Yearly Archives

2023

ରକ୍ତଦାନ ଶିବିରରେ ଯୋଗଦେଲେ ବିଧାୟକ ସରୋଜ କୁମାର ମେହେର

ବେଲପଡା, (ଭୋଜରାଜ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲା ବେଲପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଠାରେ ବେଲପଡା ଜନକଲ୍ୟାଣ ଷ୍ଟ୍ରଟ ଦ୍ୱାରା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିରରେ ମୁଖ୍ୟ ଅତିଥି ଭାବରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଯୋଗଦାନ କରିଥିବା ବେଳେ…
Read More...

ହିଞ୍ଜିଳିକାଟୁ ଥାନାର ନୂତନ ଥାନାଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚର୍ଚ୍ଚିତ ସହର ହିଞ୍ଜିଳିକାଟୁ ଥାନାର ନୂତନ ଥାନା ଅଧିକାରୀ ଭାବେ ଶ୍ରୀନିବାସ ସେଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏଥିପୂର୍ବରୁ ହିଞ୍ଜିଳିକାଟୁ ଥାନାରେ ଅଭିମନ୍ୟୁ ଦାସ ଥାନା…
Read More...

ବରିଷ୍ଠ ପୂର୍ବତନ ବିଧାୟକ ଡ଼ା.ଚ୍ୟାଉ ପଟ୍ଟନାୟକଙ୍କ ପତ୍ନୀ ବିଜୟଲକ୍ଷ୍ମୀଙ୍କ ପରଲୋକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁରର ବରିଷ୍ଠ ରାଜନେତା ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲାର ବିଜେଡି ସଭାପତି ଏବଂ ରାଜ୍ୟ ଯୋଜନାବୋର୍ଡ଼ ସଦସ୍ୟ ଡ଼ା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ପତ୍ନୀ ବିଜୟଲକ୍ଷ୍ମୀ ଚ୍ୟାଉ ପଟ୍ଟନାୟକଙ୍କ ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି ।…
Read More...

ଆଇ.ଆର.ଇ.ଏଲ୍ ତରଫରୁ ମାଗଣା ବହିଃଚିକିତ୍ସା ଶିବିର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆଇ.ଆର.ଇ.ଏଲ୍. (ଇଣ୍ଡିଆ) ଭାରତ ସରକାରଙ୍କ ଏକ ପ୍ରତିଷ୍ଠିତ କମ୍ପାନୀ ସୌଜନ୍ୟରେ ଗୋଷ୍ଠୀଗତ ସାମାଜିକ ଦାୟିତ୍ୱ ଆନୁକୂଲ୍ୟରେ କମ୍ପାନୀର ପ୍ରଭାବିତ ଅଞ୍ଚଳ ଅଧୀନସ୍ଥ ପ୍ରମୁଖ ଅଞ୍ଚଳରେ ଭ୍ରାମ୍ୟମାଣ ବହିଃଚିକିତ୍ସା ସେବା କମ୍ପାନୀ ଯୋଗାଇ ଆସୁଅଛି ।…
Read More...

ବଲାଙ୍ଗିରରେ ଓଡ଼ିଆ ଯୁବ ଲେଖକ ସମ୍ମିଳନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାହିତ୍ୟ ଅକାଦେମି ଓ ରଚନାର ମିଳିତ ଆନୁକୂଲ୍ୟରେ ବଲାଙ୍ଗିର ସହରର ପତିତପାବନ ଏକାଡେ଼ମୀର ସଭାଗୃହରେ ‘ଓଡ଼ିଆ ଯୁବ ଲେଖକ ସମ୍ମିଳନୀ’ ଆୟୋଜିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ଉଦ୍‌ଘାଟନୀ ଅଧିବେଶନରେ ସାହିତ୍ୟ ଅକାଦେମିର ସାଧାରଣ ପରିଷଦ ସଦସ୍ୟ ବିଜୟ କୁମାର…
Read More...

କଂଟାବାଂଜି ପୋଲିସ ଦ୍ୱାରା ସାଢେ ୩ କେଜି ଗଂଜେ ଜବତ : ଜଣେ କୋର୍ଟ ଚାଲାଣ

କଂଟାବାଂଜି, (ଗୁରୁଦୟାଲ ହଂସ) : କଂଟାବାଂଜି ସହର ୱାର୍ଡ ନଂ. ୧୩ ସିଙ୍ଗାଲପଡାର ଜଣେ ଯୁବକଙ୍କ ଘରୁ ପୋଲିସ ସାଢେ ୩ କେଜି ଗଂଜେଇ ଜବତ କରି ରବିବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି । ଜାମିନ ନାମଂଜୁର ହେବାରୁ ସ୍ଥାନୀୟ ସବ୍‌ ଜେଲକୁ ପଠାଯାଇଥିବା ପୋଲିସ ସୂଚନା ଦେଇଛି । କଂଟାବାଂଜି…
Read More...

ଶିବତଲା ସେବା ଶାନ୍ତି ସଙ୍ଗଠନ ତରଫରୁ ସ୍ୱଚ୍ଛତା ପକ୍ଷ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ସୂଚନାନୁସାରେ ସମଗ୍ର ରାଜ୍ୟରେ ସେପ୍ଟେମ୍ବର ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳିତ ହେବ । ଏହି ମହାନ କାର୍ଯ୍ୟର ମହତ୍ ଉଦ୍ଦେଶ୍ୟରେ ଶିବତଲା ସେବା ଶାନ୍ତି ସଙ୍ଗଠନ ତରଫରୁ ସ୍ୱଚ୍ଛତା ପକ୍ଷ ନୂଆପାଲି ସରକାରୀ ପ୍ରାଥମିକ…
Read More...

ନୂଆ ଗୁଡେଶିରା ହାଫ୍ ଡ଼େ ଫୁଟ୍‌ବଲ୍‌ ପ୍ରତିଯୋଗିତାରେ ବାଗେଇବିରା ଚାମ୍ପିୟାନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ବ୍ଲକ ଅନ୍ତର୍ଗତ ନୂଆ ଗୁଡେଶିରା ଗ୍ରାମରେ ହାଫ୍ ଡ଼େ ଫୁଟବଲ ପ୍ରତଯୋଗିତା ଚାରିଟି ଟିମ୍ ସଂୟା, ବଗେଇବିରା, ସାଉନ୍ତପୁର, ବାଞ୍ଜେନବାହାଲକୁ ନେଇ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବିଜେପି ଜିଲ୍ଲା ସଭାପତି ଅଶ୍ଵିନୀ ଷଡ଼ଙ୍ଗୀ, ସାଂସଦ…
Read More...

ଚଣ୍ଡୀ ମନ୍ଦିରରେ ସ୍ୱର୍ଗତ ମହେନ୍ଦ୍ର ବଢ଼େଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ନୃସିଂହନାଥ ମନ୍ଦିର ନିକଟସ୍ଥ କୁଲିତା ଜାତିର ଇଷ୍ଟଦେବୀ ରଣେଶ୍ୱରୀ ରାମଚଣ୍ଡୀ ମନ୍ଦିର ପରିସରରେ ରବିବାର ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି । ସଭାରେ ସ୍ୱର୍ଗତ ମହେନ୍ଦ୍ର ବଢ଼େଇଙ୍କ ଫୋଟୋ ଚିତ୍ରରେ ମନ୍ଦିର ପୂଜକ…
Read More...

ବ୍ରାହ୍ମଣପଡା ଲକ୍ଷ୍ମୀଯୋର ସେତୁର ଲୋକାର୍ପଣ କଲେ ନରସିଂହ

ବଲାଙ୍ଗିରର ବିକାଶ ପ୍ରକ୍ରିୟା ନିରନ୍ତନ ଜାରି ରହିବ : ନରସିଂହବିକାଶ ବିରୋଧୀଙ୍କ କୁମ୍ଭୀର କାନ୍ଦଣାର ଉଚିତ୍‌ ଜବାବ ଦେବେ ଜନତା ବଲାଙ୍ଗିର, (ଦେବାଶିଷ ମିଶ୍ର) : ବ୍ରାହ୍ମଣପଡା ଲକ୍ଷ୍ମୀଯୋର ସେତୁର ଲୋକାର୍ପଣ କରିଛନ୍ତି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର । ସେ କହିଛନ୍ତି ଯେ,…
Read More...