ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : କୃଷି ଓ କୃଷକଙ୍କ ହିତକୁ ଆଖି ଆଗରେ ରଖି ଆଜି ପଦ୍ମପୁର ଟାଉନ ହଲ୍ଠାରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ଏଥିରେ!-->…
Read More...
Read More...