Yearly Archives

2023

ଚାଉଲସୁଖା ପଂଚାୟତ ହାଇସ୍କୁଲରେ ଜାତୀୟ ତମାଖୁ ନିୟନ୍ତ୍ରଣ ଦିବସ ପାଳିତ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅଧିନସ୍ଥ ଚାଉଲସୁଖା ପଂଚାୟତ ହାଇସ୍କୁଲରେ ଜାତୀୟ ତମାଖୁ ନିୟନ୍ତ୍ରଣ ଦିବସ-୨୦୨୩ ଗୁରୁବାର ଦିନ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ଦିବସ ତୁରେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଦ୍ୱାରା ଅନୁଷ୍ଠିତ
Read More...

ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ

ଏନ୍‌ଫୋର୍ସମେଣ୍ଟକୁ ଜୋରଦାର ତଥା କଡାକଡି କରିବା ଉପରେ ଗୁରୁତ୍ୱାରୋପଜିଲ୍ଲା ଅନ୍ତର୍ଗତ ଜାତୀୟ ରାଜପଥ ସହ ରାଜ୍ୟ ରାଜପଥରେ ଚିହ୍ନଟଦୁର୍ଘଟଣା ପ୍ରବଣ ସ୍ଥାନ ଗୁଡିକରେ ସୂଚନା ଫଳକ ସହ ଜରୁରୀ ଯୋଗାଯୋଗ ନମ୍ବର ଲଗାଇବାକୁ ନିର୍ଦ୍ଦେଶ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର
Read More...

ପୂର୍ବତନ ସୈନିକ ସଂଘ କାର୍ଯ୍ୟାଳୟ ପରିସରରେ ୨୪ତମ କାରଗିଲ ବିଜୟ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୂର୍ବତନ ସୈନିକ ସଂଘ କାର୍ଯ୍ୟାଳୟ ପରିସରରେ ୨୪ତମ କାରଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଳ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ଓ ସମ୍ମାନିତ ଅତିଥି ଭାବରେ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ବଲାଙ୍ଗିର ବ୍ଲକ
Read More...

ବନ୍ଧପଡା ପଂଚାୟତ ଉଚ୍ଚ ବିଦ୍ୟାଳୟଠାରେ ତମାଖୁ ମୁକ୍ତ ଯୁବ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ପୁଇଁତଲା, (ଶମ୍ଭୁନାଥ ସାହୁ) : ଆଜି ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡାଠାରେ ପରିଚାଳନା ପରିଷଦର ସଭାପତି ଶ୍ୟାମସୁନ୍ଦର ବଗର୍ତ୍ତୀଙ୍କ ସଭାପତିତ୍ୱରେ ତମାଖୁ ମୁକ୍ତ ଯୁବ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡା ତମାଖୁ
Read More...

ସିଆର୍‌ପିଏପ୍‌ର ୮୫ତମ ସ୍ଥାପନା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସିଆର୍‌ପିଏପ୍‌ର ୮୫ତମ ସ୍ଥାପନା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହା ସହ ସିଆର୍‌ପିଏପ୍‌ର ଅଧିକାରୀ ଓ ଯବାନମାନେ ବୃକ୍ଷ ରୋପଣ କରିଥିଲେ । ଏହା ପରେ ଦେଶର ଏକତା ଏବଂ ଅଖଣ୍ଡତା ପାଇଁ ପ୍ରାଣ ହରାଇଥିବା
Read More...

ପାଟଣାଗଡ଼ରେ ସନାତନ ଧର୍ମପ୍ରତି ହୋଇଥିବା ଅପମାନ ପ୍ରତିବାଦରେ ଟିଟିଲାଗଡର ସମସ୍ତ ବ୍ରାହ୍ମଣ ସମାଜ ତରଫରୁ ସ୍ୱାଭିମାନ…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : କିଛି ଦିନ ପୂର୍ବେ ପାଟଣାଗଡ ସହରର ଗୋଟିଏ ଛକଠାରେ ପ୍ରଭୁ ପର୍ଶୁରାମଙ୍କ ପ୍ରତିମାକୁ ହଟାଇ ସେହି ସ୍ଥାନରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା । ଏହାର ପ୍ରତିବାଦରେ ବଲାଙ୍ଗିର ଜିଲ୍ଲାର ସମସ୍ତ ବ୍ରାହ୍ମଣ ସମାଜ ତରଫରୁ ଏହାର
Read More...

ତମାଣ୍ଡୋ ଦଶବାଟିଆରେ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ‘‘ଡିଭାଇନ୍ ଲାଇଟ୍ ହାଉସ୍’’ ପାଇଁ…

● ରାଷ୍ଟ୍ରପତିଙ୍କ ଦ୍ୱାରା ଚଳିତ ବର୍ଷର ବିଷୟବସ୍ତୁ ‘‘ସକାରାତ୍ମକ ପରିବର୍ତ୍ତନର ବର୍ଷ’’ କାର୍ଯ୍ୟକ୍ରମର ଶୁଭାରମ୍ଭ ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋ ଦଶବାଟିଆ ଠାରେ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ
Read More...

ବିଭିନ୍ନ ଗାଁକୁ ଗସ୍ତ କଲେ ପୂର୍ବତନ ବିଧାୟକ ଆୟୁବ ଖାଁ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ଆଜି ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଆୟୁବ ଖାଁ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଙ୍ଗୋମୁଣ୍ଡା ବ୍ଲକର ବେଲପଡା, ବଳଧା, ଭାଲୁମୁଣ୍ଡା ଓ ତୁରକେଲାଠାରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଗାମୀ ନିର୍ବାଚନ ବିଷୟରେ ଆଲୋଚନା କରିଥିଲେ ଓ ବୃକ୍ଷ
Read More...

ମିଲେଟ ଚାଷ ସମ୍ୱନ୍ଧୀୟ ତାଲିମ ଓ ବିହନ ବଣ୍ଟନ କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଆଗଲପୁର ବ୍ଲକ ନୁନିଆପାଲି ପଞ୍ଚାୟତର ପାଣ୍ଡେସରା, ନଅଗାଁ (ଖ ) ଓ ବଡ଼ଟିକା ଗ୍ରାଁରେ ପଲ୍ଲୀ ଆଲୋକ ପାଠାଗାର ତରଫରୁ ମିଲେଟ ଚାଷ ଉପରେ ତାଲିମ ଓ ବିହନ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବର୍ତ୍ତମାନ ଚାଷୀ ହାଇବ୍ରିଡ଼ ବିହନ ସାଙ୍ଗକୁ ରାସାୟନିକ
Read More...

ଚେଇଁ ଶୋଇଛି ଲୋଇସିଂହା ବିଜୁଳି ବିଭାଗ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ବିଦ୍ୟୁତ ଡିଭିଜନ ଅନ୍ତର୍ଗତ ଲୋଇସିଂହା ବିଦ୍ୟୁତ ସେକ୍ସନ ବହୁବିଧ ଅବ୍ୟବସ୍ଥା ମଧ୍ୟ ଦେଇ ଗତି କରୁଛି । ସ୍ଥାନୀୟ ସେକ୍ସନ ଅଫିସକୁ ବିଭାଗୀୟ ଯନ୍ତ୍ରୀ ଦିନ ୧୨ଟା ପୂର୍ବରୁ କେବେ ଆସୁନଥିବା ଅଭିଯୋଗ ହେଉଛି । ସମସ୍ତ ନୀତିନିୟମକୁ ଜଳାଞ୍ଜଳି ଦେଇ
Read More...