ପବିତ୍ର ମୋହନ ସେତୁ ନାମରେ ନାମିତ ହେଲା କଣିହା ସ୍ଥିତ ବ୍ରାହ୍ମଣୀ ନଦୀ ସେତୁ
ଭୁବନେଶ୍ୱର : ଅନୁଗୋଳ ଜିଲ୍ଲା କଣିହା ଠାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ସେତୁକୁ ରାଜ୍ୟ ସରକାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପ୍ରଜାମଣ୍ଡଳ ନେତା ତଥା ଓଡିଶାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତିରେ ପବିତ୍ର ମୋହନ ସେତୁ ନାମରେ ନାମିତ କରିଛନ୍ତି ।!-->…
Read More...
Read More...