ସ୍କୁଲ ସାମନା ଓ ରାସ୍ତା ମରାମତି ପାଇଁ ପିଲାଏ ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି
ବଲାଙ୍ଗିର, (ଦେବାଶିଷ ମିଶ୍ର) : ପାଟଣାଗଡ ବ୍ଲକ ଅଧିନସ୍ଥ ତମିଆ ସରକାରୀ କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟର କୋମଳମତି ଛାତ୍ରଛାତ୍ରୀମାନେ ସ୍କୁଲ ସମ୍ମୁଖ ଅଂଚଳ ଓ ଗାଁ ରାସ୍ତା ମରାମତି ପାଇଁ ସ୍ଥାନୀୟ ପ୍ରଶାସନକୁ ବହୁବାର ଜଣାଇଥିଲେ ମଧ୍ୟ କିଛି କାମ ନ ହେବାରୁ ଶେଷରେ ମୁଖ୍ୟମନ୍ତ୍ରୀଙ୍କୁ!-->…
Read More...
Read More...