Yearly Archives

2023

କାଉଡ଼ିଆଙ୍କ ଉପରେ ଚଢିଗଲା କାର୍ : ୨ ମୃତ,୧୦ରୁ ଅଧିକ ଆହତ

ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଆସିକା ଭେଜିପୁଟ ଭେଟନଇ ରାସ୍ତାରେ କାଉଡ଼ିଆଙ୍କ ଉପରେ ଚଢିଗଲା କାର୍‌ । ରବିବାର ବିଳମ୍ବିତ ରାତିରେ ଆସିକା ଋଷିକୁଲ୍ୟା ସଙ୍ଗମ ସ୍ଥଳରୁ ଜଳ ନେଇ ଅରଖପୁର ତାରକେଶ୍ୱର୍ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । କାର ମାଡିଯାଇ ଦୁଇ କାଉଡିଆଙ୍କ ମୃତ୍ୟୁ ହୋଇଥିବା
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୧ ମୃତ, ୨ ଗୁରୁତର

କୁଜଙ୍ଗ : କଟକ-ପାରାଦ୍ଵୀପ ରାଜ୍ୟ ରାଜପଥ ପଙ୍କପାଳ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ଵାମୀ ଓ ପୁଅ ଆହତ ହୋଇଥିବା ଜଣାପଡିଛି । ସୂଚନାନୁଯାୟୀ, କୁଜଙ୍ଗ ଥାନା ଅଧୀନ ପଙ୍କପାଳ ପଞ୍ଚାୟତ ଜନାପାଳ ଗ୍ରାମ ଇନ୍ଦରା କଲୋନୀର ସୁମନ୍ତ
Read More...

ସମ୍ଭାଗ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଉଦ୍‌ଯାପିତ

ବିଜ୍ଞାନ ମନୁଷ୍ୟ ଜାତି ପାଇଁ ଆଶୀର୍ବାଦ ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ କଲେଜ ଛକ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶିକ୍ଷା ବିକାଶ ସମିତି, ଓଡିଶାଙ୍କ ଯୋଜନା ଅନୁସାରେ ଦକ୍ଷିଣ-ପଶ୍ଚିମ ସମ୍ଭାଗର ଜ୍ଞାନ ବିଜ୍ଞାନ ମେଳା ଉଦ୍‌ଯାପିତ ହୋଇଯାଇଛି । ସମ୍ଭାଗ ସଭାପତି ବେଲାର ସିଂ
Read More...

ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସାମ୍ବାଦିକ ଭବନଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଆହ୍ୱାନ କ୍ରମେ ଜିଲ୍ଲା ସଭାପତି ଶ୍ୟାମସୁନ୍ଦର ଭୋଇଙ୍କ ସଭାପତିତ୍ୱରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଏବଂ ସମ୍ମାନିତ
Read More...

କଣ୍ଟାବାଞ୍ଜି ବନାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବନବିଭାଗ ପକ୍ଷରୁ ବନ ସୁରକ୍ଷା ସମିତି ସମ୍ବର୍ଦ୍ଧନା

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବନାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ବନ ବିଭାଗ ପକ୍ଷରୁ ବନ ସୁରକ୍ଷା ସମିତିଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ବନାଧିକାରୀ ଶ୍ରଦ୍ଧାଦେବ ବଡମାଲିଙ୍କ ସଭାପତିତ୍ୱରେ ପ୍ରକୃତି ବନ୍ଧୁ ବିରଞ୍ଚି ନାରାୟଣ ଦାସ ସଭା
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବାଇକ ଆରୋହୀ ମୃତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ୧୬ ନମ୍ବର ଜାତୀୟ ରାଜପଥ ନୂଆଗାଁ ସ୍ଥିତ ଏକ ଢାବା ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଧକ୍କା ଦେବା ପରେ ଟ୍ରକଟି ଉକ୍ତ ବ୍ୟକ୍ତିଙ୍କ ଉପରେ ମାଡିଯାଇଥିଲା । ଫଳରେ ତାଙ୍କର
Read More...

ଗଞ୍ଜାମ ବ୍ଲକ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ପଞ୍ଚଦଶ ବାର୍ଷିକ ଉତ୍ସବ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ରମ୍ଭା ସହର ଗାୟତ୍ରୀ ଶକ୍ତିପୀଠରେ ଗଞ୍ଜାମ ବ୍ଲକ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ତରଫରୁ ପଞ୍ଚଦଶ ବାର୍ଷିକ ଉତ୍ସବ ସଭାପତି ବାନାମ୍ବର ପାଲାଇଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶା ଲୋକ ସେବକ ମଣ୍ଡଳ ମୁଖ୍ୟ
Read More...

ପିଆଜ ବଫର ଷ୍ଟକ୍ ପରିମାଣ ୩ଲକ୍ଷ ମେଟ୍ରିକ ଟନ୍‌ରୁ ୫ ଲକ୍ଷ ମେଟ୍ରିକ ଟନ୍‌କୁ ବୃଦ୍ଧି : ସୋମବାରଠାରୁ ଏନ୍ସିସିଏଫ…

ନୂଆଦିଲ୍ଲୀ, (ପି.ଆଇ.ବି.) : ଏକ ଅଭୂତପୂର୍ବ ନିଷ୍ପତ୍ତି ନେଇ କେନ୍ଦ୍ର ସରକାର ପିଆଜର ମହଜୁଦ (ବଫର ଷ୍ଟକ୍)ପରିମାଣ ୩ଲକ୍ଷ ମେଟ୍ରିକ ଟନରୁ ୫ଲକ୍ଷ ମେଟ୍ରିକ ଟନକୁ ବୃଦ୍ଧି କରିଛନ୍ତି । ଚଳିତବର୍ଷ ପ୍ରାରମ୍ଭିକ ଭାବେ ସରକାର ତିନି ଲକ୍ଷ ଟନ୍ ପିଆଜ ବଫର ଷ୍ଟକ ଭାବେ ମହଜୁଦ କରି ରଖିବାକୁ
Read More...

ଭାରତ ନୂତନ କାର ମୂଲ୍ୟାୟନ କାର୍ଯ୍ୟକ୍ରମ (ଭାରତ ଏନସିଏପି)ର ଶୁଭାରମ୍ଭ କରିବେ ନିତିନ ଗଡକରୀ

ଦିଲ୍ଲୀ, (ପିଆଇବି) : କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ୨୨ ଅଗଷ୍ଟ ୨୦୨୩ରେ ବହୁ ପ୍ରତୀକ୍ଷିତ ଭାରତ ନୂତନ କାର ମୂଲ୍ୟାୟନ କାର୍ଯ୍ୟକ୍ରମ (ଭାରତ ଏନସିଏପି)ର ଶୁଭାରମ୍ଭ କରିବେ । ଭାରତରେ ମୋଟର ଯାନର ସୁରକ୍ଷା ମାନକୁ ୩.୫ ଟନ୍ କୁ ବୃଦ୍ଧି କରି ସଡ଼କ ସୁରକ୍ଷାରେ
Read More...

ଅଖିଳ ଭାରତୀୟ ଅଘରିଆ ସମାଜ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ : ଏବିଏଏସ୍‌ ଓଡ଼ିଶା ଟ୍ରଷ୍ଟ ନାମରେ ଜମି ଯୋଗାଇ ଦେବା ପାଇଁ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଖିଳ ଭାରତୀୟ ଅଘରିଆ ସମାଜ ପକ୍ଷରୁ ବଲାଙ୍ଗିର କନ୍ଧପାଲିପଡ଼ା ଅଘରିଆ ସମାଜ କାର୍ଯ୍ୟାଳୟରେ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସମାଜ ପକ୍ଷରୁ କୁହାଯାଇଛି ଯେ, ଗତ ମେ' ମାସ ୩ ତାରିଖ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡିଶାରେ
Read More...