Yearly Archives

2023

ପ୍ରବୋଧ ରାଉତଙ୍କ ବିୟୋଗରେ ଶୋକ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ସାହିତ୍ୟ ଏକାଡ଼େମୀର ସଚିବ ତଥା ଓଡିଶା ସରକାରଙ୍କ ଓପାକ(ପ୍ରଯୁକ୍ତି ବିଦ୍ୟା)ର ନିର୍ଦ୍ଦେଶକ ପ୍ରବୋଧ କୁମାର ରାଉତ କଟକଠାରେ ରାସ୍ତା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବେଳେ ଓଡିଶାର ସର୍ବତ୍ର ଦୁଃଖର ଶାୟା ଖେଳିଯାଇଛି । ଏହି ପରିପ୍ରେକ୍ଷୀରେ ରାଉରକେଲା
Read More...

ବାୟୋଚାର ଉତ୍ପାଦନ ଓ ଏହାର ବ୍ୟବହାର ସମ୍ପର୍କିତ କାର୍ମଶାଳା

ମ.ରାମପୁର, (ହେମନ୍ତ ସାହୁ) : ସ୍ଥାନୀୟ ସ୍ୱେଛାସେବୀ ଅନୁଷ୍ଠାନ ସେବା ଜଗତ ଓ ମୁରୁଗପା ଚେଟିଆର ରିସର୍ଚ୍ଚ ସେଣ୍ଟର ସହାୟତାରେ ରଂଗାପଦର ସ୍ଥିତ ତାଲିମ କେନ୍ଦ୍ରରେ ବାୟୋଚାର ଉତ୍ପାଦନ ଓ ଏହାର ବ୍ୟବହାର ସମ୍ପର୍କିତ କାର୍ମଶାଳା ଆୟୋଜିତ ହୋଇଯାଇଛି । ଜମିରେ କମ ପରିମାଣରେ ରାସାୟନିକ ସାରର
Read More...

ମଣିପୁରରେ ଶାନ୍ତି ପାଇଁ ପ୍ରାର୍ଥନା

ମ.ରାମପୁର, (ହେମନ୍ତ ସାହୁ) : ମଣିପୁର ହିଂସାରେ ପ୍ରାଣ ହରାଇଥିବା ଆତ୍ମାର ସତଗତି ଓ ମଣିପୁରରେ ଶାନ୍ତିର ପ୍ରତିଷ୍ଠା ନିମନ୍ତେ ସେବାଜଗତ ଅନୁଷ୍ଠାନ ତରଫରୁ ସାମୁହିକ ପ୍ରାର୍ଥନା । ଏଥିରେ ବିଭିନ୍ନ ସ୍ୱେଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା, କୃଷି ଉତ୍ପାଦକ ଗୋଷ୍ଠୀର ସଦସ୍ୟମାନଙ୍କ ସହିତ ସେବା
Read More...

ଭୋଟ ଦାନକେନ୍ଦ୍ର କରିବା ପାଇଁ ଉପଜିଲ୍ଲପାଳଙ୍କୁ ଦାବୀପତ୍ର ଦେଲେ ଗ୍ରାମବାସୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ୱାଧୀନତାର ସାତ ଦଶକ ପରେ ବି ଗ୍ରାମବାସୀଙ୍କୁ ମିଳିନାହିଁ ଭୋଟ ଦାନ କେନ୍ଦ୍ର । ନିଜ ଗାଁରେ ଭୋଟ ଦେବା ସୁଯୋଗରୁ ବଞ୍ଚିତ ଅଛନ୍ତି ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ କଟାବାହାଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡଙ୍ଗରମୁଣ୍ଡା ଗ୍ରାମବାସୀ ।
Read More...

ବେରିସାସଙ୍କୁ ମିଳିଲା ନୂଆ ଜୀବନ, ସାହା ହେଲା ଓଡ଼ିଶା-ମୋ ପରିବାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦୁର୍ଘଟଣାଗ୍ରସ୍ତ ଜନୈକ ବୃଦ୍ଧା ବେରିସାସଙ୍କ ଜୀବନରେ ଘୋଟି ଆସିଥିବା ଅନ୍ଧକାରକୁ ଦୂର କଲା ଓଡ଼ିଶା-ମୋ ପରିବାର । ଜୀବନ ବଞ୍ଚିବା ଦୁର୍ବିସହ ହୋଇପଡ଼ିଥିଲା ତାଙ୍କର । ତାଙ୍କ ଜୀବନକୁ ସରଳପୂର୍ଣ୍ଣ କରିବା ପାଇଁ ଆଶାର ଆଲୋକ ସାଜି ଓଡ଼ିଶା-ମୋ ପରିବାର ଯୋଗାଇଦେଲା
Read More...

ସଂସଦର ମୌସୁମୀ ଅଧିବେଶନ, ୨୦୨୩ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

ନୂଆଦିଲ୍ଲୀ, (ପିଆଇବି) :ନମସ୍କାର ବନ୍ଧୁଗଣ,ମୌସୁମୀ ଅଧିବେଶନରେ ଆପଣମାନଙ୍କୁ ସ୍ୱାଗତ । ଶ୍ରାବଣର ପବିତ୍ର ମାସ ଚାଲିଛି । ଆଉ ଏଥର ଯୋଡ଼ା ଶ୍ରାବଣ ପଡ଼ିଛି । ସେଥିପାଇଁ ଶ୍ରାବଣର ପବିତ୍ର ସମୟ ଅଧିକ ରହିଛି । ପବିତ୍ର ସଂକଳ୍ପ ନେବା ପାଇଁ, ପବିତ୍ର କାମ କରିବା ପାଇଁ ଶ୍ରାବଣକୁ ଖୁବ୍ ଉତ୍ତମ
Read More...

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ସଭାପତି ରବି ରଥ

ଭୁବନେଶ୍ୱର/ବ୍ରହ୍ମପୁର, (କେପିଏନ୍‌ଏସ୍‌) : ନିକଟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଥିବାରୁ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର
Read More...

ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ମହିଳା ଶିଶୁ ବିକାଶ ସମନ୍ୱିତ କାର୍ଯ୍ୟାଳୟ, ବ୍ଲକ ଡାକ ବଙ୍ଗଳା, ବ୍ଲକର ନୂତନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଥିଲେ
Read More...

ଟିଟିଲାଗଡ଼ରେ ଟ୍ରାଫିକ ସମସ୍ୟାକୁ ନେଇ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବୈଠକ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ସହରର ଟ୍ରାଫିକ ସମସ୍ୟାକୁ ନେଇ ସହରର ବିଭିନ୍ନ ଅନୁଷ୍ଠାନ, ସଂସ୍ଥାମାନଙ୍କ ସଦସ୍ୟମାନଙ୍କୁ ଡକାଇ କିପରି ଏହି ସମସ୍ୟାର ସମାଧାନ କରିହେବ ସେ ଦିଗରେ ଆଲୋଚନା ପାଇଁ ଉପଜିଲ୍ଲାପାଳ ଦୟାମୟ ପାଢୀଙ୍କ ସଭାପତିତ୍ୱରେ ଉପଜିଲ୍ଲାପାଳଙ୍କ ସମ୍ମିଳନୀ
Read More...

ବିକାଶ ଅନୁଷ୍ଠାନର ଆନୁକୂଲ୍ୟରେ ସଡକ ସୁରକ୍ଷା ସଚେତନତା ଅଭିଯାନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ "ବିକାଶ ଅନୁଷ୍ଠାନ" ଆନୁକୂଲ୍ୟରେ ବୁଧବାର ଛତ୍ରପୁର ସ୍ଥିତ ଜିଲ୍ଲା ସଂସ୍କୃତି ଭବନ ପରିସରରେ ସଡକ ସୁରକ୍ଷା ଆଧାରିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ଭାରତ ସରକାରଙ୍କ
Read More...