Yearly Archives

2023

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପକ୍ଷରୁ ୯ମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଅନୁଗୋଳ, (ଆର୍ତ୍ତତ୍ରାଣ ପାଣି) : ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପକ୍ଷରୁ ଜିନ୍ଦଲ ନଗର ପରିସରରେ ୯ମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରାତଃ ସମୟରେ ଆୟୋଜିତ ହୋଇଥିବା ଏକ ଯୋଗ କାର୍ଯ୍ୟକ୍ରମରେ କମ୍ପାନୀର ଅନୁଗୋଳ ପ୍ଳାଣ୍ଟ ମୁଖ୍ୟ ହୃଦୟେଶ୍ୱର ଝା ମୁଖ୍ୟ ଅତିଥି ଭାବେ
Read More...

ସାଲେପାଲି ମାଉସୀ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ମତ୍ସ୍ୟ ଅବତାର

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସାଲେପାଲି ଗାଁର ମାଉସୀ ମା' ମନ୍ଦିରରେ ବୁଧବାର ଶ୍ରୀ ଜଗନ୍ନାଥଙ୍କ ମତ୍ସ୍ୟ ଅବତାର ଧାରଣ କରିଥିଲେ । ଏହାକୁ ଅଞ୍ଚଳର ଶ୍ରଦ୍ଧାଳୁମାନେ ଦର୍ଶନ କରିଥିଲେ । ଏବେ ମାଉସୀ ମନ୍ଦିରରେ ପୂଜା ପାଉଛନ୍ତି ଶ୍ରୀ ଜଗନ୍ନାଥ ।
Read More...

ରେଳ ଉପଭୋକ୍ତା ସଂଘର ସଭାପତି କ୍ଷେତ୍ରୀୟ ରେଲୱେକୁ ମନୋନୀତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ରେଳ ଉପଭୋକ୍ତା ସଂଘ ତରଫରୁ କେନ୍ଦ୍ର ରେଳବାଇ ବିଭାଗ ଓ ଭୁବନେଶ୍ୱର ସ୍ଥିତ ଜେନେରାଲ ମ୍ୟାନେଜରଙ୍କ କାର୍ଯ୍ୟାଳୟକୁ ବାରମ୍ବାର ଚିଠି ଲେଖିଲା ପରେ ସଂଘକୁ ରେଲୱେ କମିଟି ଦ୍ୱାରା ସ୍ୱିକୃତି ମିଳିଛି । ତେଣୁ ସେମାନେ ବଲାଙ୍ଗିର ରେଳ ଉପଭୋକ୍ତା ସଂଘର
Read More...

ବିଶ୍ୱାତ୍ମ ବିଦ୍ୟା ମନ୍ଦିର, ବଲାଙ୍ଗିରଠାରେ ଆନ୍ତଃ ବିଦ୍ୟାଳୟରେ ତ୍ରିଦିବସୀୟ ଶିକ୍ଷକ ପ୍ରଶିକ୍ଷଣ ଏବଂ ବ୍ୟକ୍ତିତ୍ୱ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଶ୍ୱାତ୍ମ ବିଦ୍ୟା ମନ୍ଦିର, ଆନନ୍ଦ ନିକେତନ, ଖୁଜେନପାଲି, ବଲାଙ୍ଗିରଠାରେ ଆନ୍ତଃ ବିଦ୍ୟାଳୟ ତ୍ରିଦିବସୀୟ ଶିକ୍ଷକ ପ୍ରଶିକ୍ଷଣ ଏବଂ ବ୍ୟକ୍ତିତ୍ୱ ପରିମାର୍ଜନ ଶିବିର ବିଶ୍ୱାତ୍ମ ବିଦ୍ୟାମନ୍ଦିରର ପ୍ରତିଷ୍ଠାତା ପୂଜ୍ୟପାଦ ସ୍ୱାମୀ ସତ୍ୟପ୍ରଜ୍ଞାନନ୍ଦ
Read More...

ଓମ୍‌ ଶାନ୍ତି ଯୋଗପୀଠରେ ଯୋଗ ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ରାଜେନ୍ଦ୍ର ପାର୍କଠାରେ ସକାଳ ଘ.୬ ସମୟରେ ଓମ୍‌ ଶାନ୍ତି ଯୋଗପୀଠ ଦ୍ୱାରା ଆର୍ନ୍ତଜାତୀୟ ଯୋଗ ଦିବସ ପାଳନ ହୋଇଯାଇଛି । ସଭାପତି ନାରାୟଣ ପାଢୀଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଆରମ୍ଭ କରାଗଲା । ସଭାପତି ତାଙ୍କ ଅଭିଭାଷଣରେ ସମସ୍ତଙ୍କୁ ମନେ ପକାଇଥିଲେ
Read More...

ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଶ୍ୱାତ୍ମ ବିଦ୍ୟା ମନ୍ଦିର (ଆନନ୍ଦ ନିକେତନ) ଖୁଜେନପାଲିଠାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଏଥିରେ ବିଶ୍ୱାତ୍ମ ଚେତନା ପରିଷଦର ଯୁଗ୍ମ ସଂପାଦକ ସ୍ୱାମୀ ସତ୍ୟପ୍ରେମାନନ୍ଦ ସରସ୍ୱତୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଯୋଗ ଶାରୀରିକ ଲାଭ ବ୍ୟତୀତ
Read More...

ପ୍ରଶାନ୍ତ ତ୍ରିପାଠୀ ଶବ୍ଦ ସୁଧାକର ସମ୍ମାନରେ ସମ୍ମାନିତ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ଟାଉନ ବାଳିକା ହାଇସ୍କୁଲ ପରିସରରେ ଦେଓଗାଁ ବ୍ଲକ ସାହିତ୍ୟ ଘରର ବରିଷ୍ଠ ସଭ୍ୟ ତଥା ଅଫମରା ଗାଁର ପ୍ରଶାନ୍ତ ତ୍ରିପାଠୀଙ୍କୁ ଭାରତୀୟ ସାହତ୍ୟ ସଂସ୍କୃତି ସଂସଦ, ବଲାଙ୍ଗିର ଶାଖା ଦ୍ୱାରା ଆୟୋଜିତ ସାରସ୍ୱତ ମହାକୁମ୍ଭ ସମ୍ବର୍ଦ୍ଧନା ସଭାରେ ଶବ୍ଦ
Read More...

ଦେଓଗାଁରେ ଅଞ୍ଚଳରେ ପବିତ୍ର ରଥଯାତ୍ରା ସମାପନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଳକର ବିଭିନ୍ନ ଗାଁର ପବିତ୍ର ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଦେଓଗାଁରେ ଚଳିତ ବର୍ଷ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଓ କଛାରପାଲି ଗ୍ରାମବାସୀଙ୍କର ପ୍ରତ୍ୟକ୍ଷ ତତ୍ୱାବଧାନରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି ।
Read More...

କୁନି କାରିଗର ଲିପୁନ ଚନ୍ଦନଙ୍କ କୁନି ରଥ ନିର୍ମାଣ

ଚନ୍ଦନଭାଟୀ, (ରାଜେଶ ଦଣ୍ଡସେନା) : କୁନି କାରିଗର ଲିପୁନ ଚନ୍ଦନ ହେଉଛନ୍ତି ବଲାଙ୍ଗିର ଜିଲ୍ଲା ମିର୍ଦ୍ଧାପାଲି ପଞ୍ଚାୟତ ଅନ୍ତର୍ଗତ କଅଁଗା ଗ୍ରାମର । ବୟସ ତାଙ୍କର ୧୫ ବର୍ଷ ସେ ବିଭିନ୍ନ ପ୍ରକାରର କାରିଗରୀ କରି ଅଞ୍ଚଳରେ ବେଶ ଚର୍ଚ୍ଚିତ । ଏ ବର୍ଷ ସେ ୧୬ ଚକିଆ ନନ୍ଦିଘୋଷ ରଥ ନିର୍ମାଣ
Read More...

ବଲାଙ୍ଗିର ସାମ୍ବାଦିକ ଭବନରେ ଲୋକାର୍ପିତ ହେଲା ମହାପ୍ରୟାଣ ଯାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସାମ୍ବାଦିକ ଭବନରେ ଆଜି ସଂଧ୍ୟାରେ ଲୋକାର୍ପିତ ହେଇଯାଇଛି ମହାପ୍ରୟାଣ ଯାନ । ଏହି ଲୋକାର୍ପଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଅସିତ କୁମାର ତ୍ରିପାଠୀ ଯୋଗଦାନ କରି
Read More...