Yearly Archives

2023

ବଲାଙ୍ଗିର ବ୍ଲକ ଏବଂ ମ୍ୟୁନିସିପାଲିଟି ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଏବଂ କୁଇଜ ପ୍ରତିଯୋଗିତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପୋଲିସ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିରାଟ କେଶରୀ ପ୍ରଧାନଙ୍କ ସଭାପତିତ୍ୱରେ ବଲାଙ୍ଗିର ବ୍ଲକ ଏବଂ ମ୍ୟୁନିସିପାଲିଟି ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଏବଂ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି
Read More...

ଏଆଇଟିୟୁସିର ଶ୍ରମିକ ପ୍ରଶିକ୍ଷଣ ଶିବିର ଆରମ୍ଭ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଏଆଇଟିୟୁସି ବଲାଙ୍ଗିର ଜିଲ୍ଲା କମିଟି ଏବଂ ଦୂତିକୃଷ୍ଣ ପଣ୍ଡା ସ୍ମାରକୀ ଓ ଦାତବ୍ୟ ଟ୍ରଷ୍ଟ ପକ୍ଷରୁ ପଶ୍ଚିମ ଓଡିଶାର ଏଆଇଟିୟୁସି ସହ ଅନୁବଦ୍ଧିତ ବିଭିନ୍ନ କ୍ଷେତ୍ରର ଆଗୁଆ ଶ୍ରମିକସାଥୀମାନଙ୍କର ତିନି ଦିନିଆ ପ୍ରଶିକ୍ଷଣ ଶିବିରକୁ ଏଆଇଟିୟୁସିର ଉପସଭାପତି
Read More...

କିରାବାହାଲ ଗାଁରେ ଲୋକଙ୍କ ସମସ୍ୟା ଶୁଣିଲେ ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଖଲିଆପାଲି ପଂଚାୟତ କିରାବାହାଲକୁ ବିଧାୟକ ନରସିଂହ ମିଶ୍ର ପରିଦର୍ଶନ କରିଛନ୍ତି । ଏହି ଅବସରରେ ଖଲିଆପାଲି ପଂଚାୟତର ପ୍ରତ୍ୟେକ ଗାଁ ସାଙ୍ଗରେ ମୋର ଭାବଗତ ସମ୍ପର୍କ ଅଛି । ବିଶେଷ କରି ଏହି ପଂଚାୟତ ଅନ୍ତର୍ଗତ କିରାବାହାଲ ଗାଁ କୁ
Read More...

ବଲାଙ୍ଗିର ଭୁଲିଆ ତରଫରୁ ସମାଜ କେନ୍ଦ୍ର ବୋର୍ଡ ଗଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଲାଲଟିକ୍ରା ସ୍ଥିତ ଭୁଲିଆ ଧର୍ମଶାଳା ଠାରେ ଭୁଲିଆ ମେହେର ସମାଜ ବଲାଙ୍ଗିର ତରଫରୁ ବଲାଙ୍ଗିର କେନ୍ଦ୍ର ବୋର୍ଡ ଗଠନ ସମ୍ବନ୍ଧୀୟ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଭୁଲିଆ ସମାଜ କେନ୍ଦ୍ର ବୋର୍ଡ, ବଲାଙ୍ଗିରର କାର୍ଯ୍ୟକର୍ତ୍ତା ଏବଂ ଏହା
Read More...

ଜୀବନବୀମା ଅଭିକର୍ତ୍ତା ସଂଘ ପକ୍ଷରୁ ଅଭିକର୍ତ୍ତା ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବୀମା ସପ୍ତାହ ପାଳନ ଅବସରରେ ଭାରତୀୟ ଜିବନ ବୀମା ନିଗମର ଶାଖା କାର୍ଯ୍ୟାଳୟ ଠାରେ ଅଭିକର୍ତ୍ତା ସଂଗଠନ ପକ୍ଷରୁ ଅଭିକର୍ତ୍ତା ଦିବସ ପାଳିତ ହୋଇଯାଇଛି । ସଂଗଠନର ଶାଖା ସଭାପତି ଅସୀମ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଶତାଧିକ ଅଭିକର୍ତ୍ତା ଏହି କାର୍ଯ୍ୟକ୍ରମରେ
Read More...

ବଲାଙ୍ଗିର ପୌରପାଳିକା ସଫେଇ କର୍ମଚାରୀଙ୍କ ପାଇଁ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୌରପାଳିକା ସଫେଇ କର୍ମଚାରୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ପରୀକ୍ଷା ଶିବିର କଲେଜ ଛକ, କଲ୍ୟାଣ ମଣ୍ଡପଠାରେ ଆୟୋଜନ କରାଯାଇଥିଲା । ଜିଲ୍ଲା ପୌରପାଳିକାରେ କାର୍ଯ୍ୟରତ ସଫେଇ କର୍ମଚାରୀ ସର୍ବମୋଟ ଦୁଇଶହ ଷାଠିଏ ବ୍ୟକ୍ତି ବିଶେଷ (ସଫେଇ କର୍ମଚାରୀ)ମାନଙ୍କ
Read More...

ନୃସିଂହନାଥ ମନ୍ଦିରରେ ନୁଆଁଖାଇ ଲଗ୍ନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରରେ ପ୍ରଭୁ ନୃସିଂହନାଥ ଓ ପାର୍ଶ୍ଵ ଦେବା ଦେବୀଙ୍କଠାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ୨୦/ ୯/ ୨୦୨୩ ରିଖ ବୁଧବାର ଦିନ ୧୧ ଘଣ୍ଟା ୨୧ ମିନିଟ ଗତେ ୧୧ ଘଣ୍ଟା ୩୬ ମିନିଟ
Read More...

ସାକ୍ଷରତା ବିହୀନ ବ୍ୟକ୍ତିର ଜୀବନ ଅନ୍ଧକାରମୟ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ୟ୍ୟାଳୟ ଆନୁକୂଲ୍ୟରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ସ୍ଥାନୀୟ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ସାକ୍ଷରତା ଓ ଶିକ୍ଷା ପରସ୍ପର ପରିପୁରକ ଅଟେ । ଶିକ୍ଷା କୁସଂସ୍କାର ଓ ଅନ୍ଧ
Read More...

କପିଲାଭଟା ଗ୍ରାମ ପଞ୍ଚାୟତରେ ଦୁର୍ନୀତି ହୋଇଥିବା ନେଇ କିଛି ଗ୍ରାମବାସୀଙ୍କ ସାମ୍ବାଦିକ ସମ୍ମିଳନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଗ୍ରାମ ପଞ୍ଚାୟତରେ ଦୁର୍ନୀତି ହୋଇଥିବା ନେଇ ଆଜି ଅପରାହ୍ନରେ ବଲାଙ୍ଗିର ସାମ୍ବାଦିକ ଭବନରେ କିଛି ଗ୍ରାମବାସୀ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରି ଅଭିଯୋଗ କରିଛନ୍ତି । ଏହି ସାମ୍ବାଦିକ
Read More...

ଆନ୍ଦୋଳନରତ ବଲାଙ୍ଗିର ଆୟୁର୍ବେଦିକ କଲେଜ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କଲେ ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆନ୍ଦୋଳନରତ ବଲାଙ୍ଗିର ଆୟୁର୍ବେଦିକ କଲେଜ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଯୁବନେତା ତଥା ଓଡ଼ିଶା ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓ ଏବଂ ବଲାଙ୍ଗିର ପୌର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ । ଦୀର୍ଘ ଆଠ ଦିନ ହେଲା
Read More...