Yearly Archives

2023

ଗୋପାଳପୁର ବନ୍ଦର ପକ୍ଷରୁ ଆର୍ଯ୍ୟପଲ୍ଲୀ ଗ୍ରାମରେ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା କେନ୍ଦ୍ର ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ବନ୍ଦର ଆନୁକୂଲ୍ୟରେ ଏହାର ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମ ସୌଜନ୍ୟରେ ନିକଟସ୍ଥ ଆର୍ଯ୍ୟପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଦିନିକିଆ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା କେନ୍ଦ୍ର ଆୟୋଜିତ ହୋଇଯାଇଛି । ହରିପୁର-ବନ୍ଦର ଗ୍ରାମ,…
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ସମିତିସଭ୍ୟ ସଭ୍ୟାଙ୍କ ସମ୍ମିଳନୀ ଏବଂ ନୂତନ କର୍ମକର୍ତ୍ତା ଚୟନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାସ୍ତରୀୟ ସମିତିସଭ୍ୟ ସଭ୍ୟାଙ୍କ ସମ୍ମିଳନୀ ଏବଂ ନୂତନ କର୍ମକର୍ତ୍ତା ଚୟନ ହୋଇଛି । ଗତକାଲି ଛତ୍ରପୁରଠାରେ ଅନୁଷ୍ଠିତ ଏହି ସମସ୍ତ ସଭ୍ୟସଭ୍ୟାଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ଏବଂ ନୂତନ କର୍ମକର୍ତ୍ତା ଗଠନ ହୋଇଛି । ତୃଣମୂଳ…
Read More...

ସମ୍ଭାବ୍ୟ ବିପର୍ଯ୍ୟୟ ପରିଚାଳନା ପାଇଁ ଜିଲ୍ଲାସ୍ତରୀୟ ଟେବଲ ଟପ କର୍ମଶାଳା : ଉତ୍ତମ ସମନ୍ଵୟ ରଖି ବିପର୍ଯ୍ୟୟର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଓ ଜିଲ୍ଲା ଜରୁରୀକାଳୀନ ବିଭାଗ ଆନୁକୂଲ୍ୟରେ ସମ୍ଭାବ୍ୟ ବିପର୍ଯ୍ୟୟ ପରିଚାଳନା ପାଇଁ ଜିଲ୍ଲାସ୍ତରୀୟ ଟେବଲ ଟପ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…
Read More...

ପଦ୍ମପୁର ଶୀତଳ ଷଷ୍ଠୀ କମିଟି ଓ ମାରୱାଡି ଯୁବାମଞ୍ଚର ମିଳିତ ଉଦ୍ୟମରେ ରକ୍ତଦାନ ଶିବିର ଆୟୋଜିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରର ସ୍ଥାନୀୟ ମାରୱାଡି ଧର୍ମଶାଳାଠାରେ ପଦ୍ମପୁର ଶୀତଳ ଷଷ୍ଠୀ କମିଟି ଓ ମାରୱାଡି ଯୁବାମଞ୍ଚର ମିଳିତ ଉଦ୍ୟମରେ ଆଜି ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା । ଏହି ଶିବିରକୁ ପଦ୍ମପୁରର ବିଧାୟିକା ବର୍ଷା ସିଂ ବରିହା ଓ ପଦ୍ମପୁର ଉପଜିଲ୍ଲାପାଳ…
Read More...

ଉପମହାପ୍ରବନ୍ଧକ ଅଜୟ କୁମାର ନାୟକଙ୍କୁ ବିଦାୟ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ପ୍ରବନ୍ଧକ ଅଜୟ କୁମାର ନାୟକ ପଦୋନ୍ନତି ପାଇ ଉପ ମହାପ୍ରବନ୍ଧକ ଭାବେ ମୁମ୍ବାଇଠାରେ ଯୋଗଦେବାକୁ ଯାଉଥିବାରୁ ରାଉରକେଲା ଷ୍ଟିଲ ଟାଉନସିପ ଶାଖା ତରଫରୁ ଏକ ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…
Read More...

ନିଆରା କାର୍ଯ୍ୟକ୍ରମ ଅନ୍ନପୂର୍ଣ୍ଣା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପ୍ରତି ରବିବାର ଦିନ ସହଯୋଗ ଫାଉଣ୍ଡେସନ ତରଫରୁ ଦିନବେଳା ରୋଗୀ ଏବଂ ତାଙ୍କ ସହାୟକଙ୍କ ପାଇଁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲରେ ଅନ୍ନପୂର୍ଣ୍ଣା ମାଧ୍ୟମରେ ଭାତ, ଡାଲମା, ଖଟା ଆଜକୁ ଦୀର୍ଘ ୮ ମାସ ହେଲା ବଣ୍ଟନ କରାଯାଉଛି । ଦୀର୍ଘ ମିଆଦୀ ଯୋଜନା…
Read More...

ଜଷ୍ଟିସ ସଂଜୟ ମିଶ୍ରଙ୍କ ମାତୃବିୟୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଝାରଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ସଂଜୟ ମିଶ୍ରଙ୍କ ମାଆ ତଥା ସୁନାମଧନ୍ୟ ଆଇନଜୀବୀ ମାର୍କଣ୍ଡ ମିଶ୍ରଙ୍କ ଧର୍ମପତ୍ନୀ ଜ୍ୟୋତିର୍ମୟୀ ମିଶ୍ରଙ୍କ ବିୟୋଗ ହୋଇଯାଇଛି । କିଛି ବର୍ଷ ହେଲା ସେ ବାର୍ଦ୍ଧକ୍ୟଜନିତ କାରଣରୁ ଅସୁସ୍ଥ ରହିଥିଲେ । ଶନିବାର…
Read More...

ଧାମରା ସଂଘର ଆଲୋଚନାଚକ୍ର ଓ ପୁସ୍ତକ ଅନାବରଣ ଉତ୍ସବ

କବିର କବିତା ନିଜସ୍ୱ ଇସ୍ତାହାର ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଧାମରା ସଂଘ ତରଫରୁ ଆଲୋଚନାଚକ୍ର ଓ ପୁସ୍ତକ ଅନାବରଣ ଉତ୍ସବ ସଂଘ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସାଂସ୍କୃତିକ ସଂପାଦକ ସୁଶାନ୍ତ କୁମାର ନାୟକଙ୍କ ଆବାହକତ୍ୱ ଓ ନିରୁପମା ପତିଙ୍କ ସଂଯୋଜନାରେ ଆୟୋଜିତ…
Read More...

ଉଚ୍ଚ ଶିକ୍ଷା ବିଭାଗର ରେଜିଓନାଲ ଡାଇରେକ୍ଟର ଡ. ପ୍ରଭାବତୀ ଗୁରୁଙ୍କୁ ଭେଟିଲେ ବଲାଙ୍ଗିର ବିଜୁ ଛାତ୍ର ଜନତା ଦଳର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବିଜୁ ଛାତ୍ର ଜନତା ଦଳର ସଭାପତି ସୁମନ କୁମାର ନନ୍ଦ ଉଚ୍ଚ ଶିକ୍ଷା ବିଭାଗର ରେଜିଓନାଲ ଡାଇରେକ୍ଟର ଡ. ପ୍ରଭାବତୀ ଗୁରୁଙ୍କୁ ଭେଟି ବଲାଙ୍ଗିର ଜିଲ୍ଲାରେ ଥିବା ସରକାରୀ କଲେଜ ଏବଂ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର +୩ରେ ନୂତନ ବିଭାଗ ଯଥା ସାଇକୋଲୋଜି,…
Read More...

ବରଗଡ଼ରେ ଗୁଜୁରାଟୀ ସମାଜ ମନ୍ଦିରରେ ବିଶ୍ୱ କଲ୍ୟାଣ ପାଇଁ ରୁଦ୍ରାଭିଷେକ ଓ ଚଣ୍ଡିପାଠ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ର ଥାନାଛକ ନିକଟ ଗୁଜୁରାଟୀ ସମାଜ ମନ୍ଦିରରେ ବୀଣାପାଣି ଜ୍ୟୋତିଷ ଅନୁଷ୍ଠାନ ଦ୍ୱାରା ଆୟୋଜିତ ବିଶ୍ୱ କଲ୍ୟାଣ ପାଇଁ ଆଜି ରୁଦ୍ରାଭିଷେକ ଓ ଚଣ୍ଡିପାଠ ପୂଜା ହୋଇଥିଲା । ପଣ୍ଡିତ ଲିଙ୍ଗରାଜ ଦାଶ, ପଣ୍ଡିତ ଆଶୁତୋଷ ପାଣିଗ୍ରାହୀ, ପଣ୍ଡିତ ପଞ୍ଚାନନ ପଣ୍ଡା,…
Read More...