Yearly Archives

2023

ସଇଁତଲାରେ ବିଜେପି ଦଳର ସଂଯୁକ୍ତ ମୋର୍ଚ୍ଚା ସମ୍ମିଳନୀ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀରେ ବିଜେପି ଦଳ ତରଫରୁ ସଇଁତଲା ବ୍ଲକ ଫପସି ନାରୀକଟା କମ୍ୟୁନିଟି ହଲଠାରେ ଗତ ରବିବାର ବିଜେପି ବରିଷ୍ଠ ନେତା ମହେନ୍ଦ୍ର ଠାକୁରଙ୍କ ନେତୃତ୍ୱରେ କେନ୍ଦ୍ର ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ସଂଯୁକ୍ତ
Read More...

ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନମ୍ବର ୪ର ତାଲପାଲିପଡାକୁ ପରିଦର୍ଶନ କଲେ ପୌରାଧ୍ୟକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନମ୍ବର ୪ର ତାଲପାଲିପଡାକୁ ପରିଦର୍ଶନ କରିଛନ୍ତି ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ । ଶ୍ରୀମତୀ ସାହୁ ପରିଦର୍ଶନ କରି ପଡାରେ ଥିବା ବିଭିନ୍ନ ସମସ୍ୟା ଉପରେ ଅବଗତ ହେବା ସହ ସମସ୍ୟାଗୁଡିକର ଶୀଘ୍ର ସମାଧାନ ପାଇଁ
Read More...

ଓଡିଶା ସାହିତ୍ୟ ଏକାଡେମୀର ସ୍ୱନକ୍ଷତ୍ର ଅବସରରେ ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ଜୁଲାଇ ୨୫ ତାରିଖରେ ଓଡିଶା ସାହିତ୍ୟ ଏକାଡେମୀର ସ୍ୱନକ୍ଷତ୍ର ଦିବସ ପାଳନ ହେବ । ଏହାର ଅବ୍ୟବହିତ ପୂର୍ବରୁ ଓଡିଶାର ସମସ୍ତ ଜିଲ୍ଲାରେ ସାହିତ୍ୟ ସଂପର୍କରେ ବକ୍ତୃତା, ପ୍ରବନ୍ଧ, ସାଧାରଣଜ୍ଞାନ ତଥା କବିତା ଆବୃତ୍ତି ପ୍ରତିଯୋଗିତାର ଆୟୋଜନ କରାଯାଇଛି ।
Read More...

ନିଟ୍‌ରେ କୃତିତ୍ଵ ହାସଲ କରିଥିବା ଓଡିଶା ଆଦର୍ଶ ବିଦ୍ୟାଳୟର ପାଞ୍ଚ ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନର ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ୨୦୨୩ ବର୍ଷ ସର୍ବ ଭାରତୀୟ ମେଡିକାଲ ପରୀକ୍ଷା (ନିଟ୍‌)ରେ କୃତିତ୍ଵ ହାସଲ କରିଥିବା ବଲାଙ୍ଗିର ଜିଲ୍ଲାର ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା ଜିଲ୍ଲା ପ୍ରଶାସନ ତରଫରୁ ଦିଆଯାଇଥିଲା । ଜିଲ୍ଲା
Read More...

ବଲାଙ୍ଗିର ରାମଜୀପଡାରେ ପାନ ଦୋକାନ ଓ ଗ୍ରୋସରୀ ଦୋକାନରୁ ଚୋରି ମାମଲାରେ ଦୁଇ ଜଣଙ୍କୁ ଗିରଫ କଲା ଟାଉନ ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ଅପରାଧ ରୋକିବା ପାଇଁ ପୋଲିସ ପକ୍ଷରୁ ତନାଘନା ଉଦ୍ୟମ ଜାରି ରହିଥିବା ବେଳେ ବଲାଙ୍ଗିର ରାମଜୀପଡାରେ ପାନ ଦୋକାନ ଓ ଗ୍ରୋସରୀ ଦୋକାନରୁ ଚୋରି ମାମଲାରେ ଆଜି ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବଲାଙ୍ଗିର ଟାଉନ ପୋଲିସ । ଗିରଫ ଦୁଇ
Read More...

୧୧ ନଂ. ଓଡିଶା ଏନ୍‌ସିସି ବାଟାଲିୟନ୍‌କୁ ନେଇ ସଦେଇପାଲିରେ ସାଇବର ଥାନା ପୋଲିସ ପକ୍ଷରୁ ସଚେତନତା ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ସଦେଇପାଲିରେ ସାଇବର ଥାନା ପୋଲିସ ପକ୍ଷରୁ ଆଇଆଇସି ଭାରତୀ ନାୟକଙ୍କ ତତ୍ୱାବଧାନରେ ୧୧ ନଂ. ଓଡିଶା ଏନ୍‌ସିସି ବାଟାଲିୟନ୍‌କୁ ନେଇ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ତେବେ ଏହି ସଚେତନତା ଶିବରରେ ଦିନକୁ ଦିନ ସହରରେ ବଢୁଥିବା ସାଇବର
Read More...

ଆଦିବାସୀ ସମ୍ପ୍ରଦାୟର ଯୋଗ୍ୟ ହିତାଧିକାରୀଙ୍କୁ କେବେ ମିଳିବ ଭତ୍ତା

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଧାମନଡଙ୍ଗା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କନ୍ଧବାହାଲି ଗାଁର କୁନ୍ଦା ଜାନି(୭୩) ପ୍ରାୟ ଏକ ବର୍ଷ ହେବ ବାର୍ଦ୍ଧକ୍ୟ ଭତ୍ତା ପାଇଁ ଅନ୍‌ଲାଇନ୍ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଭତ୍ତା ପାଇବାରେ ବଞ୍ଚିତ ଥିବା ଅଭିଯୋଗ
Read More...

ଗ୍ରାଫାଇଟ୍‌ ଇଣ୍ଡିଆ ଲିମିଟେଡ୍‌ କମ୍ପାନୀର ଠିକା ଶ୍ରମିକଙ୍କ ଅଶାନ୍ତି

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସହରଠାରୁ ପାଞ୍ଚ କିଲୋମିଟର ଦୂରରେ ରହିଛି ଗ୍ରାଫାଇଟ ଇଣ୍ଡିଆ ଲିମିଟେଡ କମ୍ପାନୀ । ଏହି କମ୍ପାନୀରେ ଟିଟିଲାଗଡ ସହର ତଥା ଆଖପାଖ ଅଞ୍ଚଳର ଅନେକ ଲୋକ ଚାକିରି କରି ନିଜର ପେଟ ପାଟଣା ଚଳାନ୍ତି । ଦିନକୁ ଦିନ ଏଠାରେ ଖାସ୍‌ କରି ଠିକା
Read More...

ଗନିଆଁପାଲି ହାଇସ୍କୁଲରେ ବନ ମହୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ବୁଦ୍ଧଦେବ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅବସରରେ ୭୪ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ମେହେରଙ୍କ ସଭାପତିତ୍ୱରେ ଆୟୋଜିତ ଏକ ସଭାରେ
Read More...

ହୃଦରୋଗୀ ଶିଶୁଙ୍କ ପାଇଁ ସାହାରା ପାଲଟିଲେ ଟ୍ୱିଟର ଗାର୍ଲ : ଦୀପାଙ୍କ ସହାୟତାରେ ମିଳିଲା ୩୦ ହଜାର ଟଙ୍କାର ସହାୟତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ଅନେକ ରୋଗୀଙ୍କ ପାଇଁ ଆର୍ଥିକ ସହାୟତା ଯୋଗେଇ ଦେବାକୁ ସଂଘର୍ଷ କରୁଥିବା ପାଇକମାଲ ବ୍ଲକ ଟେମରି ଗ୍ରାମର ସ୍ୱେଚ୍ଛାସେବୀ ଦୀପା ବାରିକ ଜଣେ ଅସହାୟ ଶିଶୁର ଚିକିତ୍ସା ପାଇଁ ସଂଘର୍ଷ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛି ବରଗଡ଼
Read More...