ଖପ୍ରାଖୋଲ ଅଞ୍ଚଳର ବିଭିନ୍ନ ଗ୍ରାମରେ ବିଜୁ ଜନତା ଦଳର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଖପ୍ରାଖୋଲ, (ଅଶୋକ କୁମାର ବାଗ) ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଠାରେ ଆଜି ବିଜୁ ଜନତା ଦଳର ବନ୍ଧୁ ମିଳନ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଆରମ୍ଭରେ ବିଜୁ ଜନତା ଦଳର ଯୁବ ନେତା ତଥା ସାମ୍ବାଦିକ ଆଲୋକ ପାଣିଗ୍ରାହୀ ସଭା କାର୍ୟ୍ୟ ଆରମ୍ଭ ଆରମ୍ଭ କରିଥିଲେ । ବିଜୁ ଜନତା!-->…
Read More...
Read More...