ଦେଓଗାଁ ବ୍ଲକରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ
ଦେଓଗାଁ, (ମନୀଷ କୁମାର ସାହୁ) : ଶୁକ୍ରବାର ଦିନ ଦେଓଗାଁ ବ୍ଲକ ଅର୍ନ୍ତଗତ ବ୍ରାହ୍ମଣୀଯୋର କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ମିଳିତ ସହଯୋଗରେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଜି୨୦ ଅର୍ନ୍ତଗତ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନର ଏକ ଜନ ଭାଗୀଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...