ଜନ ଶିକ୍ଷଣ ସଂସ୍ଥାନ ତରଫରୁ ସ୍ୱାଧୀନତା ଦିବସ ପାଳିତ
ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ ତିଳଯୋଡି ଗ୍ରାମଠାରେ ଜନ ଶିକ୍ଷଣ ସଂସ୍ଥାନ କଳାହାଣ୍ଡି ତରଫରୁ ୭୭ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି କ୍ଷ ଉକ୍ତ କାର୍ଯ୍ୟକ୍ରମରେ ଜନ ଶିକ୍ଷଣ ସଂସ୍ଥାନ କଳାହାଣ୍ଡିର ନିଦ୍ଦେଶକ ସୁବ୍ରତ କୁମାର ତ୍ରିପାଠୀ ଅତିଥି ଭାବରେ!-->…
Read More...
Read More...