Yearly Archives

2023

ଟ୍ରକ୍‌ ଚକା ତଳେ ପଡି ୨ ମୃତ

ରାଇଘର : ଶ୍ୱଶୁର, ଜ୍ୱାଇଁଙ୍କ ଉପରେ ଚଢ଼ିଗଲା ଟ୍ରକ୍‌ । ଏକ ସଡ଼କ ଦୁର୍ଘଟଣାରେ ଶ୍ୱଶୁର, ଜ୍ୱାଇଁଙ୍କ ମୃତ୍ୟୁ ଘଟିଛି । ସୂଚନା ଅନୁସାରେ ନବରଙ୍ଗପୁର ଜିଲ୍ଲା ରାଇଘର ସଦର ମହକୁମାର ଡିଏନ୍‌କେ ଛକ ପୋଷ୍ଟ ଅଫିସ ସମ୍ମୁଖରେ ଆଜି ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଶ୍ୱଶୁର, ଜ୍ୱାଇଁଙ୍କ
Read More...

ସେଞ୍ଚୁରିଅନ ବିଦ୍ୟାଳୟରେ ୟୁଥ ପାର୍ଲିଆମେଣ୍ଟର କାର୍ଯ୍ୟକ୍ରମ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତୀୟ ଗଣତନ୍ତ୍ର ହେଉଛି ପୃଥିବୀର ସର୍ବ ବୃହତ ଗଣତନ୍ତ୍ର । ଏଠାରେ ସଂସଦୀୟ ଗଣତନ୍ତ୍ରର ବ୍ୟବସ୍ଥା ରହିଛି । ଗଣତନ୍ତ୍ରର ମୂଳମନ୍ତ୍ର ହେଲା ଶିକ୍ଷା । ଗଣତାନ୍ତ୍ରିକ ମୂଲ୍ୟବୋଧର ଶିକ୍ଷା ଓ ବ୍ୟବସ୍ଥା ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରିବା ପାଇଁ
Read More...

ଶ୍ରୀମନ୍ଦିରରେ ନୂଆ ବର୍ଷରୁ ପ୍ଲାଷ୍ଟିକ୍‌, ପଲିଥିନ ମନା

ପୁରୀ : ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ ହୋଇଯାଇଛି । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଶୁକ୍ରବାର ଏକ ବିଜ୍ଞପ୍ତି ମାଧ୍ୟମରେ ନିର୍ଦ୍ଦେଶ ଜାରି କରିଛନ୍ତି । ମୁଖ୍ୟ ପ୍ରଶାସକ ଦାସ ବିଜ୍ଞପ୍ତିରେ ଦର୍ଶାଇଛନ୍ତି ଯେ, ନୂଆ ବର୍ଷରୁ
Read More...

ଉତ୍କଳଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସାମାଜିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟ ସାମାଜିକ କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷା ମଞ୍ଜୁଲତା ଦେହୁରୀଙ୍କ ସଭାପତିତ୍ୱ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷା
Read More...

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ମୁରିବାହାଲ ରେଞ୍ଜ ଗୁଲମୀ ଜଙ୍ଗଲରେ ସାଙ୍ଗମାନଙ୍କ ସାଙ୍ଗରେ ଜାଳେଣି କାଠ ପାଇଁ ଯାଇଥିବା ବେଳେ ଜଙ୍ଗଲରେ ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି ବେଲପଦର ଗ୍ରାମର ଲୋଚନ ରାଉତ । ଖବର ପାଇ ଗାଁ ଲୋକେ ଲୋଚନକୁ ଆମ୍ବୁଲାନ୍ସ ଯୋଗେ ଟିଟିଲାଗଡ଼ ଡାକ୍ତରଖାନାକୁ ଆଣି
Read More...

ରବି ଦାସଙ୍କ ସ୍ମୃତିରେ ରକ୍ତଦାନ ଶିବିର ଓ କ୍ୟାଣ୍ଡେଲ ଶୋଭାଯାତ୍ରା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ କଂଗ୍ରେସ ସଭାପତି ତଥା ସାଉରିଆ ପଞ୍ଚାୟତ ପୂର୍ବତନ ସରପଞ୍ଚ ରବିଦାସଙ୍କ ଏକାଦଶାହ ଦିବସରେ ଗୁରୁବାର ପୂର୍ବାହ୍ନରେ ତାଙ୍କ ସ୍ମୃତିରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଦିବଙ୍ଗତ ଶ୍ରୀ ଦାସଙ୍କ ବାସଭବନ ସନ୍ନିକଟ ଘୋରାଡ଼ିଆ
Read More...

ଗୁଳିଗୋଳା ଉତ୍ପାଦନରେ ଆତ୍ମନିର୍ଭରଶୀଳତା

'ବେଲ' ସହିତ ପ୍ରତିରକ୍ଷା ମନ୍ତ୍ରଣାଳୟ ୫୩୩୬.୨୫ କୋଟି ଟଙ୍କା ଚୁକ୍ତିଭାରତ ଇଲେକ୍‌ଟ୍ରୋନିକ ଲିମିଟେଡ୍‌ (ବେଲ) ଭାରତୀୟ ସ୍ଥଳସେନାକୁ ୧୦ବର୍ଷ ପାଇଁ ଇଲେକ୍‌ଟ୍ରୋନିକ ଫ୍ୟୁଜ୍‌ ଯୋଗାଇବ ନୂଆଦିଲ୍ଲୀ, (ପିଆଇବି) : ପ୍ରତରିକ୍ଷା ମନ୍ତ୍ରଣାଳୟ ୨୦୨୩ ଡିସେମ୍ବର ୧୫ରେ ପୁଣେସ୍ଥିତ ଭାରତ
Read More...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜନ ଶୁଣାଣି ପରେ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ

ପୁରୀ ଜିଲ୍ଲାରେ ହେବ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀବ୍ରହ୍ମଗିରୀ, କୃଷ୍ଣପ୍ରସାଦ, କଣାସ ଓ ପୁରୀ ସଦର ବ୍ଲକରେ ନିର୍ମାଣ ହେବ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀଖର୍ଚ୍ଚ ହେବ ୧୪ କୋଟି ଟଙ୍କା ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର ୪ଟି ବ୍ଲକର ୭ଟି
Read More...

ବଳରାମପୁର ଗ୍ରାମରେ ଯକ୍ଷ୍ମା ରୋଗର ନିରାକରଣ ଉପରେ ସଚେତନତା ସଭା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମପଞ୍ଚାୟତର ବଳରାମପୁର ଗ୍ରାମରେ ଯକ୍ଷ୍ମା ରୋଗର ନିରାକରଣ ଉପରେ ଏକ ଗୋଷ୍ଠୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଗ୍ରାମସ୍ତରରେ ବଳରାମପୁରକୁ ସମ୍ପୂର୍ଣ୍ଣ
Read More...

ଡିସେମ୍ବର ୧୬ରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

୫ଟି ରାଜ୍ୟରେ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିବେପ୍ରଧାନମନ୍ତ୍ରୀଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଏହିକାର୍ଯ୍ୟକ୍ରମରେ ଯୋଗଦେବେ ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୬ ଡିସେମ୍ବର
Read More...