କଳଙ୍ଗା ସମାଜକୁ ଆଦିବାସୀ ମାନ୍ୟତା ପ୍ରଦାନ ପାଇଁ ରାଜ୍ୟପାଳଙ୍କଠାରେ ଗୁହାରୀ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାରେ ବିଭିନ୍ନ ଜିଲ୍ଲାରେ ବସବାସ କରୁଥିବା "କଳଙ୍ଗା" ସମାଜକୁ ଆଦିବାସୀ ମାନ୍ୟତା ଦେବା ପାଇଁ ସମାଜର ଏକ ପ୍ରତିନିଧି ମଣ୍ଡଳୀ ଭୁବନେଶ୍ୱର ରାଜଭବନକୁ ଯାଇ ମହାମହିମ ରାଜ୍ୟପାଳଙ୍କଠାରେ ଗୁହାରୀ କରିଛନ୍ତି । କଳଙ୍ଗା ସମାଜର ପ୍ରମୁଖ!-->…
Read More...
Read More...