Yearly Archives

2023

ପାଟଣାଗଡ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ମହାସମାରୋହରେ ଗୁରୁପୂଜନ ଉତ୍ସବ ପାଳିତ

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ତରଫରୁ ପାଟଣାଗଡ ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରେ ବ୍ଲକସ୍ତରୀୟ ଗୁରୁପୂଜନ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଚଳିତ ବର୍ଷ ଅବସର ଗ୍ରହଣ କରିଥିବା ୨୨ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ପାଟଣାଗଡ
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳିତ ହୋଇଯାଇଛି । ବିଦ୍ୟା ମନ୍ଦିର ପରିସରରେ ଦଶମ ଶ୍ରେଣୀର ଭଉଣୀମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ମୁଖ୍ୟ ଅତିଥି ଭାବରେ ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନ ଯୋଗ ଦେଇ ଦୀପ ପ୍ରଜ୍ୱଳନ
Read More...

ବଲାଙ୍ଗିର ପବ୍ଲିକ ସ୍କୁଲ ପରିସରରେ ଗୁରୁଦିବସ ମହାସମାରୋହରେ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ ସ୍କୁଲ ପରିସରରେ ଗୁରୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପରିଚାଳନା କମିଟିର ସଭାପତି ବୀରେନ୍ଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ତଥା ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଥିଲେ । ଭାରତର ପୂର୍ବତନ
Read More...

ଚନ୍ଦନଭାଟି ସରସ୍ୱତୀ ଶିଶୁ ମନ୍ଦିରଠାରେ ଗୁରୁଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରସ୍ବତୀ ଶିଶୁ ମନ୍ଦିର ଚନ୍ଦନଭାଟିଠାରେ ଆଜି ପବିତ୍ର ଗୁରୁଦିବସ ପାଳିତ ହୋଇଯାଇଛି । କଅଗାଁ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଭାଗିରଥି ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟ ପରିଚାଳନା
Read More...

କେରମେଲି ସ୍କୁଲରେ ଗୁରୁଦିବସ

ସଇଁନ୍ତଲା : ସଇଁନ୍ତଲା ବ୍ଲକ ସରକାରୀ ଉନ୍ନତି ଉଚ୍ଚ ବିଦ୍ୟାଳୟ କେରମେଲି ସ୍କୁଲରେ ଗୁରୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଆୟୋଜିତ ସଭାରେ ପ୍ରଧାନଶିକ୍ଷକ ସରୋଜ କୁମାର ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍କୁଲ ଶିକ୍ଷୟତ୍ରୀ ରଶ୍ମିତା
Read More...

ଗୁରୁଦିବସ ଉପଲକ୍ଷେ ଗୁରୁ ପୂଜନ ଉତ୍ସବ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ପବିତ୍ର ଗୁରୁଦିବସ ଅବସରରେ 'ଓଡ଼ିଶା ମୋ ପରିବାର" ଲୋଇସିଂହା ଶାଖା ତରଫରୁ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଆୟୋଜକ ତଥା ବିଜେଡି ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରାଙ୍କ ତତ୍ୱାବଧାନରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ
Read More...

ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାରେ ଭାରତର ପ୍ରଥମ ଉପରାଷ୍ଟ୍ରପତି ଡ. ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜୟନ୍ତୀ ତଥା ଗୁରୁଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଇନ୍ଦ୍ରମଣି ତ୍ରିପାଠୀ
Read More...

ସଇଁନ୍ତଲାର ସିମେଣ୍ଟ ବ୍ୟବସାୟୀଙ୍କ ଦୋକାନରେ ଜିଏସ୍‌ଟି ବିଭାଗର ଚଢ଼ାଉ

ସଇଁନ୍ତଲା, (ଲଷ୍ମୀକାନ୍ତ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଷ୍ଟେଟ ବ୍ୟାଙ୍କ ଛକ ନିକଟରେ ଥିବା ସିମେଣ୍ଟ ବ୍ୟବସାୟୀ କପିଲ ପ୍ରସାଦ ଅଗ୍ରୱାଲଙ୍କ ସିମେଣ୍ଟ ଗୋଦାମ, ବାସଭବନ, କାର୍ଯ୍ୟାଳୟ ଏବଂ ଲରକିପାଲି ସ୍ଥିତ ସିମେଣ୍ଟ ଗୋଦାମ ଘରେ ଏକକାଳୀନ ଜିଏସ୍‌ଟି ବିଭାଗର ୨୫ ଜଣିଆ ଟିମ୍‌ର
Read More...

ସଇଁନ୍ତଲା ଶିଶୁମନ୍ଦିରରେ ଗୁରୁଦିବସ ପାଳିତ

ସଇଁନ୍ତଲା, (ଲଷ୍ମୀକାନ୍ତ ସାହୁ) : ସଇଁନ୍ତଲା ସ୍ୱରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଗୁରୁଦିବସ ଉତ୍ସବ ପାଳନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସଇଁତଲାର ଅବସରପ୍ରାପ୍ତ ଶିକ୍ଷକ ନାରାୟଣ ଜାଲ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କାର୍ଯ୍ୟକ୍ରମରେ ଦୀପ ପ୍ରଜ୍ଵଳନ କରିବା ସହିତ ଗୁରୁଦିବସର
Read More...

କଣ୍ଟାବାଞ୍ଜିକୁ ରାଜସ୍ୱ ଜିଲ୍ଲା ମାନ୍ୟତା ଦାବୀ ନେଇ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ ଓ ରାସ୍ତା ରୋକ୍

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରର ଇନ୍ଦିରା ଛକ ସମ୍ମୁଖରେ କଣ୍ଟାବାଞ୍ଜିକୁ ରାଜସ୍ବ ମାନ୍ୟତା ଦାବୀ ନେଇ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ ଓ ରାସ୍ତା ରୋକ୍ କରାଯାଇଛି । ଏହି ବନ୍ଦ ପାଳନରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ୪୦ରୁ ଅଧିକ ସଂଗଠନ ସାମିଲ
Read More...