ଭୁଷୁଡ଼ି ପଡିଲା ସ୍ମାର୍ଟ ସ୍କୁଲ ପାଚେରୀ : ନିମ୍ନମାନର କାମ ଅଭିଯୋଗ, ତଦନ୍ତ ଦାବୀ କଲେ ଗ୍ରାମବାସୀ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଶିକ୍ଷାରେ ଉନ୍ନତି ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି । ଖାସ୍ କରି ଆଦିବାସୀଙ୍କ ବିକାଶ ପାଇଁ କୋଟି କୋଟି ଟଙ୍କା ବି ଖର୍ଚ୍ଚ କରୁଛନ୍ତି । ଆଦିବାସୀ ଛାତ୍ରଛାତ୍ରୀମାନେ କିପରି ଗୁଣାତ୍ମକ ଶିକ୍ଷାରୁ ବଞ୍ଚିତ ନହେବେ, ସେଥିପାଇଁ!-->…
Read More...
Read More...