ଜାତୀୟ କ୍ରୀଡା ଦିବସ -୨୦୨୩ ପାଳିତ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଅଗଷ୍ଟ ୨୯ ତାରିଖ ଭାରତୀୟ କିମ୍ବଦନ୍ତୀ ହକି ତାରକା ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ କ୍ରୀଡା ଦିବସ ପାଳନ ଅବସରରେ ଡେଲାଙ୍ଗ ବ୍ଲକର ଅନେକ ବିଦ୍ୟାଳୟରେ ଏହି ଦିବସ ମହା ଆନନ୍ଦ ଉଲ୍ଲାସରେ ପାଳିତ ହୋଇଯାଇଛି । ଏହି ଅବସରରେ ସରକାରୀ!-->…
Read More...
Read More...