Yearly Archives

2023

ପାଇକମାଲ ଦୁର୍ଗାପୂଜା ପରିଚାଳନା କମିଟି ଗଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସହରର ଚଳିତ ବର୍ଷ ପାଇଁ ସାର୍ବଜନୀନ ଦୁର୍ଗାପୂଜା ପରିଚାଳନା କମିଟି ଗଠନ କରାଯାଇଛି । ସର୍ବସମ୍ମତି କ୍ରମେ ସଭାପତି ଭାବେ ଯୁବ ନେତା ସୁଶାନ୍ତ କୁମାର ନାଗ, ଉପ ସଭାପତି ରାକେଶ କୁମାର ଅଗ୍ରୱାଲ, ସଂପାଦକ କୁବେର ରଣା, ସହ ସଂପାଦକ
Read More...

ଅଙ୍ଗନଦୀରେ ଭାସୁଛି ଅଜଣା ମୃତଦେହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅମଠି ପଞ୍ଚାୟତ ତଥା ପାଇକମାଲ ବ୍ଲକ ଚୁହାପାଲି ଗ୍ରାମ ମଝିରେ ଥିବା ଅଙ୍ଗନଦୀରେ ଏକ ଅଜଣା ମୃତଦେହ ନଗ୍ନ ଅବସ୍ଥାରେ ଭାସୁଥିବାର ଦେଖିବାକୁ ମିଳିଛି । ଏହି ଖବର ପାଇଁ ଝାରବନ୍ଧ ଥାନା ଅଧିକାରୀ ଘଟଣା ସ୍ଥଳକୁ ପହଂଚି ତଦନ୍ତ
Read More...

ରାଜଗାଙ୍ଗପୁରରେ ରେଲ୍‌ ଓଭରବ୍ରିଜ ନିର୍ମାଣ ହେବ ତ୍ୱରାନ୍ୱିତ

ଜମି ଅଧିଗ୍ରହଣ ପରିବର୍ତ୍ତେ ଆବଶ୍ୟକ ଜମିସିଧାସଳଖ ଲୋକଙ୍କ ଠାରୁ କିଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଭୁବନେଶ୍ୱର : ସୁନ୍ଦରଗଡ ଜିଲ୍ଲାର ରାଜଗାଙ୍ଗପୁରଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରାନଯାଇ ସିଧା ସଳଖ ଲୋକଙ୍କଠାରୁ ରାଜ୍ୟ ସରକାର ସିଧାସଳଖ ଜମି
Read More...

ବଘଲା ଗାଁରେ ଘର ଭିତରୁ ୭ ଫୁଟର ଅଜଗର ଉଦ୍ଧାର କଲେ ଉଦ୍ଧାରକାରୀ ଦଳ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ଥାନା ଚନ୍ଦନଭାଟି ପାଖ ବଘଲା ଗାଁରୁ ଏକ ଅଜଗର ସାପ ଉଦ୍ଧାର ହୋଇଛି । ଅଜଗର ସାପର ଲମ୍ବ ୭ରୁ ୮ ଫୁଟ ହୋଇଥିବା ବେଳେ ଓଜନ ୭ କିଲୋ ହେବ ବୋଲି ବଲାଙ୍ଗିର ରେଂଜର୍‌ କେଶବ କିଶୋର ନାଏକ ପକ୍ଷରୁ ସୂଚନାରେ ଦିଆଯାଇଛି । ସାପଟି ଘର ଭିତରେ ଥିବା
Read More...

ଗଞ୍ଜାମର ସ୍ୱାଧୀନତା ସଂଗ୍ରାମୀ ଓ ବୀର ସହୀଦଙ୍କୁ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଜଣାଇଲେ ସଲାମୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବିପୁଳ ଉତ୍ସାହ ଉଦ୍ଦୀପନା, ହର୍ଷ-ଉଲ୍ଲାସ ମଧ୍ୟରେ ଗଞ୍ଜାମ ଜିଲ୍ଲାରର ସଦର ମହକୁମା ଛତ୍ରପୁରରେ ୭୭ତମ ସ୍ଵାଧୀନତା ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ରାଜ୍ୟ ଜଙ୍ଗଲ, ପରିବେଶ, ପଞ୍ଚାୟତରାଜ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ
Read More...

ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମଠାରେ ଉପଖଣ୍ଡସ୍ତରୀୟ ସ୍ଵାଧୀନତା ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପୂଣ୍ୟଭୂମି ପବିତ୍ର ଭଞ୍ଜମାଟି ଭଞ୍ଜନଗର ସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମଠାରେ ବିପୁଳ ଉତ୍ସାହ ଉଦ୍ଦୀପନା, ହର୍ଷ-ଉଲ୍ଲାସ ମଧ୍ୟରେ ୭୭ତମ ସ୍ଵାଧୀନତା ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଉପ-ଖଣ୍ଡସ୍ତରୀୟ
Read More...

ସଇଁତଲାରେ ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ରମେଶ ସିଂ ଭୋଇ ମିନି ଷ୍ଟାଡିୟମଠାରେ ୭୭ତମ ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସଇଁତଲା ବିଡ଼ିଓ ଚନ୍ଦ୍ରମଣି ନାଗ ଯୋଗଦାନ କରି ପତାକା ଉତ୍ତୋଳନ କରିବା ପରେ ପ୍ୟାରେଡ ଅଭିବାଦନ
Read More...

ସଇଁତଲାରେ ମଧୁବାବୁ ପେନସନ ଯୋଜନା ଶୁଭାରମ୍ଭ : ୧୦୭୯ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ

ସଇଁତଲା, (ପ୍ରମୋଦ ସେଲମା) : ସରକାର ସାମାଜିକ ସୁରକ୍ଷା ଯୋଜନାକୁ ସଶକ୍ତିକରଣ କରିବା ଉପଲକ୍ଷେ ସ୍ୱାଧୀନତା ଦିବସରେ ମଧୁବାବୁ ପେନସନ ଯୋଜନା ଶୁଭାରମ୍ଭ ହୋଇଯାଇଛି । ଏଥିରେ ସଇଁତଲା ସରପଞ୍ଚ ସୁବ୍ରତ ନାଗଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ସଇଁତଲା ବିଡ଼ିଓ ଚନ୍ଦ୍ରମଣି ନାଗ
Read More...

ସଇଁତଲା ଥାନା ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ତରଫରୁ ଆଜାଦି କା ଅମୃତ ମହୋତ୍ସବ ଅବସରରେ ଜାମପଦରଠାରେ ଥିବା ନୂତନ ଥାନା କେମ୍ପସ ପରିସରରେ ବୃକ୍ଷରୋପଣ ମହାସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଇଁତଲା ଆଇଆଇସି ଅବନୀ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ମୁଖ୍ୟଅତିଥି ଭାବରେ
Read More...

ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ୭୭ତମ ସ୍ଵାଧୀନତା ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ୭୭ତମ ସ୍ଵାଧୀନତା ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ବ୍ରହ୍ମପୁର ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ବ୍ରହ୍ମପୁର ଖଲ୍ଲିକୋଟ କଲେଜ ଏଟ-ବିଶ୍ୱବିଦ୍ୟାଳୟ ଷ୍ଟାଡ଼ିୟମଠାରେ ଆୟୋଜିତ ଏହି
Read More...