ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଖାଁ ଖାଁ : ଧାରଣାରେ ଖପ୍ରାଖୋଲ ବ୍ଲକସ୍ତରୀୟ ଅମଲା ସଙ୍ଘ
ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକର ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଖାଁ ଖାଁ, ଧାରଣାରେ ବ୍ଲକ ସ୍ତରୀୟ ଅମଲା ସଂଘ । ଦୀର୍ଘ ଦିନର ଗ୍ରେଡ୍ ପେ ବୃଦ୍ଧି ଦାବୀରେ ଚଳିତ ମାସ ୧ ତାରିଖରୁ ସମସ୍ତ ଅମଲା ସମୂହ ଛୁଟିରେ ଯିବା ପରେ ସରକାରୀ ଦପ୍ତରରେ ଶୂନଶାନ୍ ସ୍ଥିତି ।!-->…
Read More...
Read More...