ଆଜି ରୁକ୍ମିଣୀ ହରଣ ଏକାଦଶୀ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବିବାହ ଉତ୍ସବ
ପୁରୀ : ଆଜି ରୁକ୍ମିଣୀ ହରଣ ଏକାଦଶୀ । ମଙ୍ଗଳବାର ରାଜେନ୍ଦ୍ରାଭିଷେକ ପରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେଉଛି । ଶ୍ରୀମନ୍ଦିରରେ ସକାଳ ଧୂପ ପୂଜା ବସିବା ସମୟରେ ଦକ୍ଷିଣୀ ଘରେ ମଦନମୋହନଙ୍କ ବେଶ ହେବ । ଏହାପରେ ମଦନମୋହନ ରତ୍ନ ସିଂହାସନକୁ!-->…
Read More...
Read More...