ବିଶ୍ୱ ପରିବେଶ ଦିବସରେ ପଲିଥିନ ମୁକ୍ତ ସହର ପାଇଁ ଶପଥ ନେଲେ ଛାତ୍ରଛାତ୍ରୀ
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଗାନ୍ଧୀ ସ୍ମୃତି କମିଟି ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଭବନ ଠାରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ସହରର ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଆୟୋଜିତ ହୋଇଥିବା ଏହି କାର୍ୟ୍ୟକ୍ରମରେ ପରିବେଶ ସଂପର୍କରେ ଏକ ଆଲୋଚନା ଚକ୍ର!-->…
Read More...
Read More...