ବାଲିଗୁଡ଼ାରେ କଂଗ୍ରେସର ବିରାଟ ଜନ ଜାଗରଣ ସଭା : ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର ଓ ପିସିସି ସଭାପତି ଯୋଗ ଦେବେ
ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାଠାରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଶନିବାର ୨ ତାରିଖ ଦିନ ୧୧ଟା ସମୟରେ ସ୍ଥାନୀୟ ସଭାଗୃହଠାରେ ଏକ ବିରାଟ ଜନ ଜାଗରଣ ସଭା ସହ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହେବ । କେନ୍ଦ୍ରରେ ବିଜେପି ନେତୃତ୍ଵାଧୀନ!-->…
Read More...
Read More...