ସର୍ବଭାରତୀୟ କେନ୍ଦ୍ର କର୍ମଚାରୀ ପେନସନର ଏସୋସିଏସନ୍ ବଲାଙ୍ଗିର ଶାଖା ଆନୁକୂଲ୍ୟରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଇନ୍ଦିରାନଗର ସ୍ଥିତ ଶ୍ରୀ ଶବରୀ ନାରାୟଣ ମନ୍ଦିର ପରିସରରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମରେ ସର୍ବଭାରତୀୟ କେନ୍ଦ୍ର କର୍ମଚାରୀ ପେନସନର୍ ଏସୋସିଏସନ୍ ବଲାଙ୍ଗିର ଶାଖା ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସଂଘର ସଂପାଦକ ବୃଷଭ!-->…
Read More...
Read More...