Yearly Archives

2023

କୁଚାଗାଁରେ କ୍ଲଷ୍ଟରସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ

ଜୟପାଟଣା, (ଶେଷଦେବ ବେହେରା) : କୁଚା ଗାଁ କ୍ଲଷ୍ଟରସ୍ତରୀୟ ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକଙ୍କୁ ନେଇ ଏକ ମାସିକ ବୈଠକ ସଗୁନଭାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହେଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରେମ ନାରାୟଣ ପଣ୍ଡା, ସମ୍ମାନିତ ଅତିଥି ଭାବରେ
Read More...

୫୬ତମ ସର୍ବଭାରତୀୟ ଫୁଟବଲ ପ୍ରତିଯୋଗିତା : ଫାଇନାଲ ଖେଳ ଆଜି

ପ୍ରଦର୍ଶନୀ ଖେଳରେ ବିଲେଇସର୍ଡା ହାଇସ୍କୁଲ ଓ ରୁରାଲ ଷ୍ଟାର ବିଜୟୀ ବଲାଙ୍ଗିର, (କେପିଏନ୍‌ଏସ୍‌) : ରାମଜୀ ଯୁବକ ସଂଘ ଆନୁକୁଲ୍ୟରେ ସଦାଇପାଲି ପଲ୍ଲିଶ୍ରୀ ଷ୍ଟାଡିୟମଠାରେ ଆଜି ୫୬ତମ ସର୍ବଭାରତୀୟ ଇଂଜିନିୟରସ୍‌ କପ୍‌ ଓ ନର୍ସିଂ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ତରଫରୁ ପୂର୍ବ ନିର୍ଦ୍ଧାରିତ
Read More...

ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ : ବିଜ୍ଞାନ ମେଳା ଓ ପ୍ରକଳ୍ପ ପ୍ରତିଯୋଗିତା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଆଦିବାସୀ କଲ୍ୟାଣ ବିଭାଗର ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ଅନ୍ୱେଷା ଖେଳ ପଡିଆରେ ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ, ବିଜ୍ଞାନମେଳା ଓ ପ୍ରକଳ୍ପ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଏହି ସଭାରେ ଜିଲ୍ଲା ଶିକ୍ଷାଅଧିକାରୀ
Read More...

କ୍ଲଷ୍ଟରସ୍ତରୀୟ ସିଆର୍ରିଂ ମିଟିଙ୍ଗ

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ହିଆଲ କ୍ଲଷ୍ଟରର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମାଲପାମୁଣ୍ଡାଠାରେ ଷଷ୍ଠ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କର୍ଯ୍ୟକ୍ରମରେ ହିଆଲ କ୍ଲଷ୍ଟରର ସିଆର୍‌ସିସି ଅମରେନ୍ଦ୍ର ବାଗ ସମସ୍ତ
Read More...

ନକଲି ସୁନା ବନ୍ଧକ ଦେଇ ଠକି ନେଇଥିଲେ ୮୦ ହଜାର ଟଙ୍କା : ୨ ଜଣଙ୍କୁ ଗିରଫ କଲା ବଲାଙ୍ଗିର ସଦର ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନକଲି ସୁନା ବନ୍ଧକ ଦେଇ ଠକି ନେଇଥିଲେ ୮୦ ହଜାର ଟଙ୍କା । ଏହି ମାମଲାରେ ୨ ଜଣଙ୍କୁ ଗିରଫ କରିଛି ବଲାଙ୍ଗିର ସଦର ପୋଲିସ । ବଲାଙ୍ଗିର ଏସ୍‌ଡ଼ିପିଓ ତୋଫାନ ବାଗ ଏ ସଂପର୍କରେ ସୂଚନା ଦେଇଛନ୍ତି । ଦିଆଯାଇଥିବା ସୂଚନା ଅନୁସାରେ ବଲାଙ୍ଗିର ସଦର ଥାନା ଅନ୍ତର୍ଗତ
Read More...

ତୃତୀୟ ପଦ୍ମପୁର ଲୋକ ମହୋତ୍ସବର ପ୍ରଥମ ସନ୍ଧ୍ୟା ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ତୃତୀୟ ପଦ୍ମପୁର ଲୋକ ମହୋତ୍ସବ ସମାରୋହର ପ୍ରଥମ ରଜନୀରେ ମୁଖ୍ୟ ଅତିଥି ପ୍ରଫେସର ବିପିନ ବିହାରି ନନ୍ଦ, ପ୍ରଫେସର ଦୁର୍ଗାପ୍ରସାଦ ସାହୁ, ପଦ୍ମପୁର ଏସ୍‌ଡିପିଓ ବିଭୁତି ଭୂଷଣ ସାହୁଙ୍କୁ ପୁଷ୍ପଗୁଛ ଦେଇ ସ୍ୱାଗତ କରାଗଲା । ପରେ ସମଲେଇ ମା'ଙ୍କ ପୂଜାର୍ଚନା
Read More...

ସଶକ୍ତ ଓଡ଼ିଶାର ସ୍ୱପ୍ନକୁ ସାକାର କରିବା ଦିଗରେ କାର୍ଯ୍ୟ କରିବାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ…

ଭୁବନେଶ୍ଵର : ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଜି. ମାଥିଭାଥନନ ଆଜି ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା (ଡୁଡା)ର ନବ ନିଯୁକ୍ତ ପ୍ରକଳ୍ପ ନିର୍ଦ୍ଦେଶକ (ପିଡି) ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ (ଇଓ)ଙ୍କୁ ଏକ ସମାବେଶୀ ଓ ସଶକ୍ତ ସ୍ୱପ୍ନ ସାକାର କରିବା ପାଇଁ
Read More...

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର : ଶୀତରେ ଥରୁଛି ସାରା ଓଡ଼ିଶା । ବିଭିନ୍ନ ସ୍ଥାନର ରାତି ତାପାମାତ୍ରା ହ୍ରାସ ପାଇଥିବା ବେଳେ ୮.୩ ଡିଗ୍ରୀ ସହ ସୁନ୍ଦରଗଡର କୋରେଇ ସବୁଠାରୁ ଥଣ୍ଡା ଅଞ୍ଚଳ ପାଲଟିଛି । କନ୍ଧମାଳର ଜି.ଉଦୟଗିରିରେ ୮.୪ ଡିଗ୍ରୀ, ଫୁଲବାଣୀରେ ୮.୫ ଡିଗ୍ରୀ, କୋରାପୁଟରେ ୯.୫ ଡିଗ୍ରୀ, ଭଦ୍ରକ
Read More...

ଟ୍ରକ୍‌-କାର ଧକ୍କାରେ ୬ ମୃତ

ମହାରାଷ୍ଟ୍ର : ମହାରାଷ୍ଟ୍ର ନାଗପୁରରେ ଭୟଙ୍କର ସଡକ ଦୁର୍ଘଟଣା । ଟ୍ରକ୍ ଓ କାର ଧକ୍କାରେ ୬ ଜଣଙ୍କ ମୃତ୍ୟୁ ହୋଇଛି । ବିଳମ୍ୱିତ ରାତ୍ରିରେ କାଟୋଲ-କଲମେଶ୍ୱର ରାସ୍ତାର ସୋନଖମ୍ବ ଗ୍ରାମ ନିକଟରେ ଘଟିଛି ଏହି ଦୁର୍ଘଟଣା । ପୋଲିସ ଅଧିକାରୀଙ୍କ କହିବା ଅନୁଯାୟୀ, ବିବାହ ସମାରୋହରେ ଯୋଗଦେଇ
Read More...

ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ

ସୁନ୍ଦରଗଡ଼ : ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ । ଜଳିଗଲା ମସଲା ଦୋକାନ । ଖବର ଅନୁଯାୟୀ ସହରର ମୁଖ୍ୟ ରାସ୍ତାରେ ଥିବା ଏକ ମସଲା ଦୋକାନରୁ ନିଆଁ ବାହାରୁଥିବା ଲୋକେ ଦେଖିଥିଲେ । ଏହା ପରେ ସ୍ଥାନୀୟଲୋକେ ତୁରନ୍ତ ଦୋକାନୀଙ୍କୁ ଖବର ଦେଇଥିଲେ । ଦୋକାନୀ ଆସି ସଟର ଖୋଲି ଦେଖିବା ବେଳକୁ ଦୋକାନରେ
Read More...