Yearly Archives

2023

କେନ୍ଦୁପତ୍ର ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀ ଧୋକା ଦେଇ “ଲଲିପପ” ଧରାଇ ଦେଲେ : ପ୍ରଦୀପ ପୁରୋହିତ

ବରଗଡ, (ନିରୋଜ କୁମାର ପାଣୀ) : ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ୪୦ ହଜାର ବନ୍ଧେଇ ଶ୍ରମିକ ଓ ୨୨ ହଜାର ସିଜିନାଲ କର୍ମଚାରୀମାନଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଧୋକା ଦେଇ "ଲଲିପପ" ଧରାଇ ଦେଲେ ବୋଲି ପଦ୍ମପୁର ପୂର୍ବତନ ବିଧାୟକ ତଥା ଓଡ଼ିଶା
Read More...

ଅଗ୍ନିଶମ ସେବା ବିଭାଗରେ ୨୬ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର : ଓଡ଼ିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏଥି ମଧ୍ୟରେ ତିନି ଗୋଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନି ଗୋଟି ଲିଡିଂ ଫାୟାର ମ୍ୟାନ ଓ କୋଡିଏଟି ଫାୟାର ମ୍ୟାନ ପଦବୀ ରହିଛି । ଏହି
Read More...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଚାନ୍ଦିପୁର ଆଇଆଇସି, ଏଏସଆଇ

ବାଲେଶ୍ୱର, : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର ଥାନାର ଦୁଇ ଜଣ ଅଧିକାରୀ । ଜଣେ ବ୍ୟକ୍ତିଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଚାନ୍ଦିପୁର ଥାନା ଆଇଆଇସି ଗଣେଶ୍ୱର ପ୍ରଧାନ, ଏଏସ୍‌ଆଇ ବଳି ମହାନ୍ତି । ସୂଚନା
Read More...

ତୀର୍ଥଯାତ୍ରୀ ବସ୍ ଓଲଟି ୨୦ରୁ ଅଧିକ ଯାତ୍ରୀ ଆହତ

ଭଦ୍ରକ : ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ତୀର୍ଥଯାତ୍ରୀ ବସ୍ । ବସ୍‌ରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସୂଚନାନୁଯାୟୀ, ବସ୍‌ଟି ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିବା ବେଳେ
Read More...

ପୁଇଁତଲା ବ୍ଲକର ନୂତନ ଏକାଉଣ୍ଟ ଅଫିସର ଭାବରେ ଅମୀୟ କୁମାର ମଲ୍ଲିକଙ୍କ ଦାୟିତ୍ୱ ଗ୍ରହଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକର ନୂତନ ଏକାଉଣ୍ଟ ଅଫିସର ଭାବରେ ଅମୀୟ କୁମାର ମଲ୍ଲିକ ଦାୟିତ୍ୱ ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ ଯେ, ପାଟଣାଗଡ ବ୍ଲକରୁ ସେ ବଦଳି ହୋଇ ଆସି ପୁଇଁତଲା ବ୍ଲକରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଦାୟିତ୍ୱ ଗ୍ରହଣ ପରେ ଶ୍ରୀ ମଲ୍ଲିକ ନିଜ
Read More...

ପୁଣି ଟମାଟୋ ଦର କମାଇଲେ କେନ୍ଦ୍ର ସରକାର

ଆଜିଠାରୁ ଏନ୍‌ସିସିଏଫ୍‌ ଏବଂ ନାଫେଡ୍‌ ଜରିଆରେ କିଲୋ ପ୍ରତି ୭୦ ଟଙ୍କାରେ ବିକ୍ରି କରାଯିବ ନୂଆଦିଲ୍ଲୀ, (ପିଆଇବି) : ଆଜିଠାରୁ ଅର୍ଥାତ୍‌ ୨୦ ଜୁଲାଇ, ୨୦୨୩ ଠାରୁ କିଲୋ ପ୍ରତି ୭୦ ଟଙ୍କାର ଖୁଚୁରା ଦରରେ ଟମାଟୋ ବିକ୍ରି କରିବା ଲାଗି ଭାରତ ସରକାରଙ୍କ ଉପଭୋକ୍ତା ବ୍ୟାପାର ବିଭାଗ ପକ୍ଷରୁ
Read More...

କୋଭିଡ-୧୯ ଅପ୍‌ଡେଟ୍

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଭାରତକୁ ଆସୁଥିବା ଆନ୍ତର୍ଜାତିକ ଯାତ୍ରୀଙ୍କ ପାଇଁ ମାର୍ଗଦର୍ଶିକା କୋହଳ ହେଲା ନୂଆଦିଲ୍ଲୀ, (ପିଆଇବି) : ବିଶ୍ୱରେ ବର୍ତ୍ତମାନର କୋଭିଡ ସ୍ଥିତି ଏବଂ ଟିକାଦାନ କ୍ଷେତ୍ରରେ ହାସଲ ହୋଇଥିବା ଉପଲବ୍ଧିକୁ ବିଚାରକୁ ନେଇ କେନ୍ଦ୍ର
Read More...

ସ୍ପଷ୍ଟ ଦିବାଲୋକରେ ଦୁର୍ବୃତ୍ତ ଲୁଟି ନେଲେ ପଚିଶ ହଜାର ଟଙ୍କା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଦିନ ଦ୍ୱିପହରରେ ଜୋର ଜବରଦସ୍ତି କରି ବୃଦ୍ଧଙ୍କଠାରୁ ୨୫ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ଚାରିଜଣ ଦୁର୍ବୃତ୍ତ ବାଇକରେ ଆସି ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି । ଏଭଳି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ସଦର ଖପ୍ରାଖୋଲଠାରେ ।
Read More...

ଦୁର୍ବୃତ୍ତଙ୍କ ଆକ୍ରମଣରେ ଖଜୁରୀପଡ଼ା ଯନ୍ତ୍ରୀ ଗୁରୁତର ଆହତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକର ଯତ୍ନୀ ରବିନାରାୟଣ ଲେଙ୍କା ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି । ଇଞ୍ଜିନିୟର ଶ୍ରୀ ଲେଙ୍କା ବ୍ଲକ କାର୍ଯ୍ୟାଳୟ ନିକଟରେ ଥିବା ସମୟରେ ସେହି ଅଞ୍ଚଳର ରଞ୍ଜିତ ସାଶମଲ ନାମକ ଜଣେ ଯୁବକ
Read More...

କେର୍ମେଲାବାହାଲ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ବନମହୋତ୍ସବ ପାଳନ

ସୁସ୍ଥ ଜୀବନ ବଞ୍ଚିବାକୁ ହେଲେ ଗଛ ଲଗାଇ ଜଙ୍ଗଲକୁ ବଞ୍ଚାଇବାକୁ ପଡିବ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କେର୍ମେଲାବାହାଲ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ନିଆରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏନେଇ ଅନୁଷ୍ଠିତ ସଭାରେ
Read More...