Yearly Archives

2023

ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ

ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଖଗସା ଠାରେ ହକି ଯାଦୁଗର ଧ୍ୟାନଚାନ୍ଦଙ୍କ ଜନ୍ମଦିନ ଉପଲକ୍ଷେ ଜାତୀୟ କ୍ରୀଡା ଦିବସ ପାଳିତ ହେଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀରାମ ଭୋଇ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ହକି
Read More...

ଲୋଇସିଂହା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ରକ୍ଷାବନ୍ଧନ ଏବଂ ମେହେର ଜୟନ୍ତୀ ପାଳିତ

ଲୋଇସିଂହା, (ବିମଲେନ୍ଦୁ ସାହୁ) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଠାରେ ପବିତ୍ର ରକ୍ଷାବନ୍ଧନ ଏବଂ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ ଆଚାର୍ଯ୍ୟ ଅଚ୍ୟୁତାନନ୍ଦ ଭୋଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ
Read More...

ଜିଲ୍ଲା ସାମ୍ବାଦିକ ସଂଘର ପ୍ରତିଷ୍ଠା ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ସାମ୍ବାଦିକ ସଂଘର ୬୨ ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ସାମ୍ବାଦିକ ଭବନ ପରିସରରେ ଆନୁଷ୍ଠାନିକ ଭାବେ ସଂଘୀୟ ପତାକା ଉତ୍ତୋଳନ ପୂର୍ବକ ଅନୁଷ୍ଠିତ ହୋଇଯାଇଛି । ସଂଘର ବରିଷ୍ଠ ସଦସ୍ୟ ଗୋପବନ୍ଧୁ ଶତପଥୀଙ୍କ ଦ୍ୱାରା ସଂଘ ପତାକା ଉତ୍ତୋଳନ ହେବା ପରେ ସଂଘୀୟ
Read More...

କସ୍ତୁରବା ଗାନ୍ଧୀ ବିଦ୍ୟାଳୟ ଠାରେ ରକ୍ଷା ବନ୍ଧନ ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା କସ୍ତୁରବା ଗାନ୍ଧୀ ବିଦ୍ୟାଳୟ ଠାରେ ଆଜି ରକ୍ଷା ବନ୍ଧନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରାଜ୍ୟ ଯୁବ ବିଜେଡି ସମ୍ପାଦକ ଅଜିତ କୁମାର ଯୋଶୀ ଯୋଗ ଦେଇ ବନ୍ଧନରୁ ରକ୍ଷା
Read More...

ନାମୀଦାମୀ ବ୍ରାଣ୍ଡ୍‌ର ମହୋର ଲାଗିଥିବା ଗଦା ଗଦା ନକଲି ପୋଷାକ ଜବତ୍‌ କଲା ବଲାଙ୍ଗିର ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନାମୀଦାମୀ ବ୍ରାଣ୍ଡ୍‌ର ମହୋର ଲାଗିଥିବା ଗଦା ଗଦା ନକଲି ପୋଷାକ ଜବତ୍‌ କରିଛି ବଲାଙ୍ଗିର ପୋଲିସ । ଏହି ମାମଲାରେ ନକଲି ରେଡ଼ିମେଡ଼୍‌ ପୋଷାକ ବେପାରୀ ବଲାଙ୍ଗିର ସହରର ଜଣାଶୁଣା ପୋଷାକ ଦୋକାନ ଲଖାନୀ ନିଉ ଗାର୍‌ମେଣ୍ଟସ୍‌ର ମାଲିକ ରାଜେଶ କୁମାର
Read More...

ଚନ୍ଦନଭାଟି ହାଇସ୍କୁଲରେ ଜାତୀୟ କ୍ରୀଡା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଚନ୍ଦନଭାଟି ହାଇସ୍କୁଲରେ ପ୍ରଧାନଶିକ୍ଷକ ରଞ୍ଜନ ପ୍ରଧାନଙ୍କ ସଭାପତିତ୍ୱରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ଶ୍ରୀ ପ୍ରଧାନ ହକି ଯାଦୁକର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିନରେ ଶ୍ରଦ୍ଧାସୁମନ ଅର୍ପଣ
Read More...

ଜାତୀୟ କ୍ରୀଡା ଦିବସ ଅବସରରେ ଓଡ଼ିଶା ମିଲେଟ୍ ମିଶନ ଦ୍ୱାରା ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାତୀୟ କ୍ରୀଡା ଦିବସ ଓ ଆନ୍ତର୍ଜାତିକ ମିଲେଟ୍ ବର୍ଷ ପାଳନ ଅବସରରେ ଓଡ଼ିଶା ମିଲେଟ୍ ମିଶନ ଦ୍ୱାରା ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ଟାଉନ ହାଇସ୍କୁଲ୍ ପଡିଆରେ ହକି, କରାଟେ ଏବଂ ଆର୍. ଏନ୍. ସିଂଦେଓ ସ୍ପୋର୍ଟସ
Read More...

ପ୍ରଜାପିତା ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟ ତରଫରୁ ରକ୍ଷାବନ୍ଧନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ସ୍ଥିତ ପ୍ରଜାପିତା ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟ ତରଫରୁ ରକ୍ଷାବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇ ବିକେ ଅଞ୍ଜଳି ଓ ସୁନ୍ଦରଗଡ ଜିଲ୍ଲା ମୁଖ୍ୟ ବିକେ ବିମଳା
Read More...

ମିରର ଫାଉଣ୍ଡେସନ ତରଫରୁ ରକ୍ଷାବନ୍ଧନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଦ ମିରର ସୋସିଆଲ ଫାଉଣ୍ଡେସନ ଅନୁଷ୍ଠାନ ତରଫରୁ ରକ୍ଷାବନ୍ଧନ ପର୍ବ ପାଳନ କରାଯାଇଛି । ଅନୁଷ୍ଠାନର ସଭାପତି ବିଶ୍ୱଜିତ ରାଉତଙ୍କ ନେତୃତ୍ୱ ଏବଂ ଉପ ସଭାପତି କାର୍ତ୍ତିକ ରାଉତଙ୍କ ସହଯୋଗରେ ସମସ୍ତ କାର୍ଯ୍ୟକ୍ରମ
Read More...

ସେୟାର ତରଫରୁ ଜାତୀୟ କ୍ରୀଡା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ କ୍ରୀଡା ଅନୁଷ୍ଠାନ ସେୟାର ତରଫରୁ ଜାତୀୟ କ୍ରୀଡା ଦିବସ ସେକ୍ଟର ୬ସ୍ଥିତ ବସ୍ତିଆ ମେମୋରିଆଲ ଟ୍ରଷ୍ଟଠାରେ ପାଳିତ ହୋଇଯାଇଛି । ସେୟାରର ଅଧ୍ୟକ୍ଷ ସରୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତା ଓ ସାଧାରଣ ସଂପାଦକ ଦୀପ୍ତି ରଂଜନ ପ୍ରଧାନଙ୍କ
Read More...