ନଗର କଂଗ୍ରେସ କମିଟି ପକ୍ଷରୁ ଛୁଇଁବନ୍ଧଠାରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ବିଶେଷଙ୍କ ଉଦ୍ଦେଶ୍ୟରେ…
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତ ୧୩ ତାରିଖ ଦିନ ଛୁଇଁବନ୍ଧଠାରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ବିଶେଷଙ୍କ ଅମର ଆତ୍ମାର ସଦ୍ଗତି କାମନା ପୂର୍ବକ ଏକ ଶ୍ରଦ୍ଧାଞ୍ଜଳି ସଭା ନଗର କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲା କଂଗ୍ରେସ ଭବନରେ ଅନୁଷ୍ଠିତ ହୋଇଯାଇଛି । ଉପସ୍ଥିତ ସଭ୍ୟମାନେ!-->…
Read More...
Read More...