Yearly Archives

2023

ସୁଜନପୁର ପଞ୍ଚାୟତ ଉପନିର୍ବାଚନ : ନିର୍ଦ୍ୱନ୍ଦରେ ସମିତିସଭ୍ୟା ଭାବେ ନିର୍ବାଚିତ ହେଲେ ସବିତା ରାଉତରାୟ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ସୁଜନପୁର ପଞ୍ଚାୟତର ଉପନିର୍ବାଚନରେ ନିର୍ଦ୍ୱନ୍ଦରେ ସମିତିସଭ୍ୟ ଭାବେ ନିର୍ବାଚିତ ହେଲେ ଦିବଂଗତ ସମିତିସଭ୍ୟ ଅଜୟ କୁମାର ରାଉତରାୟଙ୍କ ଧର୍ମପତ୍ନୀ ସବିତା ରାଉତରାୟ । ସୂଚନା ଥାଉକି ଏହି ପଞ୍ଚାୟତରେ ସମିତିସଭ୍ୟ ପଦ ପାଇଁ ଅଗଷ୍ଟ ୯
Read More...

ଖଡଗ ନଦୀ ଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଉପକୃତ ହେବେ ୩ ଜିଲ୍ଲାର ୨୦ ହଜାର ଲୋକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅଞ୍ଚଳ ଦେଇ ଯାଇଥିବା ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ । ଖର୍ଚ୍ଚ ହେବ ୧୨୬ କୋଟି ଟଙ୍କା । ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ
Read More...

ଖୁଟୁଣାପାଣିଠାରେ ବିଶ୍ୱାବସୁ ଶବର ସମାଜର କଲ୍ୟାଣ ମଣ୍ଡପର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ସରୋଜ କୁମାର…

ପାଟଣାଗଡ, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ପାଟଣାଗଡ ନିର୍ବାଚନ ମଣ୍ଡଳୀର ଖୁଟୁଣାପାଣିଠାରେ ବିଶ୍ୱାବସୁ ଶବର ସମାଜର କଲ୍ୟାଣ ମଣ୍ଡପର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଧାୟକ ସରୋଜ କୁମାର ମେହେର ମୁଖ୍ୟ ଅତିଥି
Read More...

ଗଞ୍ଜାମ ବ୍ଲକସ୍ତରୀୟ ଜନ ଶୁଣାଣି ଶିବିର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ବୈଠକ ଭବନଠାରେ ବ୍ଲକସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଅଧ୍ୟକ୍ଷତା କରିଥିଲେ । ଛତ୍ରପୁର ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାତ୍ର, ବିଡ଼ିଓ ଜସ୍ମିନ ପ୍ରଧାନ, ଜିଲ୍ଲା
Read More...

ସାମ୍ବାଦିକ ପ୍ରଫୁଲ୍ଲ କୁମାର ସିଂଙ୍କ ପତ୍ନୀ ଲୀନା ଜେନାଙ୍କ ପରଲୋକ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଅନୁଗୋଳ ଜିଲ୍ଲାର ବରିଷ୍ଟ ସାମ୍ବାଦିକ ପ୍ରଫୁଲ୍ଲ କୁମାର ସିଂଙ୍କ ଧର୍ମ ପତ୍ନୀ ଲୀନା ଜେନାଙ୍କ ଆକାଳ ବିୟୋଗ ହୋଇଯାଇଛି । ସାମ୍ବାଦିକ ଶ୍ରୀ ସିଂଙ୍କ ସହିତ ବସି କଥା ହେଉଥିବା ସମୟରେ ହଠାତ୍‌ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା । ତାଙ୍କୁ ତୁରନ୍ତ
Read More...

ଡ. ଜୟକୃଷ୍ଣ ଦାସ ଶର୍ମା ଏବଂ ଅଚ୍ୟୁତାନନ୍ଦ ଉଦ୍‌ଗାତାଙ୍କ ବିୟୋଗରେ ବ୍ରାହ୍ମଣ ମହାସଭା ତରଫରୁ ଶୋକସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭା ଏବଂ ସଂସ୍କୃତ ପରିଷଦ ପକ୍ଷରୁ ବଲାଙ୍ଗିର ନୃସିଂହ ମନ୍ଦିରରେ ଡ.ଜୟକୃଷ୍ଣ ଦାସ ଶର୍ମା ଏବଂ ଅଚ୍ୟୁତାନନ୍ଦ ଉଦ୍‌ଗାତାଙ୍କ ବିୟୋଗରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ସଭାରେ ବ୍ରାହ୍ମଣ ମହାସଭା ସଭାପତି ଧନଞ୍ଜୟ
Read More...

ବହଲପଦର ହାଇସ୍କୁଲରେ ତମାଖୁ ବର୍ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଳା ବ୍ଲକ ଅନ୍ତର୍ଗତ ଦମୟନ୍ତୀ ହାଇସ୍କୁଲ, ବହଲପଦରଠାରେ ତମାଖୁ ବର୍ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲିପ କୁମାର ବାରିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସି.ଏଚ୍‌.ସି, ଜାମଗାଁ ତରଫରୁ ସୁନୀଲ କୁମାର
Read More...

ଗ୍ରାମସଭାଠାରୁ ଆରମ୍ଭ କରି ସବୁଆଡ଼େ ଫାଇଲେରିଆ ନିରାକରଣ ସଚେତନତାକୁ ବ୍ୟାପକ କରାଯାଉ : ଗଞ୍ଜାମ ଜିଲ୍ଲାପାଳ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ ଫାଇଲେରିଆ ନିରାକରଣ ସଚେତନତା କାର୍ଯ୍ୟକ୍ରମ ଚାଲିଛି । ଏହାକୁ ବ୍ୟାପକ କରିବା ନେଇ ଦ୍ୱିତୀୟ ଜିଲ୍ଲାସ୍ତରୀୟ ପରିଚାଳନା କମିଟି ବୈଠକ ଗୁରୁବାର ଜିଲ୍ଲାପାଳଙ୍କ କାର୍ଯ୍ୟଳୟର ସଦ୍ଭାବନା ଗୃହ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଖଡଗ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଉପକୃତ ହେବେ ବୌଦ୍ଧ, ବଲାଙ୍ଗିର ଓ କନ୍ଧମାଳର ୨୦ ହଜାର ଲୋକଖର୍ଚ୍ଚ ହେବ ୧୨୬ କୋଟି ଟଙ୍କା ଭୁବନେଶ୍ୱର : ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ। ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ
Read More...

୩୭ ହଜାରରୁ ଅଧିକ ବର୍ଷାଜଳ ଅମଳ ପ୍ରକଳ୍ପର ହେବ ରକ୍ଷଣାବେକ୍ଷଣ : ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ପତ୍ର ଲେଖିଲେ ପୌର…

ଭୁବନେଶ୍ୱର : ରାଜ୍ୟର ୧୧୧ ପୌରସଂସ୍ଥାରେ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ (ମୁକ୍ତା) ଯୋଜନା ଅଧିନରେ ପ୍ରତିଷ୍ଠା ହୋଇଥିବା ୩୭ହଜାରରୁ ଅଧିକ ବର୍ଷାଜଳ ଅମଳ ପ୍ରକଳ୍ପର ରକ୍ଷଣା ବେକ୍ଷଣ ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ, ମହାନଗର ନିଗମର କମିଶନର ଓ ପୌରସଂସ୍ଥାର
Read More...