ଗୁରୁଦିବସ ଉପଲକ୍ଷେ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଦେଲେ ମନ୍ତ୍ରୀ ଟୁକୁନି ସାହୁ
ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ବିଜୁ ଜନତା ଦଳ ପକ୍ଷରୁ ସେପ୍ଟେମ୍ବର ୫ ପବିତ୍ର ଗୁରୁ ଦିବସ ଉପଲକ୍ଷେ ଟିଟିଲାଗଡ ବ୍ଲକର ସମସ୍ତ ଗୁରୁମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ଼ର ବିଧାୟିକା ତଥା ବାଣିଜ୍ୟ ପରିବହନ ଓ ଜଳ ସମ୍ପଦ ମନ୍ତ୍ରୀ!-->…
Read More...
Read More...