Yearly Archives

2023

ଅନ୍ଧାରର ସୁଯୋଗ ନେଇ ବିଦ୍ୟାଳୟରୁ ଚୋରି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରକାରୀ ବ୍ଲକ କଲୋନୀ ବିଦ୍ୟାଳୟରୁ ଚୋରି ହୋଇଥିବା ନେଇ ବାଲିଗୁଡା ଥାନାରେ ଏତଲା ହୋଇଛି । ଘଟଣାରୁ ପ୍ରକାଶ ଯେ, ବୁଧବାର ଅପରାହ୍ନରେ ସାମାନ୍ୟ ବର୍ଷା ସହ ପ୍ରବଳ ପବନ ହେବା ଯୋଗୁଁ ବିଦ୍ୟୁତ ଜିଲ୍ଲା ତମାମ
Read More...

ମୋବାଇଲ ଟାୱାର ତୁରନ୍ତ ନିର୍ମାଣ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରି ଅନୁରୋଧ କଲେ ପୂର୍ବତନ ବିଧାୟକ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କେନ୍ଦ୍ର ସରକାରଙ୍କ ପକ୍ଷରୁ କନ୍ଧମାଳ ଜିଲ୍ଲା ପାଇଁ ୧୦୯୪ଟି ମୋବାଇଲ ଟାୱାର ନିର୍ମାଣ ପାଇଁ ମଞ୍ଜୁରୀ ପ୍ରଦାନ କରିଥିବା ବେଳେ ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବା ପାଇଁ କେନ୍ଦ୍ର ରେଳ ଓ ଟେଲି ଯୋଗାଯୋଗ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଟବଙ୍କୁ
Read More...

ମହିମା ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଜିଲ୍ଲାପାଳ ଦେଲେ ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବମଇ ୨୯ରେ 5T ସଚିବ ଗସ୍ତ କରି ଦେଇଥିଲେ ନିର୍ଦ୍ଦେଶ ଭୁବନେଶ୍ୱର : ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର । କାୟାକଳ୍ପରେ ଆସିବ ପୁରା ପରିବର୍ତ୍ତନ ।
Read More...

୨ ଜଣ ଏଟିଏମ୍ ଲୁଟେରା ଗିରଫ : ଦୀର୍ଘ ୧୫ ବର୍ଷର ଉଦ୍ୟମ ପରେ ଏଟିଏମ୍ ଲୁଟେରାଙ୍କୁ ଧରିବାରେ ଗଞ୍ଜାମ ପୋଲିସକୁ ମିଳିଛି…

ଲୋକମାନଙ୍କର ମୋବାଇଲ ନମ୍ବରରେ ବଡ଼ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ପରିଚୟ ଦେଇ ହିନ୍ଦୀରେ କଥାବାର୍ତ୍ତା କରି ଏଟିଏମ୍ ନମ୍ବର ଓ ଆଧାର ନମ୍ବର ମାଗୁଥିଲେ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ୨ ଜଣ ଏଟିଏମ୍ ଲୁଟେରାଙ୍କୁ ଗିରଫ କରିଛି ଗଞ୍ଜାମ ପୋଲିସ । ଗିରଫ ବ୍ୟକ୍ତିମାନଙ୍କୁ ମାନ୍ୟବର
Read More...

ସୋରଡ଼ାଥାନା ଅଧୀନରେ ଲୁଟତରାଜ ଗ୍ୟାଙ୍ଗଷ୍ଟାରଙ୍କୁ ଧରିବାରେ ଗଞ୍ଜାମ ପୋଲିସକୁ ମିଳିଛି ସଫଳତା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସୋରଡ଼ାଥାନା ଅଧୀନରେ ବହୁ କେସ୍‌ରେ ଜଡ଼ିତ ଥିବା କୁଖ୍ୟାତ ଅପରାଧୀ ତିନିଜଣଙ୍କୁ ପୋଲିସ ଧରିବାରେ ସଫଳ ହୋଇଛି । ଆଇ.ପି.ସି. ଅସ୍ତ୍ରଶସ୍ତ୍ର ଆଇନ ବଳରେ ସେମାନଙ୍କୁ ଗିରଫ କରି ପୋଲିସ ଜେଲ୍‌କୁ ପଠାଇଛି । ଏହି ଗ୍ୟାଙ୍ଗଷ୍ଟାରଙ୍କ
Read More...

ଓଡ଼ିଆ ଚଳଚ୍ଚିତ୍ର ନାୟିକା ସୂର୍ଯ୍ୟମୟୀଙ୍କ ଦ୍ୱାରା ରଜ ମହୋତ୍ସବ ୨୦୨୩ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶାର ଗଣ ପର୍ବ ରଜ ପର୍ବ ରାଉରକେଲା ସହରରେ ବିଭିନ୍ନ ଅନୁଷ୍ଠାନ ଦ୍ୱାରା ପାଳିତ ହେଉଥିବା ବେଳେ ରାଉରକେଲା ସ୍ପୋର୍ଟସ ଆସୋସିଏସନ୍‌ର ମହିଳା ଶାଖା ତଥା ସହରର ଅଗ୍ରଣୀ ମହିଳା ଅନୁଷ୍ଠାନ ଦ ପିଙ୍କ ଏକ ନିଆରା ଢଙ୍ଗରେ ରଜ ମହୋତ୍ସବ ୨୦୨୩ ନାମରେ ଏକ
Read More...

ମୁରଲିଧର ପରିଜାଙ୍କ ପଞ୍ଚମ ସ୍ମୃତିଚାରଣ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ମୁରଲିଧର ପରିଜା ସ୍ମୃତି କମିଟି ତରଫରୁ ପ୍ରୟାତ ମୁରଲିଧର ପରିଜାଙ୍କ ପଞ୍ଚମ ସ୍ମୃତି ଚାରଣ ସଭା ସେକ୍ଟର ୫ ସ୍ଥିତ ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି କୁଞ୍ଜବିହାରୀ ରାଉତଙ୍କ ସଭାପତିତ୍ୱ ଓ ସଂଯୋଜନା ତଥା ସାଧାରଣ ସଂପାଦକ
Read More...

ଶ୍ରୀ ଜଗନ୍ନାଥ କମିଟି ବମକର ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲାର ପ୍ରସିଦ୍ଧ ରଥଯାତ୍ରା କଢେଲ ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର କମିଟିର ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ଅନନ୍ତ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ
Read More...

ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ଯାତ୍ରୀ ନିବାସଠାରେ ପଦ୍ମପୁର ଯୁବ ଯାଦବ ସଂଗଠନ ତରଫରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ, ଏ ୨ ଗ୍ରେଡ଼ରେ ପାସ କରିଥିବା ଯାଦବ ସମାଜ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ
Read More...

କନ୍ଧପାଲିପଡ଼ା କବରଖାନାଠାରେ କମ୍ୟୁନିଟି ସେଣ୍ଟରର ଶୁଭ ଉଦ୍‌ଘାଟନ କଲେ ବିଧାୟକ ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଅପରାହ୍ଣ ୬ ଘଣ୍ଟା ସମୟରେ କନ୍ଧପାଲିପଡ଼ା କବରଖାନାଠାରେ ବିଧାୟକ ଅନୁଦାନ ପାଣ୍ଠିରେ ନିର୍ମିତ ଏକ କମ୍ୟୁନିଟି ସେଣ୍ଟରର ଶୁଭ ଉଦ୍‌ଘାଟନ ବିଧାୟକ ନରସିଂହ ମିଶ୍ରଙ୍କ କରକମଳରେ ହୋଇଯାଇଛି । ଏହି ଅବସରରେ ଏକ ସଭାରେ ଉପସ୍ଥିତ ଲୋକଙ୍କ ସହ ବିଧାୟକ ବିଭିନ୍ନ
Read More...