ବଲାଙ୍ଗିର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ଗଣଧାରଣା
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ଗଣଧାରଣା ଅନୁଷ୍ଠିତ ହୋଇଯାଇଛି । ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନଙ୍କ ଆହ୍ୱାନ କ୍ରମେ ବଲାଙ୍ଗିର ବ୍ଲକ ଏୟୁପିଟିଏଫ୍, ଓଜେଟିଏ, ଡିପିଟିଏ, ଓପିଟିଏ, ଏକ୍ସ କେଡର ଏଆଇ, ପିଆଇ!-->…
Read More...
Read More...