତ୍ସବ ମଞ୍ଚର ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ବ ଏବଂ ସଭାପତି ପ୍ରଶାନ୍ତ କୁମାର ପତିଙ୍କ
Read More...

ବଲାଙ୍ଗିର ଜିଲ୍ଲା କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଘରେ ଘରେ କଂଗ୍ରେସ ଓ ଘରେ ଘରେ ହାତର କାର୍ଯ୍ୟକ୍ରମର ଶୁଭାରମ୍ଭ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି ଓ ବଲାଙ୍ଗିର ଜିଲ୍ଲା କଂଗ୍ରେସ ପକ୍ଷରୁ ମାଧିଆପାଲି ଗ୍ରାମରେ ଜିଲ୍ଲା କଂଗ୍ରେସ ଓ ଟାଉନ କଂଗ୍ରେସ
Read More...

ବରିଷ୍ଠ ସାମ୍ବାଦିକ ସତ୍ୟାନନ୍ଦ ବେହେରାଙ୍କ ମାତୃ ବିୟୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ବରିଷ୍ଠ ସାମ୍ବାଦିକ ସତ୍ୟାନନ୍ଦ ବେହେରାଙ୍କ ମା' କୃତାର୍ଥୀ ବେହେରାଙ୍କ ବିୟୋଗ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୬ବର୍ଷ ହୋଇଥିଲା । ଆଜି ଦିନ ୧ଟାରେ ସେ ପ୍ରାଣତ୍ୟାଗ କଲେ । ପୂର୍ବରୁ ତାଙ୍କର ବଡ଼ପୁଅ ସର୍ବେଶ୍ଵର ମୃତ୍ୟୁ ବରଣ କରିଥିବା ବେଳେ
Read More...

ସ୍ଵଚ୍ଛତା ଅଭିଯାନ ସପ୍ତାହ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଵଚ୍ଛତା ଓ ପରିବେଶ ସୁରକ୍ଷା ପ୍ରତି ପ୍ରତିବଦ୍ଧତା ରଖିଥିବା ସାମାଜିକ ଅନୁଷ୍ଠାନ କ୍ଲିନ୍ ଆଣ୍ଡ ଗ୍ରୀନ୍ ତରଫରୁ ସେକ୍ଟର ୮ ସ୍ଥିତ "ଆଶାର ଆଲୋକ" ଠାରେ ସ୍ଵଚ୍ଛତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି ଅବସରରେ ଉକ୍ତ ପରିସରରେ କ୍ଲିନ୍‌ ଆଣ୍ଡ
Read More...

ବଲାଙ୍ଗିର ଜିଲ୍ଲା ସିନିୟର ନକ୍‌ଆଉଟ୍‌ ଫୁଟ୍‌ବଲ୍‌ ନବମ ଦିବସ

କୁତମୁଣ୍ଡା, ଏପିଜେ ଲୋଇସିଂହା, ରେଙ୍ଗଟାସିଲ, ଏନ୍‌ଏସ୍‌ସି ଘୁଷୁରାମୁଣ୍ଡା, କୁରସୁଡ, ଗୁଲମି, ମୁରସିଂ, କାଲସାଏପାଲି, ଅମାମୁଣ୍ଡା, ସ୍ପୋର୍ଟସ୍ ହଷ୍ଟେଲ ଓ ବଙ୍ଗୋମୁଣ୍ଡା ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ୧୧ ଗୋଟି ପଡିଆରେ
Read More...

ବଲାଙ୍ଗିର ବିଜେପି ମହିଳା ମୋର୍ଚ୍ଚା ତରଫରୁ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବିଜେପି ମହିଳା ମୋର୍ଚ୍ଚା ତରଫରୁ ଆଜି ସକାଳ ୧୦ଟା ସମୟରେ ଟିକରାପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତଥା ପିପି ଏକାଡେମୀ ପରିସର ମଧ୍ୟରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ବିଜେପି ମହିଳା ମୋର୍ଚ୍ଚା ଜିଲ୍ଲା
Read More...

ହମିରପୁର ଉନ୍ନୟନ ପରିଷଦର ସ୍ଵଚ୍ଛତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ଉନ୍ନୟନ ପରିଷଦ ତରଫରୁ ସ୍ଵଚ୍ଛତା କାର୍ଯ୍ୟକ୍ରମ ହମିରପୁର ଅଞ୍ଚଳରେ କରାଯାଇଥିଲା । ପରିଷଦର ସଭାପତି ଡ. ସୁମନ ଦତ୍ତଙ୍କ ଆବାହକତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦେଓନିସ ଲାକ୍ରା, ନିରଞ୍ଜନ ଦାସ, ଡ଼ା ଗୋପାଳ ଚନ୍ଦ୍ର ରାୟ, ମାର୍ଶାଲ କିଣ୍ଡୋ,
Read More...