Yearly Archives

2023

ଦୟାନନ୍ଦ ପ୍ଲେ ସ୍କୁଲରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ପେଲେସଲାଇନ୍‌ ସ୍ଥିତ ଦୟାନନ୍ଦ ପ୍ଲେ ସ୍କୁଲଠାରେ ୭୭ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରୋଟାରୀ କ୍ଲବ ଅଫ୍‌ ସେଣ୍ଟ୍ରାଲ୍‌ର ଶଙ୍କର ଅଗ୍ରୱାଲ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ । ସ୍ୱାଧୀନତା ଦିବସ
Read More...

ଜଳନ୍ଧର ସ୍ମୃତି ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ୭୭ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଜଳନ୍ଧର ସ୍ମୃତି ସାହିତ୍ୟ ପ୍ରତିଷ୍ଠାନ, ଘୋରଡ଼ିଆ ଆନୁକୂଲ୍ୟରେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ରାଧାମୋହନ ଦେବ ଉଚ୍ଚ ବିଦ୍ୟାପୀଠ, ଗଙ୍ଗପୁରପାଟଣା ଘୋରଡ଼ିଆ ପରିସରରେ ପ୍ରତିଭା ଅନ୍ୱେଷଣ -୨୦୨୩
Read More...

ଆଗଲପୁର ମାହେଶ୍ୱରୀ ସଂଗଠନ ତରଫରୁ ୨୦୦ ମିଟରର ବିଶାଳ ତ୍ରିରଙ୍ଗା ଯାତ୍ରା

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଜି ୭୭ତମ ସ୍ୱାଧୀନତା ଦିବସ । ଏହି ଅବସରରେ ଆଗଲପୁର ମାହେଶ୍ୱରୀ ସଂଗଠନ ତରଫରୁ ଆଗଲପୁର ଅଞ୍ଚଳର ସମସ୍ତ ସ୍କୁଲ, କଲେଜ, ବିଭିନ୍ନ ସଂଗଠନ, ପୋଲିସ ପ୍ରଶାସନ ଓ ଜନସାଧାରଣଙ୍କୁ ନେଇ ଏକ ୨୦୦ ମିଟରର ବିଶାଳ ତ୍ରିରଙ୍ଗା ଯାତ୍ରା କରାଯାଇଥିଲା । ଏହି ବିଶାଳ
Read More...

୭୭ତମ ସ୍ୱାଧୀନତା ଦିବସରେ ଦେଶର ଭାଗ୍ୟ ବଦଳାଇବା ପାଇଁ ନର୍ସ, ଡାକ୍ତର ଏବଂ ଅନ୍ୟମାନଙ୍କ ପ୍ରୟାସକୁ ପ୍ରଶଂସା କଲେ…

• ପ୍ରସିଦ୍ଧ ଲାଲକିଲାରୁ ସ୍ୱାଧୀନତା ଦିବସ ଉତ୍ସବ ଦେଖିବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ୫୦ ଜଣ ନର୍ସଙ୍କୁ ସ୍ୱତନ୍ତ୍ର ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି• କୋଭିଡ୍ ଆମକୁ ଶିଖାଇଛି ଯେ ମାନବ କେନ୍ଦ୍ରିତ ଆଭିମୁଖ୍ୟ ବିନା ବିଶ୍ୱର ବିକାଶ ସମ୍ଭବ ନୁହେଁ• ଜନ ଔଷଧି କେନ୍ଦ୍ର ଗୁଡ଼ିକ ୨୦,୦୦୦
Read More...

ସ୍ୱାଧୀନତା ଦିବସ ଅଭିଭାଷଣରେ ଭାରତର ସ୍ୱାଧୀନତା ସଂଗ୍ରାମରେ ଭାଗ ନେଇଥିବା ପ୍ରତ୍ୟେକ ମହାନ ବ୍ୟକ୍ତିଙ୍କୁ…

୧୪୦ କୋଟି ଦେଶବାସୀଙ୍କୁ ତାଙ୍କ ପରିବାରଜନ ବୋଲି କହିଲେ ପ୍ରଧାନମନ୍ତ୍ରୀ ଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୭୭ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ଭାଷଣ ଦେଇ ତାଙ୍କର ୧୪୦ କୋଟି 'ପରିବାର ସଦସ୍ୟ'ଙ୍କୁ ଶୁଭେଚ୍ଛା ଜଣାଇବା ସହ ଦେଶ ପ୍ରତି ଥିବା
Read More...

ମଣିପୁର ଲୋକଙ୍କ ସହ ଭାରତ ଛିଡ଼ା ହୋଇଛି

ଦିଲ୍ଲୀ, (ପିଆଇବି) : ମଣିପୁର ଲୋକଙ୍କ ସହ ଭାରତ ଛିଡ଼ା ହୋଇଛି ଏବଂ ସେଠାରେ ସମସ୍ୟାର ଶାନ୍ତିପୂର୍ଣ୍ଣ ସମାଧାନ ହେବ ବୋଲି ୭୭ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲାରୁ କହିଛନ୍ତି । ସେ କହିଛନ୍ତି, ମଣିପୁରରେ କିଛି ଦିନ ହେଲା ଅଶାନ୍ତି, ହିଂସା
Read More...

ଟିଟିଲାଗଡ ହାଇସ୍କୁଲ ଖେଳ ପଡିଆରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ସାରା ଦେଶ ଆଜି ୭୭ତମ ସ୍ୱାଧୀନତା ଦିବସ ପାଳନ କରୁଛି । ଏହି ପରିପ୍ରେକ୍ଷୀରେ ଟିଟିଲାଗଡ ହାଇସ୍କୁଲ ଖେଳ ପଡିଆରେ ୭୭ତମ ଉପଖଣ୍ଡସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ଼ର ଉପଜିଲ୍ଲାପାଳ ଦୟାମୟ ପାଢୀ
Read More...

ସାଇଟ୍‌ ସଦାଇପାଲିଠାରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାଇଟ କଲେଜ ସଦାଇପାଲିର ପଲ୍ଲିଶ୍ରୀ ଷ୍ଟାଡିୟମରେ ଆଜି ୭୭ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ସାଇଟ ପ୍ରତିଷ୍ଠାତା ଡ. ଶ୍ରୀକର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ଉପସ୍ଥିତ ସମସ୍ତ ଶିକ୍ଷକ
Read More...

ତୁରେକେଲା ବ୍ଲକରେ ଜି୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା କ୍ଳଷ୍ଟର ଅଧୀନସ୍ଥ ସରକାରୀ ଉଚ୍ଚ ବିଦ୍ୟାଳୟ ତୁରେକେଲାଠାରେ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ତୁରେକେଲା କ୍ଳଷ୍ଟରର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ସଭାରେ
Read More...

ତୁରେକେଲା ଡିଗ୍ରୀ କଲେଜର ନୂତନ କୋଠା ଉଦ୍‌ଘାଟନ କଲେ ରାଜ୍ୟସଭା ସାଂସଦ ନିରଂଜନ ବିଶି

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଏକ ପଛୁଆ ଅଂଚଳ ହୋଇଥିବା ବେଳେ ଏହି ଅଞ୍ଚଳରେ କୃଷକ ଓ ଶ୍ରମିକ ଶ୍ରେଣୀର ଲୋକେ ବହୁ ସଂଖ୍ୟାରେ ବସବାସ କରନ୍ତି । ତୁରେକେଲା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଂଚାୟତ ଅନ୍ତର୍ଗତ ବିଭିନ୍ନ ଗ୍ରାମଗୁଡିକର ଲୋକଙ୍କ ଏତେ ବିକାଶ
Read More...