ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିଭିନ୍ନ ଦାବି ଓ ମନମୁଖୀ କାର୍ଯ୍ୟକଳାପ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରଛାତ୍ରୀ
ବାଲିଗୁଡା,(ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ୍ରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବିଭିନ୍ନ ଦାବିନେଇ ସୋମବାର ଦିନ ରାଜରାସ୍ତାକୁ ଓହ୍ଲାଇଛନ୍ତି । ଏପରିକି ଛାତ୍ରୀଛାତ୍ରମାନେ ବିଦ୍ୟାଳୟର!-->…
Read More...
Read More...