ସର୍ଗିବାହାଲ ଶିଶୁ ମନ୍ଦିରରେ ମାତୃ ସମ୍ମିଳନୀ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ଶିଶୁ ମନ୍ଦିରଠାରେ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଶିଶୁ ପ୍ରାରମ୍ଭଠାରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଶିଶୁମାନଙ୍କ ଅଭିଭାବିକାମାନେ ଅଂଶ ଗ୍ରହଣ କରିଥିଲେ । ଏହି ଅବସରରେ ପ୍ରବଚିକା ଶ୍ରୀମତୀ ସ୍ନେହଲତା ସାହୁ!-->…
Read More...
Read More...