କଳାକାରଙ୍କୁ ସମ୍ବର୍ଦ୍ଧିତ କଲେ ଲିକା ସାହୁ
ବଲାଙ୍ଗିର, (ଦେବାଶିଷ ମିଶ୍ର) : କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ତରଫରୁ ଲୋକ ସଂଗୀତରେ ସୁଶ୍ରୀତା ଗରୁଡ, ଲୋକ ନାଟକରେ ସାଗର କୁମ୍ଭାର ମେଧାବୃତ୍ତି ପାଇବା ପାଇଁ ମନୋନୀତ ହୋଇଥିବା ତଥା ସଂସ୍କୃତି ଗବେଷକ ନିଳାଚଳ ନନ୍ଦଙ୍କୁ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ସମ୍ବର୍ଦ୍ଧିତ!-->…
Read More...
Read More...