Yearly Archives

2023

ନିଖିଳୋତ୍କଳ ସଂସ୍କୃତ ମହାମଣ୍ଡଳର ସାଧାରଣ ଅଧିବେଶନ

ବଙ୍ଗୋମୁଣ୍ଡା/କଟକ, (ହୁଲେଶ୍ୱର ହଂସ) : ନିଖିଳୋତ୍କଳ ସଂସ୍କୃତ ମହାମଣ୍ଡଳର ସାଧାରଣ ଅଧିବେଶନ ଶ୍ରୀ ରଘୁନାଥ ଜୀଉ ମନ୍ଦିର ତେଲେଙ୍ଗାନା ବଜାର କଟକଠାରେ ଅନୁଷ୍ଠିତ ହୋଇଯାଇଅଛି । ସଭାରେ ବରିଷ୍ଠ ସମ୍ବାଦିକ ଅରୁଣ କୁମାର ପଣ୍ଡା ସଭାପତିତ୍ୱ କରିଥିଲେ । ସଂସ୍କୃତ ଶିକ୍ଷକ ଓ ବିଦ୍ୟାଳୟର ବିଭିନ୍ନ
Read More...

‘ସ୍ପିରିଟ୍‌ ଅଫ୍‌ ଗାନ୍ଧୀ’ କାଏରୋ ପ୍ରଦର୍ଶନୀରେ ଅଶ୍ୱିନୀ-ଅବନୀଙ୍କ କେରିକେଚର୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଂପ୍ରତି ଇଜିପ୍ଟର ରାଜଧାନୀ କାଏରୋଠାରେ ଇଣ୍ଡିଏନ୍‌ କଲ୍‌ଚରାଲ୍‌ ସେଂଟର (ଭାରତୀୟ ଦୂତାବାସ, କାଇରୋ) ଆନୁକୂଲ୍ୟରେ ଫେୟୋମ୍‌ ସ୍ଥିତ କେରିକେଚର୍‌ ମ୍ୟୁଜିୟମ ଏବଂ (ଫେକୋ) ଇଜିପ୍ଟ କାର୍ଟୁନ୍‌ ସହାୟତାରେ ମହାତ୍ମାଗାନ୍ଧୀ ସମ୍ପର୍କୀତ ଓ ‘ସ୍ପିରିଟ୍‌ ଅଫ୍‌
Read More...

ପାଇକମାଲର ପ୍ରତିଷ୍ଠିତ ବ୍ୟବସାୟୀ ପ୍ରକାଶ ଜିନ୍ଦଲଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସହରର ଜିନ୍ଦଲ କ୍ଳଥ ଷ୍ଟୋର ମାଲିକ ପ୍ରକାଶ ଜିନ୍ଦଳଙ୍କ ରାଇପୁର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ପରଲୋକ । ମୃତ୍ୟୁ ବେଳକୁ ୫୨ ବର୍ଷ ବୟସ ହୋଇଥିଲା । ସେ କିଡିନି ଏବଂ ଲିଭର ଜନିତ ରୋଗରେ ଆକ୍ରାନ୍ତ ହୋଇ ଏକ ଘରୋଇ
Read More...

ଯାଦବ ସମାଜ ଆନୁକୂଲ୍ୟରେ ତିନି ଦିନ ଧରି ଚାଲିଥିବା ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ଉଦ୍‌ଯାପିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ତିନି ଦିନ ଧରି ଚାଲିଥିବା ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ପ୍ରଥମ ଦିନରେ ସମାଜ ପକ୍ଷରୁ ଏକ ବିରାଟ କଳସ ଶୋଭାଯାତ୍ରା ବାହାରି ନଗର ପରିକ୍ରମା କରି ଭଗବାନ କୃଷ୍ଣଙ୍କୁ ପୂଜାର୍ଚ୍ଚନା
Read More...

ବିଦ୍ୟାଳୟସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବାନ୍ଧପଡାର ରମଣ ଭିପନେଟ ସାଇନ୍ସ କ୍ଲବ ଆନୁକୂଲ୍ୟରେ ବିଦ୍ୟାଳୟସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏ ବର୍ଷର ମୁଖ୍ୟ ବିଷୟ "ଶ୍ରୀ
Read More...

ମୁକ୍ତା ପ୍ରକଳ୍ପର ରକ୍ଷଣାବେକ୍ଷଣ ପାଇଁ ନିର୍ଦେଶ

ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ନଗର ଉନ୍ନୟନ ବିଭାଗର ପତ୍ର ଭୁବନେଶ୍ୱର : ରାଜ୍ୟର ୧୧୫ ପୌରସଂସ୍ଥାରେ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ (ମୁକ୍ତା) ଯୋଜନା ଅଧିନରେ ପ୍ରତିଷ୍ଠା ହୋଇଥିବା ୫ହଜାରରୁ ଅଧିକ ପ୍ରକଳ୍ପର ରକ୍ଷଣା ବେକ୍ଷଣ ପାଇଁ ନିର୍ଦେଶ ଦିଆଯାଇଛି । ଗୃହ ଓ ନଗର ଉନ୍ନୟନ
Read More...

ନ୍ୟାୟ ଦାବୀରେ ଉପଜିଲ୍ଲାପାଳଙ୍କ ଅଫିସ ଘେରାଉ କଲେ ପାଟଣାଗଡ଼ ଜବାହଲାଲ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଜବାହଲାଲ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ନ୍ୟାୟ ଦାବୀରେ ଉପଜିଲ୍ଲାପାଳ ଅଫିସ ଘେରାଉ କରିଥିଲେ । ସୂଚନାଯୋଗ୍ୟ ଯେ, ଗତ ୨ ତାରିଖ ଦିନ ଜବାହାରଲାଲ ମହାବିଦ୍ୟାଳୟ ଗେଟ ସାମ୍ନାରେ ଏକ ଟ୍ରକ ମାଡି ଯିବାରୁ ଯୁକ୍ତ ୩ ଶେଷ ବର୍ଷ
Read More...

ଜନ୍ମାଷ୍ଟମୀ ଉପଲକ୍ଷେ କୁଇଜ୍ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ ମହୁଲପାଲି ପଞ୍ଚାୟତ ଦର୍ବେକେଲା ଗ୍ରାମରେ ଜଣାଅଜଣା ପୌରାଣିକ କୁଇଜ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ପଦ୍ମପୁର ଶିକ୍ଷକ ଏକାଦଶ ଦ୍ୱାରା ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଶିକ୍ଷକ କୈଳାସ ପୁଞ୍ଜି ମୁଖ୍ୟଅତିଥି, ସନାତନ
Read More...

ଲେଖକ ସାମୁଖ୍ୟର ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ପୁରାତନ ସାହିତ୍ୟାନୁଷ୍ଠାନ ସୁନ୍ଦରଗଡ ଲେଖକ ସାମ୍ମୁଖ୍ୟ ତରଫରୁ ଗଙ୍ଗାଧର ମେହେର ଜୟନ୍ତୀ ପାଳନ ଓ ମାସିକ ଆଲୋଚନା ଆସର ତଥା କବିତା ପାଠୋତ୍ସବ ସଭାପତି ଭୂପେନ ମହାପାତ୍ରଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷୟିତ୍ରୀ ନିରୁପମା ପତିଙ୍କ
Read More...

ଫସଲ ବିବିଧକରଣ ଉପରେ ସଚେତନତା ରଥର ଶୁଭାରମ୍ଭ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡିଶା ସରକାରଙ୍କର କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ, ସୁବର୍ଣ୍ଣପୁର ଦ୍ୱାରା ତରଭା ବ୍ଲକରେ କାର୍ଯ୍ୟକାରୀ ହେଉଥିବା ବୃହତ ଉଠା ଜଳ ସେଚନ ଅନ୍ତର୍ଗତ ଫସଲ ବିବିଧକରଣ ଯୋଜନାରେ ଅଣଧାନ ଫସଲ ପ୍ରତି ଚାଷୀ ଭାଇ ମାନଙ୍କ ଆଗ୍ରହ ସୃଷ୍ଟି କରିବା ଉଦେଶ୍ୟରେ ଆଜି
Read More...