ଜାନୁୟାରୀ ୫ରୁ ୧୩ ତାରିଖ ଭିତରକନିକା ବନ୍ଦ
ରାଜନଗର : ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ଗଣନା ଜାନୁୟାରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ । ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକମାନଙ୍କୁ ଏହି ସମୟରେ ପରିଭ୍ରମଣ ପାଇଁ ନିଷେଧ କରାଯାଇଛି । ବଉଳା କୁମ୍ଭୀର ବିଶାରଦ ଡ.!-->…
Read More...
Read More...