ନିଷାନ୍ ସାହିତ୍ୟ ସଂସଦର ଏକାଦଶ ଅଠାରି କବିତା ଆସର ଅନୁଷ୍ଠିତ
ତୁଷୁରା, (କେପିଏନ୍ଏସ୍) : ନିଷାନ୍ ସାହିତ୍ୟ ସଂସଦ ତୁଷୁରା, ବଲାଙ୍ଗିର ଆନୁକୂଲ୍ୟରେ ଏକାଦଶ ଅଠାରି କବିତା ଆସର ନିଷାନ୍ର ସଭାପତି ଶ୍ୟାମସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜୁଲାଇ ୨୩ ତାରିଖ ରବିବାର ଅପରାହ୍ନ ୫ ଘଟିକା ସମୟରେ ଆଭାସି ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ନିଷାନ୍ର!-->…
Read More...
Read More...