ନୂତନ ଗଞ୍ଜାମ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଭାବେ ଆୟୁସୀ ପତିଙ୍କ ଦାୟିତ୍ୱ ଗ୍ରହଣ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ନୂତନ ଗଞ୍ଜାମ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଭାବେ ଆୟୁସୀ ପତି ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ୨୦୧୯ ବ୍ୟାଚର ଓଏଏସ୍ ଅଫିସର ଅଟନ୍ତି । ସେ ଗଞ୍ଜାମ ଜିଲ୍ଲାରେ ପ୍ରଥମ ଭାବେ ଏହି ଦାୟିତ୍ୱ ତୁଲାଇ ନିଜର ଚାକିରି କାଳ ଆରମ୍ଭ କରିଛନ୍ତି । ଏଣୁ!-->…
Read More...
Read More...