Yearly Archives

2023

ନିଷାନ୍‌ର ପଞ୍ଚମ ଅଠାରି କବିତା ଆସର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ନିଷାନ୍ ସାହିତ୍ୟ ସଂସଦ ତୁଷୁରା, ବଲାଙ୍ଗିର ଆନୁକୂଲ୍ୟରେ ପଞ୍ଚମ ଆଭାସି ଅଠାରି କବିତା ଆସର ନିଷାନ୍‌ର ସଭାପତି ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ୧୧ ଜୁନ୍ ରବିବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ନିଷାନ୍‌ର ପ୍ରତିଷ୍ଠାତା ସଂପାଦକ ଆଶୁକବି
Read More...

ଆଦିବାସୀ କର୍ମଚାରୀ ସଂଗ୍ରାମ ସମିତିର ବୈଠକ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲାର ମ.ରାମପୁର ବ୍ଲକ ସଭାଗୃହଠାରେ ଆଜି ଆଦିବାସୀ କର୍ମଚାରୀ ସଂଗ୍ରାମ ସମିତିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଦିବାସୀ କର୍ମଚାରୀ ସଂଗ୍ରାମ ସମିତି ମ.ରାମପୁର ବ୍ଲକ ସଭାପତି ରାଧୁ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ
Read More...

ଓଡ଼ିଶା ପ୍ରାନ୍ତୀୟ ମାରୱାଡ଼ି ଯୁବା ମଞ୍ଚ ପକ୍ଷରୁ ରକ୍ତଦାନ ଶିବିର

ମ.ରାମପୁର, (ହେମନ୍ତ ସାହୁ) : ଓଡ଼ିଶା ପ୍ରାନ୍ତୀୟ ମାରୱାଡ଼ି ଯୁବା ମଞ୍ଚ ପକ୍ଷରୁ ଆଜି ମ.ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଠାରେ ଅଖିଳ ଭାରତୀୟ ମାରୱାଡ଼ି ମହିଳା ସମ୍ମେଳନ ମ.ରାମପୁରର ସହଯୋଗ କ୍ରମେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା
Read More...

ଦ୍ୱିତୀୟ ଦିନରେ ୫ଟି ସଚିବଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର : ୫ଟି ସଚିବଙ୍କ କେନ୍ଦୁଝର ଗସ୍ତ ଦ୍ୱିତୀୟ ଦିନରେ ପହଞ୍ଚିଛି । ସକାଳ ୬ଟା ୪୫ରେ ସିଦ୍ଧମଠ ଯାଇ ଦର୍ଶନ କରିଛନ୍ତି ୫ଟି ସଚିବ । ଏହାପରେ ଶଙ୍କରପୁର ସ୍ପୋର୍ଟ୍ସ କଂପ୍ଲେକ୍ସ ପରିଦର୍ଶନ କରି କଂପ୍ଲେକ୍ସରେ ଥିବା ଖେଳାଳୀଙ୍କ ସହ ଆଲୋଚନା କରିଥିଲେ ।
Read More...

ସ୍ୱସ୍ତି ସାହିତ୍ୟ ସଂସଦର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାରର ଜଣାଶୁଣା ସାହିତ୍ୟ ସଂସଦ ସ୍ୱସ୍ତି ସାହିତ୍ୟ ସଂସଦ ଓ ଗୋପବନ୍ଧୁ ପାଠାଗାରର ମିଳିତ ଆନୁକୂଲ୍ୟରେ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଥିଲା ।ଏହି ଆସରରେ ଅନୁଷ୍ଠାନର ସଭାପତି ମହେନ୍ଦ୍ର କୁମାର ପଟ୍ଟନାୟକ ସଭାପତିତ୍ୱ କରିଥିବା ବେଳେ ଗୁରୁକୁଳ
Read More...

ଟିଟିଲାଗଡରେ ବଲାଙ୍ଗିର ଜିଲ୍ଲା ସମ୍ପାଦକ ଓ ପ୍ରଧାନ ଆଚାର୍ଯ୍ୟ ବୈଠକ ଅନୁଷ୍ଠିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଶିକ୍ଷା ବିକାଶ ସମିତି ଓଡିଶାଙ୍କ ଯୋଜନା ଅନୁସାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଟିଟିଲାଗଡ଼ ପରିସରରେ ବଲାଙ୍ଗିର ଜିଲ୍ଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ସମୂହର ସମ୍ପାଦକ ଓ ପ୍ରଧାନ ଆଚାର୍ଯ୍ୟ ବୈଠକର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମଞ୍ଚରେ ଉପସ୍ଥିତ
Read More...

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେପି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମାନସ ବିହାର ରୁଗୁଡିଖାଲ ଛକଠାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗଙ୍କ ନେୃତ୍ୱରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଉକ୍ତ ସଭାରେ ଲୋଇସିଂହା
Read More...

ବରଗଡ଼ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ଗସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ସେ ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟର ଅଗ୍ରଗତି ସମୀକ୍ଷା କରିଥିଲେ । ସୂଚନାଯୋଗ୍ୟ ଯେ, ୨୦୧୮ରେ ପ୍ଲାଣ୍ଟର ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଥିଲା । ୧୬୦୭ କୋଟି ଟଙ୍କା
Read More...

କର୍ଲାମୁଣ୍ଡା ବ୍ଲକ ପାଚିକା ସଂଘର ସମାବେଶ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକସ୍ତରୀୟ ପାଚିକା ଓ ସହାୟିକା ସଂଘର ଏକ ସମାବେଶ ରିଷିଡା କଲେଜ ଛକଠାରେ ଅନୁଷ୍ଠିତ ହୋଇଯାଇଛି । ଇଣ୍ଡିଆନ ଜଷ୍ଟିସ ପାଟି ପକ୍ଷରୁ ଆୟୋଜିତ ଏହି ସମାବେଶରେ ଡମ୍ବରୁଧର କୁମୁରା ସଭାପତିତ୍ୱ କରିଥିବା ବେଳେ ରଥୁ ଭୋଇ ସଭା
Read More...

ଦହିପାଣି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) :ପ୍ରଚଣ୍ଡ ରୌଦ୍ର ତାପରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ ଆଜି ଶାନ୍ତିପଡ଼ା ପତଞ୍ଜଳି ଯୋଗ ପରିବାର ଏବଂ ଚନ୍ଦନଭାଟି ପ୍ରାକୃତିକ ଚିକିତ୍ସା କେନ୍ଦ୍ରର ମିଳିତ ଆନୁକୂଲ୍ୟରେ ଦହିପାଣି ବଣ୍ଟନ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମ
Read More...