Yearly Archives

2023

ଜିଲ୍ଲା କ୍ରୀଡା ସଂସଦର ବାର୍ଷିକ କ୍ରୀଡା ଉଦ୍‌ଘାଟିତ : ଅଂଶଗ୍ରହଣ କଲେ ୧୧୨୦ କ୍ରୀଡାବିଦ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମରେ ଜିଲ୍ଲା ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ସଂସଦର କାର୍ଯ୍ୟକାରୀ ସଭାପତି ଡଃ ଶ୍ରୀକର ମିଶ୍ରଙ୍କ ଅଧ୍ୟକ୍ଷତା ଓ ସାଧାରଣ ସଂପାଦକ ହରିନାରାୟଣ ପୁଜାରୀ ତଥା
Read More...

ଶାନ୍ତି ମୈତ୍ରି ଉଚ୍ଚ ବିଦ୍ୟାପୀଠ ପଲ୍ଳୀ ବିକାଶର କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶାନ୍ତି ମୈତ୍ରୀ ଉଚ୍ଚ ବିଦ୍ୟାପୀଠ ପଲ୍ଳୀବିକାଶ ବିଦ୍ୟାଳୟର ବାର୍ଷିକକ୍ରୀଡା ଉତ୍ସବ ଉତ୍ସବ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନରେ ପ୍ରଧାନ ଶିକ୍ଷକ ଋକ୍ମଣ ଦିଶ୍ରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ
Read More...

ଗଣମାଧ୍ୟମ ପେଶାରେ ଦକ୍ଷତା ଆଣିବାରେ ଅନ୍ତର୍ନିହିତ ଶକ୍ତି ମୁଖ୍ୟ ଅସ୍ତ୍ର ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ସ୍ଥିତ ପ୍ରଜାପିତା ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ୱ ବିଦ୍ୟାଳୟଠାରେ ସାମ୍ବାଦିକମାନଙ୍କୁ ନେଇ ଏକ ଆଲୋଚନାଚକ୍ର "ଗଣମାଧ୍ୟମ ପେଶାରେ ଦକ୍ଷତା ଆଣିବାରେ ଅନ୍ତର୍ନିହିତ ଶକ୍ତି ମୁଖ୍ୟ ଅସ୍ତ୍ର" ଅନୁଷ୍ଠିତ ହୋଇଯାଇଛି । ବିକେ ଅଞ୍ଜଳୀଙ୍କ ଆବାହକତ୍ଵ ଓ
Read More...

ମୁରିବାହାଲ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ବାର୍ଷକ ଉତ୍ସବ ‘ମୂର୍ଚ୍ଛନା’ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ବାର୍ଷିକ ଉତ୍ସବ 'ମୂର୍ଚ୍ଛନା' ଆଜି ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ଅଧ୍ୟକ୍ଷ ପୀତାମ୍ବର ବେଶ୍ରାଙ୍କ ସଭାପତିତ୍ୱରେ ତଥା ସଂସ୍କୃତ
Read More...

ଆଗଲପୁରଠାରେ ଅଯୋଧ୍ୟାରୁ ଆସିଥିବା ଅକ୍ଷତ ବିତରଣ ପାଇଁ ପ୍ରସ୍ତୁତି ବୈଠକ

ଆଗଲପୁର, (ବିମଳେନ୍ଦୁ ସାହୁ) : ଆସନ୍ତା ତା.୨୩-୧୨-୨୪ ଶନିବାର ଦିନ ଅଯୋଧ୍ୟାରୁ ଆସିଥିବା "ଅକ୍ଷତ ଅରୁଆ" ଆଗଲପୁର ବ୍ଲକର ୨୦ଟି ପଞ୍ଚାୟତକୁ ବଣ୍ଟନ କରାଯିବ । ଆଜି ଆଗଲପୁରର ଶ୍ରୀରଘୁନାଥ ମନ୍ଦିରରେ ବ୍ଲକ୍ ସଂଯୋଜକ ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଜୟନ୍ତ କୁମାର ସିଂଦେଓଙ୍କ ଅଧ୍ୟକ୍ଷତାରେ
Read More...

ଦେବଙ୍ଗ ଗ୍ରାମରେ ନିଶାମଣି ଭୋଇ ସ୍ମାରକୀ ଫୁଟବଲ ଟୁର୍ଣାମେଣ୍ଟ ଉଦ୍‌ଘାଟିତ : ଉଦ୍‌ଘାଟନୀ ମ୍ୟାଚ୍‌ରେ କଣ୍ଟାବାଞ୍ଜି ଓ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି(କ) ପଂଚାୟତ ଦେବଙ୍ଗ ଗ୍ରାମର ମିନି ଷ୍ଟାଡିଅମ ଖେଳପଡିଆଠାରେ ୧୨ତମ ନିଶାମଣି ଭୋଇ ସ୍ମାରକ୍ରୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି । ଦେବଙ୍ଗ ନିଶାମଣି ଭୋଇ ଫୁଟବଲ ଆସୋସିଏସନ୍‌
Read More...

ମୁରିବାହାଲ ଡିଭାଇନ୍ କିଡସ୍‌ ପବ୍ଲିକ ସ୍କୁଲର ସପ୍ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ସଦର ମହକୁମାରେ ଥିବା ଡିଭାଇନ୍ କିଡସ୍‌ ପବ୍ଲିକ ସ୍କୁଲର ସପ୍ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଆଜି ନିକଟସ୍ଥ ବନବାହାଲ ଗ୍ରାମ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ପରିଚାଳନା କମିଟି ସଭାପତି ରାଜୀବ କୁମାର
Read More...

ଦୀର୍ଘ ୮ ଦିନ ଧରି ବୁଲିଲା ଯାଦବ ସଚେତନତା ରଥ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ପୁଇଁତଲା ବ୍ଲକ ଅନ୍ତର୍ଗତ ମଲମୁଣ୍ଡା ଗ୍ରାମ ପଂଚାୟତର କୁର୍ଲୁପାଲିସ୍ଥିତ ମା' ସମଲେଶ୍ୱରୀଙ୍କ ପୀଠଠାରେ ପୁଇଁତଲା ବ୍ଲକ ଯାଦବ ମହାସଭା ଆୟୋଜନରେ ଗତ ୧୪ ତାରିଖ ଦିନ ଯାଦବ ସଚେତନତା ରଥ ଶୁଭାରମ୍ଭ ହୋଇଥିବା ବେଳେ ଆଜି ଗଇଁତଲା ପଞ୍ଚାୟତ
Read More...

ଆଦିବାସୀଙ୍କ ଦାବୀକୁ ନେଇ ନବୀନ ନିବାସରେ ଆଦିବାସୀ ନେତା ସତ୍ୟ ଭୋଇ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନବୀନ ନିବାସରେ ଭି.କେ. ପାଣ୍ଡିଆନ ୫ଟି ଅଧ୍ୟକ୍ଷଙ୍କୁ ସାକ୍ଷାତ କରି ରାଜ୍ୟର ଦାବୀ ତଥା ବଲାଙ୍ଗିର ଜିଲ୍ଲା ଦାବୀକୁ ଉପାସ୍ଥନା କରିଥିଲେ । ନଭେମ୍ବର ୧୪ ତାରିଖରେ ରାଜ୍ୟ କ୍ୟାବିନେଟ ଦ୍ୱାରା ଗୃହିତ ରେଗୁଲେସନ ୨/୧୯୫୬ ଆଇନକୁ ପ୍ରତ୍ୟାହାର କରାଯାଉ କାରଣ ଏହି
Read More...

ଆମ୍ବେଦକର ଭବନ ଶିଳାନ୍ୟାସ କଲେ କଳିକେଶ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ଯୋଜନାରେ ମିଳିଥିବା ଅନୁଦାନରେ ଜିଲ୍ଲା ଦଳିତ ସମାଜର ଆମ୍ବେଦକର ଭବନ ସୋନପୁରରୋଡ ସ୍ଥିତ ବଲାଙ୍ଗିର କଲେଜ ସମ୍ମୁଖରେ ଶିଳାନ୍ୟାସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୂର୍ବତନ
Read More...